Home Bibles ଦିତୀୟ ବଂଶାବଳୀ 9:30 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 9:30 · ଓଡ଼ିଆ ବାଇବେଲ

ଶଲୋମନ ସମଗ୍ର ଇଶ୍ରାୟେଲ ଉପରେ ୟିରୁଶାଲମ ରେ ଚାଳିଶ ବର୍ଷ ପର୍ୟ୍ଯନ୍ତ ରାଜା ହାଇେ ରହିଲେ।

Cross references

ପ୍ରଥମ ରାଜାବଳୀ 11:42

ଶଲୋମନ ଗ୍ଭଳିଷ ବର୍ଷ ପର୍ୟ୍ଯନ୍ତ ୟିରୁଶାଲମ ରେ ସମୁଦାଯ ଇଶ୍ରାୟେଲ ଉପରେ ରାଜତ୍ବ କଲେ।

ପ୍ରଥମ ବଂଶାବଳୀ 29:23

ଏହାପରେ ଶଲୋମନ ସଦାପ୍ରଭୁଙ୍କ ସିଂହାସନ ରେ ରାଜାରୂପେ ବସିଲେ। ଶଲୋମନ ତାଙ୍କ ପିତାଙ୍କ ସ୍ଥାନ ନେଲେ। ଶଲୋମନ ଅତ୍ଯନ୍ତ ସଫଳ ହେଲେ। ଇଶ୍ରାୟେଲର ସମସ୍ତ ଲୋକ ଶଲୋମନଙ୍କର ବାଧ୍ଯ ହେଲେ।

Interlinear

Choose Theme