Home Bibles କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:15 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:15 · ଓଡ଼ିଆ ବାଇବେଲ

ମାହେର ଏହି ବିଶ୍ବାସ ଥିବାରୁ ମୁଁ ପ୍ରଥମ ରେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଠିକ୍ କଲି। ଏହା ଦ୍ବାରା ତୁମ୍ଭମାନେେ ଦୁଇଥର ଆଶୀର୍ବାଦ ଲାଭ କରିବ।

Cross references

ରୋମୀୟଙ୍କ ପ୍ରତି ପତ୍ର 1:11

ମୁଁ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛା କରେ। ତୁମ୍ଭମାନଙ୍କୁ କିଛି ଆତ୍ମିକ ଅନୁଗ୍ରହଦାନ ଦଇେ ଶକ୍ତିଶାଳୀ କରାଇବା ମାରେ ଇଚ୍ଛା।

ରୋମୀୟଙ୍କ ପ୍ରତି ପତ୍ର 15:29

ମୁଁ ଜାଣେ ଯେ, ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି, ସେତବେେଳେ ଖ୍ରୀଷ୍ଟଙ୍କର ସମ୍ପୂର୍ଣ ଆଶୀର୍ବାଦ ନଇେ ଆସିବି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:19

କିନ୍ତୁ ଖୁବ୍ ଶୀଘ୍ର ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ଓ ଅହଂକାର କରୁଥିବା ଲୋକମାନେ କଣ ଅଧିକ କାର୍ୟ୍ଯକ କରୁଛନ୍ତି ତାହା ମୁଁ ଦେଖିବାକୁ ଚା ହେଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:34

ଯଦି କାହାକୁ ବହୁତ ଭୋକ ଲାଗୁଛି, ସେ ଘ ରେ ଖାଇ ଦବୋ ଉଚିତ, ୟଦ୍ଦ୍ବାରା ପ୍ରଭୁଭୋଜ ସଭା ରେ ତୁମ୍ଭମାନଙ୍କ ଆଚରଣ ହତେୁ ପ୍ରଭୁଙ୍କ ଦ୍ବାରା ବିଚାରିତ ହବେ ନାହିଁ। ମୁଁ ଯବେେ ଆସିବି, ଅବଶିଷ୍ଟ ବିଷୟ ରେ କ'ଣ କରିବାକୁ ହବେ କହିବି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 6:1

ଆମ୍ଭମାନେେ ପରମେଶ୍ବରଙ୍କ ସହିତ କାମ କରୁଥିବା ହତେୁ ତୁମ୍ଭମାନଙ୍କୁ ବିନତି କରୁ ଯେ, ପରମେଶ୍ବରଙ୍କ ଠାରୁ ଯେଉଁ ଅନୁଗ୍ରହ ତୁମ୍ଭମାନେେ ପାଇଛ, ତାହା ଯେପରି ବ୍ଯର୍ଥ ନ ଯାଏ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:25

ମୁଁ ଜାଣେ ତୁମ୍ଭମାନେେ ମାେତେ ଚାହୁଁଛ। ସେଥିପାଇଁ ମୁଁ ତୁମ୍ଭ ସହିତ ରହିବି ବୋଲି ମୁଁ ଜାଣେ। ବିଶ୍ବାସ ରେ ତୁମ୍ଭର ବୃଦ୍ଧି ଓ ଆନନ୍ଦ ପାଇବା ନିମନ୍ତେ ମୁଁ ତୁମ୍ଭକୁ ସାହାୟ୍ଯ କରିବି।

Interlinear

Choose Theme