ମୁଁ କରିନ୍ଥୀକୁ ଆଉ ଥରେ ଆସି ନ ଥିଲି କାରଣ ମୁଁ ତୁମ୍ଭମାନଙ୍କୁ ଆଘାତ ଦବୋକୁ ଇଚ୍ଛା କରୁ ନ ଥିଲି।
Cross references
ପ୍ରତିଥର ମୁଁ ପ୍ରାର୍ଥନା କଲା ବେଳେ ତୁମ୍ଭମାନଙ୍କୁ ସ୍ମରଣ କରୁଛି।
ମୁଁ ଖ୍ରୀଷ୍ଟଙ୍କଠା ରେ ଅଛି, ଓ ମୁଁ ସତ୍ଯ କହୁଛି। ମୁଁ ମିଛ କହୁ ନାହିଁ। ପବିତ୍ରଆତ୍ମା ଦ୍ବାରା ମାରେ ଭାବନା ନିୟନ୍ତ୍ରିତ। ଏହି ଭାବନା ମାେତେ କୁ ହେ ଯେ ମୁଁ ମିଛ କୁ ହେ ନାହିଁ।
ତୁମ୍ଭମାନେେ କ'ଣ ଚାହଁ :
ମୁଁ ଆତ୍ମିକ ଭାବରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ଥିବି ଓ ତୁମ୍ଭମାନେେ ପ୍ରଭୁଯୀଶୁଙ୍କ ଶକ୍ତି ରେ ଏହି ଲୋକକୁ ଶୟତାନ ହସ୍ତ ରେ ସମର୍ପଣ କରିଦିଅ, ୟଦ୍ଦ୍ବାରା ତାର ପାପର ଶରୀର ନଷ୍ଟ ହାଇଯେିବ। ତା' ହେଲେ ତା'ର ଆତ୍ମା ପ୍ରଭୁଙ୍କ ଦିନ ରେ ରକ୍ଷା ପାଇ ପାରିବ।
କିନ୍ତୁ ଯଦି ତୁମ୍ଭମାନେେ ପରମେଶ୍ବରଙ୍କୁ ବିଶ୍ବାସ କରୁଛ, ତାହାହେଲେ ତୁମ୍ଭମାନେେ ବିଶ୍ବାସ କରିପାର ଯେ, ଆମ୍ଭେ ଯାହା କହୁ ତାହାର ଉତ୍ତର ହଁ ଓ ନା ଉଭୟ ହାଇେ ପାରିବ ନାହିଁ।
ସେଥିପାଇଁ ମୁଁ ଠିକ୍ କରିଥିଲି, ଏହିଥର ଗଲେ ମୁଁ ତୁମ୍ଭମାନଙ୍କୁ ଯେପରି କଷ୍ଟ ନ ଦିଏ।
ମୁଁ ତୁମ୍ଭମାନଙ୍କୁ ଅନୁନୟ କରେ ଯେ, ଯେତବେେଳେ ମୁଁ ତୁମ୍ଭମାନଙ୍କ ସହିତ ଅଛି, ସେତବେେଳେ ସଭେଳି ସାହସିକତା ଦଖାଇବୋକୁ ମାେ ଉପରେ ଚାପ ପକାଇବ ନାହିଁ। ଯେଉଁମାନେ ଭାବନ୍ତି ଯେ ଆମ୍ଭେ ଜାଗତିକ ଜୀବନଯାପନ କରୁଛୁ ମୁଁ ସମାନଙ୍କେ ପ୍ରତି ସାହସୀ ହବେି।
ଯେଉଁ ଲୋକ ପୂର୍ଣ୍ଣ ଭାବରେ ଯୀଶୁଙ୍କୁ ମନେ ନାହିଁ ଆମ୍ଭେ ତାହାଙ୍କୁ ଦଣ୍ଡ ଦବୋ ପାଇଁ ପ୍ରସ୍ତୁତ ଅଛୁ। କିନ୍ତୁ ପ୍ରଥମ ରେ ଆମ୍ଭେ ଇଚ୍ଛା କରୁ ଯେ ତୁମ୍ଭମାନେେ ପୂର୍ଣ୍ଣଭାବରେ ତାହାଙ୍କୁ ମାନ।
ମୁଁ କାହିଁକି ତୁମ୍ଭମାନଙ୍କ ପାଇଁ ବୋଝ ହେଉ ନାହିଁ ? ଏହା କ'ଣ ଏଥିପାଇଁ ଯେ ମୁଁ ତୁମ୍ଭମାନଙ୍କୁ ଭଲ ପାଏ ନାହିଁ ? ନା, ପରମେଶ୍ବର ଜାଣନ୍ତି ଯେ, ମୁଁ ତୁମ୍ଭମାନଙ୍କୁ ଭଲ ପାଏ।
ପରମେଶ୍ବର ଜାଣନ୍ତି ଯେ, ମୁଁ ମିଥ୍ଯା କହୁ ନାହିଁ। ସେ ହେଉଛନ୍ତି ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା।
ଏଭଳି କହିବାର ଉଦ୍ଦେଶ୍ଯ ଯେ, ମାରେଭୟ ହେଉଛି : ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି ସେତବେେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସହେି ରୂପରେ ନ ପାଇ ପା ରେ ଓ ତୁମ୍ଭମାନେେ ମଧ୍ଯ ମାେତେ ଯାହା ଭାବିଛ ଠିକ୍ ସହେି ରୂପରେ ପାଇ ନ ପାର। ମାରେଭୟ ଯେ, କାଳେ ତୁମ୍ଭମାନଙ୍କ ମଧିଅରେ କଳହ, ଇର୍ଷା, କୋର୍ଧ, ସ୍ବାର୍ଥପରତା, ପରଚର୍ଚ୍ଚା, କାନ କୁହାକୋହି, ଗର୍ବ ଓ ଦ୍ବନ୍ଦ ଦେଖିବାକୁ ମିଳିବ।
ମୁଁ ଯେତବେେଳେ ତୁମ୍ଭମାନଙ୍କ ସହିତ ଦ୍ବିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦଇେଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂର ରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦବେି।
ମୁଁ ଏବେ ଏହି ଗୁଡ଼ିକ ତୁମ୍ଭମାନଙ୍କୁ ଲେଖୁଛି କାରଣ ମୁଁ ତୁମ୍ଭମାନଙ୍କ ସହିତ ନାହିଁ। ଅତଏବ ତାହା ହେଉଛି ଯେ, ଯେତବେେଳେ ମୁଁ ଆ ସେ, ସେତବେେଳେ ଦଣ୍ଡ ଦବୋ ପାଇଁ ମାେତେ ମାେ ଶକ୍ତିର ବ୍ଯବହାର କରିବାକୁ ନ ପଡ଼ୁ। ପରମେଶ୍ବର ମାେତେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରି ଗଢ଼ିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି, ତୁମ୍ଭମାନଙ୍କୁ ନଷ୍ଟ କରିବା ପାଇଁ ନୁହେଁ।
ପରମେଶ୍ବର ଜାଣନ୍ତି ଯେ, ମୁଁ ଏଥି ରେ ଯାହା କିଛି ଲେଖୁଛି, ତାହା ମିଥ୍ଯା ନୁହେଁ।
ପରମେଶ୍ବର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟଯୀଶୁଙ୍କର ସ୍ନହପେୂର୍ଣ୍ଣ କରୁଣା ରେ ମୁଁ ତୁମ୍ଭମାନଙ୍କୁ ପ୍ ରମେ କରେ।
ତୁମ୍ଭମାନେେ ଜାଣିଛ ଯେ, କବେେ ହେଲେ ଆମ୍ଭେ ଖୋସାମଦିଆ କଥା କହି ତୁମ୍ଭକୁ ପ୍ରଭାବିତ କରିବା ପାଇଁ ଚେଷ୍ଟା କରି ନାହୁଁ। ଆମ୍ଭେ ତୁମ୍ଭମାନଙ୍କର ଟଙ୍କା ପାଇବା ପାଇଁ ଚାହିଁ ନାହୁଁ। ତୁମ୍ଭମାନଙ୍କଠାରୁ ଆମ୍ଭେ ନିଜର କୌଣସି ସ୍ବାର୍ଥପର ଭାବ ଗୁପ୍ତ ରଖି ନାହୁଁ। ପରମେଶ୍ବର ଜାଣନ୍ତି ଯେ, ଏହା ସତ୍ଯ।
ହୁମନାୟ ଓ ଆଲେକ୍ଜାଣ୍ଡର ସମାନଙ୍କେ ମଧ୍ଯରୁ କେତକେ ଅଟନ୍ତି। ମୁଁ ସମାନଙ୍କେୁ ଶୟତାନ ହାତ ରେ ଦଇେଛି, ଯାହା ଫଳ ରେ ସମାନେେ ପରମେଶ୍ବରଙ୍କ ବିରୁଦ୍ଧ ରେ ଆଉ ନ କହିବାକୁ ଶିକ୍ଷା ଲାଭ କରିବେ।