Home Bibles କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:5 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:5 · ଓଡ଼ିଆ ବାଇବେଲ

ଖ୍ରୀଷ୍ଟଙ୍କର ଅନକେ ଦୁଃଖ ଭୋଗର ଆମ୍ଭେ ସହଭାଗୀ ଅଟୁ। ସହେିଭଳି ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଯେଉଁ ସାନ୍ତ୍ବନା ଆମ୍ଭକୁ ମିଳେ ତାହାର ସୀମା ନାହିଁ।

Cross references

ଲୂକଲିଖିତ ସୁସମାଚାର 2:25

ୟିରୁଶାଲମ ରେଶିମିଯୋନ ନାମ ରେ ଜଣେ ଅତ୍ଯନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇଶ୍ରାୟେଲକୁ ସାନ୍ତ୍ବନା କରିବା ନିମନ୍ତେ ପରମେଶ୍ବର କବେେ ଆସିବେ, ସହେି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ର ଆତ୍ମା ତାହାଙ୍କ ମଧିଅରେ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:4

ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ବର ଶୁଣିବାକୁ ପାଇଲେ, ଶାଉଲ, ତୁମ୍ଭେ ମାେତେ କାହିଁକି ତାଡ଼ନା ଦେଉଛ?

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:10

ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହାଇେଛୁ। କିନ୍ତୁ ତୁମ୍ଭମାନେେ ନିଜକୁ ଖ୍ରୀଷ୍ଟଙ୍କଠା ରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭମାନେେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:10

ଯୀଶୁ ଖ୍ରୀଷ୍ଟଙ୍କ ପରି ଆମ୍ଭ ଶରୀର ସର୍ବଦା ମୃତ୍ଯୁର ସମ୍ମୁଖୀନ ଯେପରିକି ତାହାଙ୍କର ଜୀବନ ମଧ୍ଯ ଆମ୍ଭ ଭିତ ରେ ପ୍ରକାଶିତ ହବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:23

ସମାନେେ କ'ଣ କବଳେ ଇଶ୍ରାୟେଲୀୟ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଅବ୍ରହାମଙ୍କ ବଂଶଧାରୀ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଖ୍ରୀଷ୍ଟଙ୍କ ସବେକ ? ମୁଁ ମଧ୍ଯ ମୁଁ କ'ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି ? ସମାନଙ୍କେ ତୁଳନା ରେ ମୁଁ ଅଧିକ କଠାେର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମାେତେ ଥରକୁ ଥର ମାଡ଼ ମରାଯାଇଛି। ଅନକେ ଥର ମୁଁ ମୃତ୍ଯୁର ସନ୍ନିକଟ ହାଇେଛି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:20

ମାରେ ଦୃଢ଼ ଆଶା ଓ ଭରସା ଯେ ମୁଁ ଖ୍ରୀଷ୍ଟଙ୍କୁ କଦାପି ହରାଇବି ନାହିଁ। ବରଂ, ମୁଁ ନିଶ୍ଚିତ ଯେ ମୁଁ ସାହସୀ ହବେି ଏବଂ ମୁଁ ମୃତ ବା ଜୀବିତ ଥାଏ, ଖ୍ରୀଷ୍ଟଙ୍କ ମହାନତା ମାେ ଶରୀର ରେ ପ୍ରକାଶିତ କରିବି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:1

ଖ୍ରୀଷ୍ଟଯୀଶୁଙ୍କଠା ରେ ଥାଇ କୌଣସି କାର୍ୟ୍ଯ କରିବାକୁ ମୁଁ ତୁମ୍ଭକୁ କହିପା ରେ କି ? ତୁମ୍ଭେ ମାେତେ ପ୍ ରମେପୂର୍ଣ୍ଣ ସାନ୍ତ୍ବନା ଦଇପୋର କି ? ଆମ୍ଭେ ଏକତ୍ର ଆତ୍ମାର ସହଭାଗୀତା ରେ ଅଛୁ କି ? ତୁମ୍ଭଠା ରେ କରୁଣା ଓ ଦୟା ଅଛି କି ?

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:10

ମୁଁ ଖ୍ରୀଷ୍ଟଙ୍କୁ ଜାଣିବାକୁ ଓ ମୃତ୍ଯୁରୁ ସେ ପୁନରୁଜୀବିତ ହଇେ ଉଠିଥିବା ଶକ୍ତିକୁ ମଧ୍ଯ ଜାଣିବାକୁ ଇଚ୍ଛା କରେ। ମୁଁ ତାହାଙ୍କ ଦୁଃଖ ଭୋଗ ରେ ଅଂଶୀ ହବୋକୁ ଓ ତାହାଙ୍କ ମୃତ୍ଯୁ ଭୋଗ ରେ ତାହାଙ୍କ ପରି ହବୋକୁ ଚା ହେଁ।

କଲସୀୟଙ୍କ ପ୍ରତି ପତ୍ର 1:24

ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମାେତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦହେ ସ୍ବରୂପ ମଣ୍ଡଳୀ ମାଧ୍ଯମ ରେ କେତକେ କଷ୍ଟ ଭୋଗିବା ବାକି ଥିଲା। ସଗେୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମାରେଅଂଶ ମୁଁ ମାେ ଦହେ ରେ ଗ୍ରହଣ କରୁଛି।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:16

ତୁମ୍ଭମାନଙ୍କ ପାଇଁ ପ୍ରେତ୍ୟକକ ଉତ୍ତମ କାର୍ୟ୍ଯ କରିବାକୁ ଓ ପ୍ରେତ୍ୟକକ ଉତ୍ତମ କଥା କହିବା ପାଇଁ ସକ୍ଷମ ହବେ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ବର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ବନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।

Interlinear

Choose Theme