Home Bibles କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:17 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:17 · ଓଡ଼ିଆ ବାଇବେଲ

ତା ହେଲେ ମୁଁ ମଧ୍ଯ ସାମାନ୍ଯ ଗର୍ବ କରି ପାରିବି। ଯେପରି ପ୍ରଭୁ କହିଥାନ୍ତେ, ଯେପରି ମୁଁ କହୁ ନାହିଁ। ମୁଁ ଜଣେ ମୂର୍ଖ ଭଳି ଗର୍ବ କରେ।

Cross references

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:6

ମାରେ ଏହା ଆଦେଶ ନୁହେଁ, ବରଂ କିଛି ସମୟ ପାଇଁ ପୃଥକ ରହିବାକୁ ଅନୁମତି ଦେଉଛି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:12

ମୁଁ ଅନ୍ୟ ସମସ୍ତ ଲୋକଙ୍କୁ ଏହା କ ହେ (ଏହା ମାରେ କଥା, ପ୍ରଭୁଙ୍କର ନୁହେଁ) : ଯଦି କୌଣସି ଖ୍ରୀଷ୍ଟୀୟ ଭାଇଙ୍କର ଏପରି ପତ୍ନୀ ଅଛି ଓ ସେ ଖ୍ରୀଷ୍ଟ ବିଶ୍ବାସୀନୀ ନୁହେଁ ମାତ୍ର ପତି ସହିତ ରହିବାକୁ ଇଚ୍ଛୁକ, ତା' ହେଲେ ପତି ତାକୁ ତ୍ଯାଗ କରିବା ଉଚିତ୍ ନୁହେଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:25

ଏବେ ମୁଁ ଅବିବାହିତ ଲୋକମାନଙ୍କ ବିଷୟ ରେ କହୁଛି। ଏ ବିଷୟ ରେ ପ୍ରଭୁଙ୍କଠାରୁ ମାେତେ କୌଣସି ଆଦେଶ ମିଳି ନାହିଁ। କିନ୍ତୁ ପ୍ରଭୁ ମାେ ପ୍ରତି ଦୟା ଦଖାଇେ ଥିବାରୁ ଓ ମୁଁ ବିଶ୍ବାସଭାଜନ ହାଇେ ଥିବାରୁ, ମୁଁ ମାରେ ମତାମତ ଦେଉଛି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 9:4

ଯେପରି ମୁଁ ସମାନଙ୍କେୁ ସବୁବେଳେ ପ୍ରସ୍ତୁତ ରହିବାକୁ କହୁଥିଲି, ମୁଁ ଚା ହେଁ ତୁମ୍ଭମାନେେ ମଧ୍ଯ ପ୍ରସ୍ତୁତ ରୁହ। ଯଦି କେତକେ ଲୋକ ମାକିଦନିଆରୁ ମାେ ସହିତ ତୁମ୍ଭମାନଙ୍କ ପାଖ ରେ ପହଁଞ୍ଚିବେ, ଓ ତୁମ୍ଭମାନଙ୍କୁ ପ୍ରସ୍ତୁତ ଥିବା ଦେଖିବେ ନାହିଁ, ତାହାହେଲେ ତୁମ୍ଭମାନଙ୍କଠା ରେ ଆମ୍ଭର ବିଶ୍ବାସ ଥିବା ହତେୁରୁ ଆମ୍ଭେ ଲଜ୍ଜା ବୋଧ କରିବୁ। ତୁମ୍ଭମାନେେ ମଧ୍ଯ ଲଜ୍ଜିତ ହବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:18

ଅନକେ ଲୋକ ତାହାଙ୍କର ସାଂସାରିକ ଜୀବନ ପାଇଁ ଗର୍ବ କରନ୍ତି, ସହେି ଭଳି ମୁଁ ମଧ୍ଯ ଗର୍ବ କରୁଛି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:3

କିନ୍ତୁ ଆମ୍ଭମାନେେ ପ୍ରକୃତ ରେ ସୁନ୍ନତ ହାଇେଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ବାରା ପରମେଶ୍ବରଙ୍କର ସବୋ କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ।

Interlinear

Choose Theme