Home Bibles କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:30 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:30 · ଓଡ଼ିଆ ବାଇବେଲ

ଯଦି ମାରେ ଦର୍ପ (ଗର୍ବ) କରିବା କଥା, ତା' ହେଲେ ମୁଁ ମାେ ନିଜର ଦୁର୍ବଳତା ଗୁଡ଼ିକ ପାଇଁ ଗର୍ବ କରିବି।

Cross references

ହିତୋପଦେଶ 25:27

ବହୁତ ମହୁ ଖାଇବା ଯେପରି ଉତ୍ତମ ନୁହେଁ। ସହେିପରି ମନୁଷ୍ଯମାନେ ଆପଣା ଗୌରବ ଅନୁସନ୍ଧାନ କରିବା ଭଲ ନୁହେଁ।

ହିତୋପଦେଶ 27:2

ନିଜକୁ ପ୍ରଶଂସା କର ନାହିଁ, ଅନ୍ୟମାନେ ତୁମ୍ଭକୁ ପ୍ରଶଂସା କରନ୍ତୁ।

ଯିରିମିୟ 9:23

ଆଉ ସଦାପ୍ରଭୁ କହନ୍ତି, ଜ୍ଞାନବାନ୍ ଆପଣା ଜ୍ଞାନ ରେ ଦର୍ପ ନ କରୁ, ବଳବାନ୍ ଆପଣା ବଳ ରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନ ରେ ଗର୍ବ ନ କରୁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:3

ଏଣୁ ମୁଁ ଦୁର୍ବଳ ଓ ଭୟ ରେ ଥରି ଥରି ସଠାେକୁ ଆସିଥିଲି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:16

ମୁଁ ପୁନର୍ବାର କହୁଛି, କହେି ମାେତେ ମୂର୍ଖ ବୋଲି ଭାବିବା ଉଚିତ ନୁହେଁ। କିନ୍ତୁ ଯଦି ତୁମ୍ଭମାନେେ ମାେତେ ମୂର୍ଖ ବୋଲି ଭାବ, ତା ହେଲେ ମୂର୍ଖକୁ ଗ୍ରହଣ କଲାଭଳି ମାେତେ ଗ୍ରହଣ କର।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:1

ମୁଁ ଗର୍ବ କରି ଚାଲି ଥିବି। ଏହା ଦ୍ବାରା କିଛି ଲାଭ ନାହିଁ, କିନ୍ତୁ ମୁଁ ପ୍ରଭୁଙ୍କ ପ୍ରଦତ୍ତ 'ଦର୍ଶନ' ଓ 'ପ୍ରତ୍ଯାଦେଶ' ବିଷୟ ରେ କହିବି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:5

ଯାହା କୌଣସି ବ୍ଯକ୍ତିକୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମୁଁ ଏହିଭଳି ଲୋକ ପାଇଁ ଗର୍ବ କରିବାକୁ ଇଚ୍ଛା କରୁଛି, କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ, ମାତ୍ର ମାହେର ଦୁର୍ବଳତା ରେ ରଦର୍ପ କରିବି।

କଲସୀୟଙ୍କ ପ୍ରତି ପତ୍ର 1:24

ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମାେତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦହେ ସ୍ବରୂପ ମଣ୍ଡଳୀ ମାଧ୍ଯମ ରେ କେତକେ କଷ୍ଟ ଭୋଗିବା ବାକି ଥିଲା। ସଗେୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମାରେଅଂଶ ମୁଁ ମାେ ଦହେ ରେ ଗ୍ରହଣ କରୁଛି।

Interlinear

Choose Theme