ଏହା ସତ୍ଯ ଯେ ମୁଁ ପ୍ରଶିକ୍ଷିତ ବକ୍ତା ନୁହେଁ, କିନ୍ତୁ ମାରେ ଜ୍ଞାନ ଅଛି। ଆମ୍ଭେ ଏହି କଥାଟିକୁ ତୁମ୍ଭମାନଙ୍କୁ ସବୁ ପ୍ରକାର ରେ ସୂକ୍ଷ୍ମ ଭାବରେ ଦଖାଇେ ଦଇେଛୁ।
Cross references
ଖ୍ରୀଷ୍ଟ ମାେତେ ଲୋକମାନଙ୍କୁ ଡ଼ୁବନ କରିବା ଦାଯିତ୍ବ ଦଇେ ନ ଥିଲେ। ସେ ମାେତେ ସୁସମାଚାର ପ୍ରଚାର କରିବା ଦାଯିତ୍ବ ଦଇେ ଥିଲେ। କୌଣସି ପ୍ରକାର ଜାଗତିକ ଜ୍ଞାନର ପୂର୍ଣ୍ଣତା ରେ ପ୍ରଭୁଙ୍କ ବାକ୍ଯ ପ୍ରଚାର କରିବାକୁ ଖ୍ରୀଷ୍ଟ ମାେତେ ପଠାଇ ନ ଥିଲେ; ନଚେତ୍ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ରେ ଥିବା ମହାଶକ୍ତି ବ୍ଯର୍ଥ ହାଇଯେିବ।
ପରମେଶ୍ବର ଆପଣା ଜ୍ଞାନ ରେ ଏହା ଚାହିଁଲେ ଯେ, ଜଗତ କଦାପି ନିଜ ଜ୍ଞାନ ବଳ ରେ ପରମେଶ୍ବରଙ୍କୁ ଜାଣି ପାରିବ ନାହିଁ। ତେଣୁ ଯେଉଁ ସୁସମାଚାରକୁ ଜଗତ ମୂର୍ଖତା ବୋଲି କୁ ହେ, ସହେି ବାର୍ତ୍ତା ଯେଉଁମାନେ ବିଶ୍ବାସ କରୁଛନ୍ତି, ତଦ୍ଦ୍ବାରା ସମାନଙ୍କେୁ ଉଦ୍ଧାର କରିବାକୁ ଇଚ୍ଛାକଲେ।
ପ୍ରିୟ ଭାଇ ଓ ଭଉଣୀମାନେ, ମୁଁ ଯେତବେେଳେ ତୁମ୍ଭମାନଙ୍କ ପାଖକୁ ଆସିଥିଲି, ସେତବେେଳେ ପରମେଶ୍ବରଙ୍କ ସତ୍ଯ ବିଷୟ ରେ କହିଥିଲି। କିନ୍ତୁ ମୁଁ କୌଣସି ବାକ୍ଚାତୁରୀ ବା ଜ୍ଞାନର କଥା କହି ନ ଥିଲି।
ସେ ଗୁଡ଼ିକୁ କହିଲା ବେଳେ ମନୁଷ୍ଯର କଳ୍ପିତ ଜ୍ଞାନର ବାକ୍ଯ କହୁନାହୁଁ, ବରଂ ଆମ୍ଭେ ଆତ୍ମା ଦ୍ବାରା ଶିଖିଥିବା ବାକ୍ଯ କହୁ। ଆମ୍ଭେ ଆତ୍ମିକ ବିଷୟ ବୁଝାଇବା ପାଇଁ ପବିତ୍ର ଆତ୍ମାଙ୍କ ବାକ୍ଯ ବ୍ଯବହାର କରୁ।
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।
ଆମ୍ଭେ ଜାଣୁ ଯେ, ପ୍ରଭୁଙ୍କୁ ଭୟ କରିବା ଅର୍ଥ କ'ଣ ଅଟେ। ସେଥିପାଇଁ ଲୋକମାନଙ୍କୁ ସତ୍ଯ ଗ୍ରହଣ କରିବା ପାଇଁ ଆମ୍ଭେ ବୁଝାଉଁ। ପରମେଶ୍ବର ଜାଣନ୍ତି ଯେ, ଆମ୍ଭେ ପ୍ରକୃତ ରେ କ'ଣ ଓ ମୁଁ ଆଶା କରେ, ତୁମ୍ଭେ ମଧ୍ଯ ଆମ୍ଭର ପ୍ରକୃତ ପରିଚୟ ପାଇପାରିବ।
ନିଜ ହୃଦୟ ରେ ଆମ୍ଭକୁ ସ୍ଥାନ ଦିଅ। ଆମ୍ଭେ କାହାରି ପ୍ରତି କୌଣସି ଭୁଲ କରି ନାହୁଁ। ଆମ୍ଭେ କାହାରି ବିଶ୍ବାସ ରେ ଆଞ୍ଚ ଆଣି ନାହୁଁ, କାହାକୁ ଘାଷେଣା କରି ନାହୁଁ।
କେତକେ ଲୋକ କୁହନ୍ତି ପାଉଲଙ୍କ ପତ୍ରଗୁଡ଼ିକ ଶକ୍ତିସମ୍ପନ୍ନ ଓ ମହତ୍ବପୂର୍ଣ୍ଣ କିନ୍ତୁ ଯେତବେେଳେ ସେ ଆମ୍ଭ ସହିତ ଥାଆନ୍ତି ସେ ଦୁର୍ବଳ ଓ ତାଙ୍କର କଥା ଗୁଡ଼ିକ ଏତେ ପ୍ରଭାବଶାଳୀ ହୁଏ ନାହିଁ।
ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ, ଜଣେ ପ୍ ରରେିତ ବୋଲି ପ୍ରମାଣିତ କରୁଥିବା କାମ ମୁଁ କରିଥିଲି - ମୁଁ ନାନାଦି ଚିହ୍ନ, ଅଦ୍ଭୂତ ଓ ଆଶ୍ଚର୍ୟ୍ଯଜନକ କାମ ଦଖାଇେଥିଲି। ଏ ସବୁ ମୁଁ ଅନକେ ର୍ଧୈୟ୍ଯର ସହିତ କରିଥିଲି।
ସଗେୁଡ଼ିକ ଯଦି ତୁମ୍ଭମାନେେ ପଢ଼, ତା ହେଲେ ଦେଖିବ ଯେ ଖ୍ରୀଷ୍ଟଙ୍କ ସମ୍ବନ୍ଧ ରେ ଗୁପ୍ତ ସତ୍ଯ ବିଷୟ ରେ ମୁଁ ପ୍ରକୃତ ରେ ବୁଝିଛି।
ପ୍ରଭୁ ର୍ଧୈୟ୍ଯବାନ ବୋଲି ଆମ୍ଭେ ରକ୍ଷା ପାଇଛୁ, ଏହା ମନରେଖ। ପରମେଶ୍ବରଙ୍କ ପ୍ରଦତ୍ତ ଜ୍ଞାନ ବଳ ରେ ଆମ୍ଭର ପ୍ରିୟ ଭାଇ ପାଉଲ ତୁମ୍ଭକୁ ଲେଖିଲା ବେଳେ ସେ ସହେି କଥା କହିଥିଲେ।