କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:8 · ଓଡ଼ିଆ ବାଇବେଲ
ମୁଁ ତୁମ୍ଭମାନଙ୍କ ସବୋକାର୍ୟ୍ଯ ପାଇଁ ଅନ୍ୟ ମଣ୍ଡଳୀମାନଙ୍କ ଠାରୁ ଅର୍ଥ (ବା ସମାନେେ ଦରିଦ୍ର ହେଲେ ମଧ୍ଯ ସମାନଙ୍କେଠାରୁ ଅର୍ଥ ଗ୍ରହଣ କରିବା) ଗ୍ରହଣ କରିଛି।
Cross references
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:9
ତୁମ୍ଭମାନଙ୍କ ସହିତ ଥିବା ବେଳେ, ମାରେ ଆବଶ୍ଯକତା ଗୁଡ଼ିକ ପାଇଁ ମୁଁ ତୁମ୍ଭମାନଙ୍କୁ ହଇରାଣ କରି ନାହିଁ। ଯେଉଁ ଭାଇମାନେ ମାକିଦନିଆରୁ ଆସିଥିଲେ ସମାନେେ ମାରେ ସମସ୍ତ ଆବଶ୍ଯକତା ଗୁଡ଼ିକୁ ପୂରଣ କଲେ। ମୁଁ କୌଣସି ପ୍ରକାର ତୁମ୍ଭମାନଙ୍କ ଉପରେ ବୋଝ ହାଇେ ନାହିଁ ଓ ଭବିଷ୍ଯତ ରେ ମଧ୍ଯ କଦାପି ହବେି ନାହିଁ।
ଫିଲିପ୍ପୀୟଙ୍କ ପ୍ରତି ପତ୍ର 4:14
କିନ୍ତୁ ମାରେ ସାହାୟ୍ଯ ଦରକାର ଥିଲା ବେଳେ, ତୁମ୍ଭମାନେେ ମାେତେ ସାହାୟ୍ଯ କରି ଭଲ କରିଛ।
ଫିଲିପ୍ପୀୟଙ୍କ ପ୍ରତି ପତ୍ର 4:18
ମାରେସମସ୍ତ ଆବଶ୍ଯକୀୟ ଜିନିଷ ମାେ ପାଖ ରେ ଅଛି। ଏପାଫ୍ରାଦିତଙ୍କ ଦ୍ବାରା ତୁମ୍ଭମାନେେ ଉପହାରମାନ ପଠାଇଥିବାରୁ ମାେ ପାଖ ରେ ମାରେ ଆବଶ୍ଯକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ବରଙ୍କୁ ଅର୍ପଣ କରାଯାଇଛି।