Home Bibles କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:18 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:18 · ଓଡ଼ିଆ ବାଇବେଲ

ମୁଁ ତିତସଙ୍କୁ ଓ ଆମର ଜଣେ ଭାଇଙ୍କୁ ତାହାଙ୍କ ସହିତ ପଠାଇଥିଲି। ତିତସ କ'ଣ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଥିଲେ କି ? ନା! ତୁମ୍ଭମାନେେ ଜାଣ ଯେ ତିତସ ଓ ମୁଁ ଦୁ ହେଁ ତୁମ୍ଭମାନଙ୍କ ପାଇଁ ସମାନ ଭାବରେ ଓ ସମାନ ଉତ୍ସାହ ରେ କାମ କରିଛୁ। ସହେି ପବିତ୍ରଆତ୍ମାର ପ୍ ରରଣୋ ରେ ଆମ୍ଭେ ଦୁ ହେଁ କାମ କରିଥିଲୁ।

Cross references

ଗଣନା ପୁସ୍ତକ 16:15

ତେଣୁ ମାଶାେ ଅତ୍ଯନ୍ତ କୋରଧାନ୍ବିତ ହେଲେ, ସେ ସଦାପ୍ରଭୁଙ୍କୁ କହିଲେ, ମୁଁ ଏହି ଲୋକମାନଙ୍କର କିଛି କ୍ଷତି କରିନାହିଁ, ମୁଁ ସମାନଙ୍କେଠାରୁ ଗୋଟିଏ ଗଧ ମଧ୍ଯ ନଇନୋହିଁ। ତେଣୁ ତୁମ୍ଭେ ଏମାନଙ୍କର ନବୈେଦ୍ଯ ଗ୍ରହଣ କରନାହିଁ।

ପ୍ରଥମ ଶାମୁୟେଲ 12:3

ମୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ଉପସ୍ଥିତ ଅଛି। ଯଦି ମୁ କିଛି ଭକ୍ସ୍ଟଲ କରିଛି ତୁମ୍ଭମାନେେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକକ୍ସ୍ଟ କକ୍ସ୍ଟହ। ମୁ କାହାର ଗଧ କିମ୍ବା ଗାଈ ଚୋରୀ କରିଛି କି? ମୁ କାହାକକ୍ସ୍ଟ ଆଘାତ କିମ୍ବା ଧୋକା ଦଇେଛି କି? ମୁ ମାରେ ଚକ୍ଷକ୍ସ୍ଟକକ୍ସ୍ଟ ଅନ୍ଧ କରିବା ପାଇଁ କାହା ହସ୍ତରକ୍ସ୍ଟ ଲାଞ୍ଚ ନଇେ ନାହିଁ, ଯେପରିକି ମୁ ଅନ୍ୟ ଦ୍ବାରା ଅପରାଧ କରିଥିବା ଉପଦ୍ରବ୍ଯ ଦେଖି ନପା ରେ? ଯଦି ମୁ ଏଥିରକ୍ସ୍ଟ କୌଣସିଟି କରିଛି, ତବେେ ମୁ ତାହା ଭରଣା କରିବା ପାଇଁ ପ୍ରସ୍ତକ୍ସ୍ଟତ ଅଛି।

ନିହିମିୟା 5:14

ମୁଁ ଯିହୁଦା ଦେଶ ରେ ସମାନଙ୍କେର ଅଧ୍ଯକ୍ଷ ପଦ ରେ ନିୟୁକ୍ତି ଥିବା ସମଯାବଧି ଅର୍ଥାତ୍ ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର କୋଡିଏ ବର୍ଷଠାରୁ ବତିଶ ବର୍ଷପର୍ୟ୍ଯନ୍ତ ସହେି ବାରବର୍ଷ ମୁଁ କିମ୍ବା ମାରେ ଭାତୃଗଣ ଦଶାେଧ୍ଯକ୍ଷର ବୃତ୍ତି ଭୋଗ କଲୁ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:33

ମୁଁ ଯେତବେେଳେ ତୁମ୍ଭମାନଙ୍କ ସହିତ ଥିଲି, ସେତବେେଳେ ମୁଁ କବେେ କାହାର ଟଙ୍କା ଓ ସୁନ୍ଦର ବସ୍ତ୍ର ପ୍ରତି ଲୋଭ ଦଖାଇେ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 4:12

ଅସୁନ୍ନତ ଲୋକଙ୍କର ପିତା ମଧ୍ଯ ଅବ୍ରାହାମ। ସୁନ୍ନତ ହାଇେଥିବା କାରଣରୁ ଅବ୍ରାହାମ ସମାନଙ୍କେର ପିତା ନୁହଁନ୍ତି। ସୁନ୍ନତ ହବୋ ପୂର୍ବରୁ ଅବ୍ରାହାମଙ୍କର ଯେଉଁ ବିଶ୍ବାସ ଥିଲା, ଯଦି ସମାନେେ ମଧ୍ଯ ସହେି ବିଶ୍ବାସ ଗ୍ରହଣ କରନ୍ତି, ତା' ହେଲେ ଅବ୍ରାହାମ ସମାନଙ୍କେର ପିତା।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:12

ମୁଁ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଚାର ପ୍ରଚାର କରିବା ପାଇଁ ତ୍ରୋଯା ନଗରକୁ ଯାଇଥିଲି। ପ୍ରଭୁ ସଠାେରେ ମାେତେ ଭଲ ସୁଯୋଗଟିଏ ଦେଲେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7:2

ନିଜ ହୃଦୟ ରେ ଆମ୍ଭକୁ ସ୍ଥାନ ଦିଅ। ଆମ୍ଭେ କାହାରି ପ୍ରତି କୌଣସି ଭୁଲ କରି ନାହୁଁ। ଆମ୍ଭେ କାହାରି ବିଶ୍ବାସ ରେ ଆଞ୍ଚ ଆଣି ନାହୁଁ, କାହାକୁ ଘାଷେଣା କରି ନାହୁଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7:6

କିନ୍ତୁ ଯେଉଁ ପରମେଶ୍ବର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ବନା ଦିଅନ୍ତି, ସେ ତିତସଙ୍କର ଆଗମନ ଦ୍ବାରା ଆମ୍ଭମାନଙ୍କୁ ମଧ୍ଯ ସାନ୍ତ୍ବନା ପ୍ରଦାନ କଲେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:6

ପରମେଶ୍ବର ଏହା ଇଚ୍ଛା କରନ୍ତି। ସେଥିପାଇଁ ଆମ୍ଭେ ତୀତସକୁ କହିଲୁ ଯେ ସେ ଏହି ଅନୁଗ୍ରହ କାର୍ୟ୍ଯକୁ ଯେପରି ଆରମ୍ଭ କରିଥିଲେ, ସହେିପରି ଏହି ବିଶଷେ ଅନୁଗ୍ରହର କାର୍ୟ୍ଯକୁ ସମାପ୍ତ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ ମଧ୍ଯ କରନ୍ତୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:16

ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି ଯେ ତିତସଙ୍କ ମନ ରେ ମାେ ଭଳି ତୁମ୍ଭମାନଙ୍କ ପ୍ରତି ପ୍ ରମେ ଭାବ ରହିଛି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:19

ପ୍ରଭୁ ଯୀଶୁଙ୍କଠା ରେ ମୁଁ ଆଶା କରେ ଯେ ତୀମଥିଙ୍କୁ ଖୁବ୍ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାଇବି। ତୁମ୍ଭମାନେେ କିପରି ଅଛ ଜାଣି ମୁଁ ଆନନ୍ଦିତ ହବେି।

ପିତରଙ୍କ ପ୍ରଥମ ପତ୍ 2:21

ଏହା କରିବାକୁ ତୁମ୍ଭେ ଆହ୍ବାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦଖାଇେ ଦଇଯୋଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ଯ କଷ୍ଟ ଭୋଗିଲା ବେଳେ ର୍ଧୈୟ୍ଯଶୀଳ ହବୋ ଉଚିତ।

Interlinear

Choose Theme