Home Bibles ☰ Books କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:12 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:12 · ଓଡ଼ିଆ ବାଇବେଲ

ପବିତ୍ର ଚୁମ୍ବନ ଦ୍ବାରା ପରସ୍ପରକୁ ସ୍ବାଗତ ଜଣାଅ।

Cross references

ରୋମୀୟଙ୍କ ପ୍ରତି ପତ୍ର 16:16

ତୁମ୍ଭମାନେେ ସମସ୍ତେ ପବିତ୍ର ଚୁମ୍ବନ ଦଇେ ଏକା ରକେକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ବାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନଜଣାଉଛନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:20

ସମସ୍ତ ଭାଇ ଓ ଭଉଣୀଙ୍କର ତୁମ୍ଭମାନଙ୍କୁ ନମସ୍କାର। ଯେତବେେଳେ ତୁମ୍ଭମାନେେ ଏକତ୍ର ହେଉଛ, ପରସ୍ପରକୁ ପବିତ୍ର ଚୁମ୍ବନ ଦଇେ ଅଭିବାଦନ ଜଣାଅ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:26

ଏକତ୍ରୀତ ହେଲା ବେଳେ, ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପବିତ୍ର ଚୁମ୍ବନ ଦଇେ ନମସ୍କାର କର।

ପିତରଙ୍କ ପ୍ରଥମ ପତ୍ 5:14

ଯେତବେେଳେ ଦଖାେ ସାକ୍ଷାତ ହେଉଛି, ପରସ୍ପରକୁ ପ୍ ରମେ ଚୁମ୍ବନ ଦ୍ବାରା ନମସ୍କାର କର।

Interlinear

Choose Theme