Home Bibles ☰ Books କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:6 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:6 · ଓଡ଼ିଆ ବାଇବେଲ

ମୁଁ ଆଶା କରେ ଆମ୍ଭମାନେେ ପରୀକ୍ଷା ରେ ବିଫଳ ହାଇେ ନାହୁଁ ବୋଲି ତୁମ୍ଭମାନେେ ଦେଖବି।

Cross references

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:20

ଏଭଳି କହିବାର ଉଦ୍ଦେଶ୍ଯ ଯେ, ମାରେଭୟ ହେଉଛି : ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି ସେତବେେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସହେି ରୂପରେ ନ ପାଇ ପା ରେ ଓ ତୁମ୍ଭମାନେେ ମଧ୍ଯ ମାେତେ ଯାହା ଭାବିଛ ଠିକ୍ ସହେି ରୂପରେ ପାଇ ନ ପାର। ମାରେଭୟ ଯେ, କାଳେ ତୁମ୍ଭମାନଙ୍କ ମଧିଅରେ କଳହ, ଇର୍ଷା, କୋର୍ଧ, ସ୍ବାର୍ଥପରତା, ପରଚର୍ଚ୍ଚା, କାନ କୁହାକୋହି, ଗର୍ବ ଓ ଦ୍ବନ୍ଦ ଦେଖିବାକୁ ମିଳିବ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:3

ମାେ ଦ୍ବାରା ଖ୍ରୀଷ୍ଟ କହୁଛନ୍ତି କି ନାହିଁ, ଏଥିର ତୁମ୍ଭମାନେେ ପ୍ରମାଣ ଚାହୁଁଛ। ମାରେ ପ୍ରମାଣ ଏହି ଯେ, ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଦଣ୍ଡ ପ୍ରଦାନ କରିବା ରେ ଦୁର୍ବଳ ନୁହଁନ୍ତି। କିନ୍ତୁ ସେ ତୁମ୍ଭମାନଙ୍କ ମଧିଅରେ ଶକ୍ତିଶାଳୀ ଅଟନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:10

ମୁଁ ଏବେ ଏହି ଗୁଡ଼ିକ ତୁମ୍ଭମାନଙ୍କୁ ଲେଖୁଛି କାରଣ ମୁଁ ତୁମ୍ଭମାନଙ୍କ ସହିତ ନାହିଁ। ଅତଏବ ତାହା ହେଉଛି ଯେ, ଯେତବେେଳେ ମୁଁ ଆ ସେ, ସେତବେେଳେ ଦଣ୍ଡ ଦବୋ ପାଇଁ ମାେତେ ମାେ ଶକ୍ତିର ବ୍ଯବହାର କରିବାକୁ ନ ପଡ଼ୁ। ପରମେଶ୍ବର ମାେତେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରି ଗଢ଼ିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି, ତୁମ୍ଭମାନଙ୍କୁ ନଷ୍ଟ କରିବା ପାଇଁ ନୁହେଁ।

Interlinear

Choose Theme