ଆମ୍ଭେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁ ଯେ ତୁମ୍ଭମାନେେ କିଛି ଭୁଲ କାମ କରିବ ନାହିଁ। ଆମ୍ଭେ ପରୀକ୍ଷା ରେ ଉତ୍ତୀର୍ଣ୍ଣ ହାଇେଛୁ, ଏ କଥା ଲୋକମାନେ ଦେଖିବା ରେ କିଛି ଲାଭ ନାହିଁ। ପରୀକ୍ଷା ରେ ଆମ୍ଭମାନେେ ବିଫଳ ହାଇେଛୁ ବୋଲି ଯଦି ଲୋକଙ୍କୁ ଦଖାଯାେଏ, ତାହାହେଲେ ଯାହା ଠିକ୍ ତାହା କରିବା ଆମ୍ଭ ପକ୍ଷ ରେ ଅଧିକ ଗୁରୁତ୍ବପୂର୍ଣ୍ଣ।
Cross references
ୟାବେଷ୍ ଇଶ୍ରାୟେଲର ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ମୁଁ ପ୍ରାର୍ଥନା କରୁଅଛି ତୁମ୍ଭେ ମାେତେ ଆଶୀର୍ବାଦ କର। ମୁଁ ଇଚ୍ଛା କରେ ଯେ, ତୁମ୍ଭେ ମାେତେ ଅଧିକ ଦେଶ ରାଜତ୍ବ କରିବାକୁ ଦିଅ। ତୁମ୍ଭେ ମାରେ ପାଶେ ପାଶେ ରୁହ ଓ ମାେତେ ଆଘାତ କରିବାକୁ କାହାକୁ ଦିଅ ନାହିଁ। ତବେେ ମାହେର କୌଣସି କଷ୍ଟ ହବେ ନାହିଁ। ୟାବେଷ୍ ଯାହାକିଛି ମାଗିଲେ, ପରମେଶ୍ବର ତାକୁ ସହେିସବୁ ପ୍ରଦାନ କଲେ।
ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'
ମୁଁ ତୁମ୍ଭକୁ ସମାନଙ୍କେୁ ଜଗତରୁ ନଇୟିବୋ ପାଇଁ କହୁନାହିଁ। ମୁଁ ତୁମକୁ ସମାନଙ୍କେୁ ପାପାତ୍ମା ଶୟତାନଠାରୁ ନିରାପଦ ରେ ରଖିବା ପାଇଁ କହୁଛି।
ମନ୍ଦ ପ୍ରତିବଦଳ ରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସହେିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ।
ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ। ଆମ୍ଭେ ଖର୍ଚ୍ଚାନ୍ତ ରସରଙ୍ଗ ରେ ମାତିବା ଠିକ୍ ନୁହେଁ। ମାତାଲ ହବୋ ଉଚିତ ନୁହେଁ। ୟୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସ ରେ ଲିପ୍ତ ହବୋ ଠିକ୍ ନୁହେଁ। ୟୁକ୍ତି ତର୍କ କରିବା ଓ ଇର୍ଷାଳୁ ହାବୋ ଉଚିତ୍ ନୁହେଁ।
ଆପେଲ୍ଲଙ୍କୁ ମାରେ ନମସ୍କାର, ୟିଏ ଖ୍ରୀଷ୍ଟଙ୍କ ସବୋ ରେ ପରୀକ୍ଷିତ ଓ ପ୍ରମାଣିତ। ଆରିସ୍ତବୁଲଙ୍କ ପରିବାରଜନଙ୍କୁ ମାରେ ନମସ୍କାର।
କିନ୍ତୁ ମାରେ ମନେ ହୁଏ ଯେ, ପରମେଶ୍ବର ଆମ୍ଭ ପ୍ ରରେିତମାନଙ୍କୁ ସର୍ବଶଷେ ରେ ରଖିଅଛନ୍ତି। ଆମ୍ଭମାନେେ ଯେପରି ମୃତ୍ଯୁଦଣ୍ଡ ରେ ଦଣ୍ଡିତ କରା ହାଇେଛୁ ଏବଂ ସମସ୍ତ ଜଗତ ଏହା ଦେଖୁଛନ୍ତି। ସମଗ୍ର ଜଗତ, ସ୍ବର୍ଗଦୂତ ଓ ଲୋକମାନଙ୍କ ସମ୍ମୁଖ ରେ ଆମ୍ଭମାନେେ ଯେପରି ଏକ ନାଟକ କରୁଛୁ।
କେତକୋଂଶ ରେ ମୁଁ ଏହାକୁ ବିଶ୍ବାସ କରେ। ତୁମ୍ଭମାନଙ୍କ ମଧିଅରେ ମତଭଦେ ହବୋ ଆବଶ୍ଯକ କାରଣ ଏହା ଦ୍ବାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାୟିବ।
ବରଂ ପରମେଶ୍ବରଙ୍କ ସବେକ ରୂପରେ ଆମ୍ଭମାନେେ ପ୍ରେତ୍ୟକକ ଭାବରେ ନିଜକୁ ଭଲ ପ୍ରମାଣିତ କରୁ ଓ ଦୁଃଖ, କଷ୍ଟ ତଥା ବଡ଼ ସମସ୍ଯା ମଧିଅରେ ଅନକେ କଠାେର ତଥା ର୍ଧୈୟ୍ଯପୂର୍ବକ ସହୁ।
କେତକେ ଲୋକ ଆମ୍ଭକୁ ସମ୍ମାନ ଦିଅନ୍ତି, କିନ୍ତୁ କେତେ ଲୋକ ଆମ୍ଭକୁ ଲଜ୍ଜା ଦିଅନ୍ତି। କେତେ ଲୋକ ଆମ୍ଭ ବିଷୟ ରେ ମନ୍ଦ କୁହନ୍ତି, କେତେ ଭଲ କଥା କୁହନ୍ତି। କେତେ ଲୋକ କୁହନ୍ତି ଯେ, ଆମ୍ଭେ ମିଥ୍ଯାବାଦୀ ଓ ତଥାପି ଆମ୍ଭେ ସତ୍ଯ କହୁ।
ଯାହା ଠିକ୍, ଆମ୍ଭେ ତାହା କରିବା ପାଇଁ ଯତ୍ନଶୀଳ। ଯାହା ସବୁ ପ୍ରଭୁ ଠିକ୍ ବୋଲି ଧରନ୍ତି, ଓ ଲୋକେ ଠିକ ବୋଲି ଭାବନ୍ତି, ଆମ୍ଭେ ତାହା କରୁ।
କେତକେ ଲୋକ କୁହନ୍ତି ପାଉଲଙ୍କ ପତ୍ରଗୁଡ଼ିକ ଶକ୍ତିସମ୍ପନ୍ନ ଓ ମହତ୍ବପୂର୍ଣ୍ଣ କିନ୍ତୁ ଯେତବେେଳେ ସେ ଆମ୍ଭ ସହିତ ଥାଆନ୍ତି ସେ ଦୁର୍ବଳ ଓ ତାଙ୍କର କଥା ଗୁଡ଼ିକ ଏତେ ପ୍ରଭାବଶାଳୀ ହୁଏ ନାହିଁ।
କାରଣ ଯେଉଁ ଲୋକ, ପ୍ରଭୁଙ୍କଦ୍ବାରା ଭଲ ବୋଲି ଗୃହୀତ ହୁଏ, ସହେି ଲୋକ ଭଲ ବୋଲି ସ୍ବୀକୃତ ହୁଏ, କିନ୍ତୁ ୟିଏ ନିଜେ ନିଜକୁ ଭଲ ବୋଲି ମନେ କରେ, ସେ ଲୋକ ଭଲ ବୋଲି ସ୍ବୀକୃତ ହୁଏ ନାହିଁ।
ଯଦି ତୁମ୍ଭମାନେେ ବଳବାନ ଆମ୍ଭେ ଦୁର୍ବଳ ହବୋ ରେ ଆନନ୍ଦିତ। ଆମ୍ଭେ ପ୍ରାର୍ଥନା କରୁ ଯେ ତୁମ୍ଭମାନେେ ଅଧିକରୁ ଅଧିକ ଶକ୍ତିଶାଳୀ ହାଇେ ଯାଅ।