ପରମେଶ୍ବର ହେଉଛନ୍ତି ଧନ୍ଯ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭ ବିଜୟ ଅଭିଯାନ ରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ଯମ ରେ ସେ ପ୍ରେତ୍ୟକକ ସ୍ଥାନ ରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।
Cross references
ହେ ସଦାପ୍ରଭୁ ପରମେଶ୍ବର ଆମ୍ଭକୁ ରକ୍ଷାକର। ଏବଂ ପରମେଶ୍ବର ଆମ୍ଭମାନଙ୍କୁ ଅନ୍ୟ ଦେଶୀଯମାନଙ୍କଠାରୁ ଫରୋଇ ଆଣ। ୟପରେିକି ଆମ୍ଭେ ତୁମ୍ଭର ପବିତ୍ର ନାମର ପ୍ରଶଂସା କରିପାରିବୁ ଓ ଆମ୍ଭେ ତୁମ୍ଭର ପ୍ରଶଂସା କରି ଗର୍ବୀତ ହାଇପୋରିବୁ।
ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ, ତଣେୁ ସେ ତାଙ୍କର ବିଶ୍ବସ୍ତ ଲୋକମାନଙ୍କ ଦ୍ବାରା ପ୍ରଶଂସିତ ହୁଅନ୍ତି। ତୁମ୍ଭମାନେେ ସଦାପ୍ରଭୁଙ୍କୁ ପ୍ରଶଂସା କର।
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢ଼ଳା ସୁଗନ୍ଧି ତୈଳ ସ୍ବରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ ରମେ କରନ୍ତି।
ଅତୀତ ରେ ତୁମ୍ଭମାନେେ ପାପର ଦାସ ଥିଲ, ପାପ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ରଖିଥିଲା। କିନ୍ତୁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଅ, ଯେ ତୁମ୍ଭମାନଙ୍କୁ ଯାହା ଶିକ୍ଷା ଦିଆଗଲା ତାହା ତୁମ୍ଭମାନେେ ସମସ୍ତ ହୃଦୟର ସହିତ ପାଳନ କଲ।
କିନ୍ତୁ ଏସବୁ ରେ ଆମ୍ଭ ପ୍ରତି ପ୍ ରମେ ପ୍ରଦର୍ଶିତ କରିଥିବା ପରମେଶ୍ବରଙ୍କ ଦ୍ବାରା ଆମ୍ଭେ ପୂର୍ଣ ବିଜଯୀ।
ସମାନେେ ଆଶ୍ଚର୍ୟ୍ଯ କର୍ମ ଓ ଅଭୂତ ଘଟଣା ମାଧ୍ଯମ ରେ ପବିତ୍ର ଆତ୍ମାଙ୍କର ଶକ୍ତି ରେ ପରମେଶ୍ବରଙ୍କୁ ମାନିଛନ୍ତି। ମୁଁ ୟିରୂଶାଲମ ଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳ ରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମାରେ ସହେି କାର୍ୟ୍ଯ ସମାପ୍ତ କଲି।
ବୁଣିଲା ବେଳେ ତୁମ୍ଭମାନେେ ଯାହା ବୁଣ, ବିକଶିତ ହେଲା ପରେ ତାହା ସହେି ଶରୀର ଧାରଣ କରେ ନାହିଁ। ତୁମ୍ଭମାନେେ ଗହମ ହେଉ ବା ଅନ୍ୟ କୌଣସି ଶସ୍ଯ ହେଉ, କବଳେ ବୀଜଟି ବୁଣ।
ତୁମ୍ଭମାନେେ ନିଜ ପ୍ରାର୍ଥନା ଦ୍ବାରା ଆମ୍ଭକୁ ସାହାୟ୍ଯ କରିପାର। ଅନକେେ ଆମ୍ଭ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦବେେ, ଯେ ହତେୁ ସମାନଙ୍କେର ପ୍ରାର୍ଥନା ଦ୍ବାରା ପରମେଶ୍ବର ଆମ୍ଭକୁ ଆଶୀର୍ବାଦ ପ୍ରଦାନ କଲେ।
ଆମ୍ଭର ଉତ୍ସର୍ଗ ବଳି ପରମେଶ୍ବରଙ୍କ ପାଇଁ ହେଉଛି ଏହା : ଯେଉଁ ଲୋକମାନେ ଉଦ୍ଧାର ପାଇଛନ୍ତି ଏବଂ ଯେଉଁମାନେ ପାଇ ନାହାଁନ୍ତି, ସମାନଙ୍କେ ପାଇଁ ଆମ୍ଭମାନେେ ଖ୍ରୀଷ୍ଟଙ୍କ ମଧୁର ସୁଗନ୍ଧି।
ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି ଯେ ତିତସଙ୍କ ମନ ରେ ମାେ ଭଳି ତୁମ୍ଭମାନଙ୍କ ପ୍ରତି ପ୍ ରମେ ଭାବ ରହିଛି।
ଆଶ୍ଚର୍ୟ୍ଯଜନକ ଓ ଅବର୍ଣ୍ଣନୀୟ ଏହି ଅନୁଗ୍ରହ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଉ।
ପ୍ ରମେପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ ରମେ କରିଛନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଅନ୍ୟମାନଙ୍କୁ ପ୍ ରମେ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ନିକଟରେ ମଧୁର-ସୁଗନ୍ଧି-ୟୁକ୍ତ ଭଟେି ଓ ପରମେଶ୍ବରଙ୍କ ବଳି ସ୍ବରୂପ ଅଟନ୍ତି।
ପ୍ରେତ୍ୟକକ କଥା ପାଇଁ ପରମପିତା ପରମେଶ୍ବରଙ୍କୁ ସର୍ବଦା ଧନ୍ଯବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ପରମେଶ୍ବରଙ୍କୁ ଧନ୍ଯବାଦ ଅର୍ପଣ କର।
ମାରେସମସ୍ତ ଆବଶ୍ଯକୀୟ ଜିନିଷ ମାେ ପାଖ ରେ ଅଛି। ଏପାଫ୍ରାଦିତଙ୍କ ଦ୍ବାରା ତୁମ୍ଭମାନେେ ଉପହାରମାନ ପଠାଇଥିବାରୁ ମାେ ପାଖ ରେ ମାରେ ଆବଶ୍ଯକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ବରଙ୍କୁ ଅର୍ପଣ କରାଯାଇଛି।
ବିଶ୍ବ ରେ ସର୍ବତ୍ର ସୁସମାଚାର ଆଶୀର୍ବାଦ ଆଣୁଛି ଓ ବୃଦ୍ଧି ଲାଭ କରୁଛି। ଯେଉଁ ଦିନଠାରୁ ତୁମ୍ଭମାନେେ ସୁସମାଚାର ଶୁଣିଲ ଓ ପରମେଶ୍ବରଙ୍କ ଅନୁଗ୍ରହର ସତ୍ଯ ବୁଝିଲ, ସହେି ଦିନଠାରୁ ତୁମ୍ଭମାନେେ ମଧ୍ଯ ଆଶୀର୍ବାଦ ଲାଭ କରୁଛ।
ତୁମ୍ଭମାନେେ ଶୁଣିଥିବା ସୁସମାଚାର ଉପରେ ବିଶ୍ବାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଚାଲିବେ। ତୁମ୍ଭମାନେେ ନିଜ ବିଶ୍ବାସ ରେ ଦୃଢତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଚାର ତୁମ୍ଭମାନଙ୍କୁ ଯେଉଁ ଭରସା ଦଇେଛି ସେଥିରୁ ବିଚଳିତ ହବେ ନାହିଁ। ସହେି ସମାନ ସୁସମାଚାର ସମଗ୍ର ବିଶ୍ବ ରେ ସମସ୍ତଙ୍କୁ କୁହାୟାଇଛି। ମୁଁ ପାଉଲ, ସହେି ସୁସମାଚାର କହିବା ରେ ସାହାୟ୍ଯ କରିଛି।
ପରମେଶ୍ବର ଆତ୍ମିକ ଶାସକ ଓ ଶକ୍ତିଗୁଡ଼ିକୁ ପରାଜିତ କଲେ। କ୍ରୁଶ ଦ୍ବାରା ସେ ଏମାନଙ୍କୁ ପରାଜିତ କଲେ ଓ ନିଜେ ବିଜଯୀ ହେଲେ। ପରମେଶ୍ବର ସଂସାରକୁ ଦଖାଇେ ଦେଲେ ଯେ ସମାନେେ ଶକ୍ତିହୀନ ଅଟନ୍ତି।
ତୁମ୍ଭମାନଙ୍କ କାରଣରୁ ଆମ୍ଭ ପରମେଶ୍ବରଙ୍କ ଆଗ ରେ ଆମ୍ଭର ମହାନ୍ ଆନନ୍ଦ। ଅତଏବ ତୁମ୍ଭମାନଙ୍କ ଲାଗି ଆମ୍ଭେ ପରମେଶ୍ବରଙ୍କୁ ଧନ୍ଯବାଦ ଅର୍ପଣ କରୁଛୁ। କିନ୍ତୁ ଆମ୍ଭେ ଯେତେ ଆନନ୍ଦ ଅନୁଭବ କରୁଛୁ, ସହେି ଅନୁପାତ ରେ ଆମ୍ଭେ ତାଙ୍କୁ ଧନ୍ଯବାଦ ଦଇପୋରିବୁ ନାହିଁ।
ସମାନେେ କହିଲେ, ଆମେନ୍ ! ପ୍ରଶଂସା, ମହିମା, ଧନ୍ଯବାଦ, ସମ୍ମାନ, କ୍ଷମତା ଓ ଶକ୍ତି ସଦାସର୍ବଦା ପାଇଁ ଆମ୍ଭମାନଙ୍କର ପରମେଶ୍ବରଙ୍କର ଅଟେ। ଆମେନ୍ !