ପୂର୍ବରୁ ମୁଁ ଯେତବେେଳେ ତୁମ୍ଭକୁ ଲେଖିଥିଲି, ସେତବେେଳେ ମାେ ହୃଦୟ ରେ ଅଧିକ ବଦନୋ ଓ ଦୁଃଖ ଥିଲା। ମୁଁ ଆଖି ରେ ଲୁହ ଗଡ଼ାଇ ଲେଖିଥିଲି। ତୁମ୍ଭମାନଙ୍କୁ ଦୁଃଖ ଦବୋ ମାରେ ଉଦ୍ଦେଶ୍ଯ ନ ଥିଲା। ତୁମ୍ଭମାନଙ୍କ ପାଇଁ ମାରେ ପ୍ ରମରେ ମାତ୍ରା କେତେ ଅଧିକ, ଏହା ଯେପରି ତୁମ୍ଭମାନେେ ଜାଣିପାରିବ ଏଥିପାଇଁ ଏହା ଲେଖିଲି।
Cross references
ତୁମ୍ଭେ ହୃଦଯ ରେ ଆପଣା ଭାଇ ପ୍ରତି ଘୃଣାଭାବ ରଖିବ ନାହିଁ। ଯଦି ତୁମ୍ଭର ପଡ଼ୋଶୀ ତୁମ୍ଭ ପ୍ରତି କିଛି ଅନ୍ଯାଯ କରେ ତବେେ ତାକୁ ଅନୁ ଯୋଗ କରିବ, ମାତ୍ର ତାକୁ କ୍ଷମା ଦବେ। ତା ହେଲେ ତୁମ୍ଭେ ପାପରେ ଭାଗି ହବେ ନାହିଁ।
ମାେ ଚକ୍ଷୁରୁ ଅଶ୍ରୁ ନଦୀପରି ବହୁଛି। କାରଣ ଲୋକମାନେ ତୁମ୍ଭର ବ୍ଯବସ୍ଥାମାନ ପାଳନ କରୁ ନାହାଁନ୍ତି।
ଗୁପ୍ତ ପ୍ ରମଠାରୁେ ପ୍ରକାଶିତ ଅନୁ ଯୋଗ ଭଲ।
ତୁମ୍ଭମାନେେ ସବୁ ଶୁଣ ଓ କର୍ଣ୍ଣପାତ କର, ଅହଙ୍କାର କର ନାହିଁ। କାରଣ ସଦାପ୍ରଭୁ ଏହା କହି ଅଛନ୍ତି।
ଯୀଶୁ ୟିରୁଶାଲମ ପାଖ ରେ ପହନ୍ଚିଲେ। ଯୀଶୁ ୟିରୁଶାଲମ ନଗରକୁ ଦେଖି ତା'ପାଇଁ କାନ୍ଦି ପକାଇଲେ।
ମାରେ ଅଶଷେ ଦୁଃଖ ଅଛି, ଓ ମୁଁ ଯିହୂଦୀମାନଙ୍କ ଲାଗି ଅଧିକ ବଦନୋଗ୍ରସ୍ତ ଅଛି।
ଯଦିଓ ପତ୍ର ଲେଖି ମୁଁ ତୁମ୍ଭମାନଙ୍କ ମନ ରେ ଦୁଃଖ ଦଲେି, କିନ୍ତୁ ମୁଁ ଏହା ଲେଖିଲି ବୋଲି ମୁଁ ଦୁଃଖିତ ନୁହେଁ। ମୁଁ ଜାଣେ ଯେ ସହେି ପତ୍ର ତୁମ୍ଭମାନଙ୍କୁ ଦୁଃଖ ଦଲୋ ସେଥିପାଇଁ ମୁଁ ଦୁଃଖିତ। କିନ୍ତୁ ତାହା ତୁମ୍ଭମାନଙ୍କୁ ଅଳ୍ପ ସମୟ ପାଇଁ ଦୁଃଖ ଦଲୋ।
ମୁଁ ଅପରାଧୀ ଲୋକ ପାଇଁ, ବା ଯାହା ପ୍ରତି ଅପରାଧ ହାଇେଥିଲା, ତାହା ପାଇଁ ଲେଖି ନ ଥିଲି, ବରଂ ପରମେଶ୍ବରଙ୍କ ଆଗ ରେ ତୁମ୍ଭମାନଙ୍କର ଆମ୍ଭ ପାଇଁ କେତେ ଚିନ୍ତା ଅଛି, ଏହା ତୁମ୍ଭମାନେେ ଯେପରି ଦେଖିପାର, ସେଥିପାଇଁ ଲେଖିଥିଲି।
ମୁଁ ତୁମ୍ଭ ପ୍ରତି ଇର୍ଷା କରିଲି, ଏହା ପରମେଶ୍ବରଙ୍କ ଦତ୍ତ ମନୋଭାବ। ମୁଁ ପ୍ରତିଜ୍ଞା କରିଥିଲି ଯେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ପବିତ୍ର ସତୀକନ୍ଯା ହବୋ ପାଇଁ ତାହାଙ୍କଠା ରେ ସମର୍ପିତ କରିବି।
ଏଣୁ ମାେ ପାଖ ରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦବେି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ଯ ଦଇେ ଦବେି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା' ହେଲେ ତୁମ୍ଭମାନେେ କ'ଣ ମାେତେ ସ୍ନହେ ରେ ଊଣା କରିବ ?
ଅନକେ ଲୋକ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁମାନଙ୍କ ଭଳି ଜୀବନ-ଯାପନ କରୁଛନ୍ତି। ମୁଁ ଅନକେଥର ଏହି ଲୋକମାନଙ୍କ ବିଷୟ ରେ କହିଛି। ଏବେ ମଧ୍ଯ ମୁଁ କାନ୍ଦିକାନ୍ଦି ସମାନଙ୍କେ ବିଷୟ ରେ କହୁଛି।