Home Bibles କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:9 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:9 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ମାରେ ସମସ୍ତ କଥାର ଆଜ୍ଞାକାରୀ ହେଉଛି ନା ନାହିଁ, ଏହା ପରୀକ୍ଷା କରିବାକୁ ମୁଁ ତୁମ୍ଭମାନଙ୍କୁ ଲେଖିଲି।

Cross references

ଯାତ୍ରା ପୁସ୍ତକ 16:4

ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଦେଖ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଆକାଶ ମାର୍ଗରୁ ଖାଦ୍ୟଦ୍ରବ୍ଯ ବୃଷ୍ଟି କରିବା। ଲୋକମାନେ ପ୍ରତିଦିନ ବାହାରକୁ ୟାଇ ତାଙ୍କର ଆବଶ୍ଯକ ପରିମାଣ ରେ ଖାଦ୍ୟ ସଂଗ୍ରହ କରି ଆଣିବେ। ଏଥିରୁ ଜଣା ପଡିବ ଯେ ସମାନେେ ଆମ୍ଭର ବ୍ଯବସ୍ଥା ଅନୁସାରେ ଚଳୁଛନ୍ତି ନା ନାହିଁ।

ଦିତୀୟ ବିବରଣ 8:2

ଆଉ ତୁମ୍ଭମାନେେ ସ୍ମରଣ କର ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଯେଉଁ ଚାଳିଶ ବର୍ଷ ପ୍ରାନ୍ତର ମଧିଅରେ ତୁମ୍ଭମାନଙ୍କୁ ଯେଉଁ ଭଳି ଭାବରେ ଗମନ କରାଇ ଅଛନ୍ତି, ସେ ତୁମ୍ଭର ପରୀକ୍ଷା ନବୋ ପାଇଁ ତୁମ୍ଭମାନେେ ତାଙ୍କର ଆଜ୍ଞାପାଳନ କରିବ କି ନାହିଁ ଏବଂ ତୁମ୍ଭର ମନ ଜାଣିବା ପାଇଁ ଏହା କରିଛନ୍ତି।

ଦିତୀୟ ବିବରଣ 8:16

ସେ ତକ୍ସ୍ଟମ୍ଭ ପୁର୍ବପୁରୁଷମାନଙ୍କ ମାନ୍ନାଦ୍ବାରା ଅଜ୍ଞାତ ପ୍ରାନ୍ତର ରେ ତୁମ୍ଭକୁ ପ୍ରତିପାଳନ କଲେ। ଏହିପରି ଭାବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ତୁମ୍ଭେ ସ୍ମରଣ କର।

ଦିତୀୟ ବିବରଣ 13:3

ସହେି ଲୋକମାନଙ୍କର କଥା ଶକ୍ସ୍ଟଣି ନାହିଁ। କାରଣ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶଓରଙ୍କୁ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ ରମେ କରି ଅଛକି ନାହିଁ, ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7:12

ମୁଁ ଅପରାଧୀ ଲୋକ ପାଇଁ, ବା ଯାହା ପ୍ରତି ଅପରାଧ ହାଇେଥିଲା, ତାହା ପାଇଁ ଲେଖି ନ ଥିଲି, ବରଂ ପରମେଶ୍ବରଙ୍କ ଆଗ ରେ ତୁମ୍ଭମାନଙ୍କର ଆମ୍ଭ ପାଇଁ କେତେ ଚିନ୍ତା ଅଛି, ଏହା ତୁମ୍ଭମାନେେ ଯେପରି ଦେଖିପାର, ସେଥିପାଇଁ ଲେଖିଥିଲି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:24

ତୁମ୍ଭମାନଙ୍କ ଭିତ ରେ ଯେ ପ୍ରକୃତ ରେ ପ୍ ରମେ ଅଛି ଏହା ଦଖାେଅ ଓ ତୁମ୍ଭମାନଙ୍କ ପାଇଁ ଆମ୍ଭେ କାହିଁକି ଏତେ ଗର୍ବ ଅନୁଭବ କରୁ, ତାହା ସମାନଙ୍କେୁ ପ୍ରମାଣ କରି ଦଖାେଅ। ତା' ହେଲେ ସମଗ୍ର ମଣ୍ଡଳୀ ଏହା ଦେଖି ପାରିବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:6

ଯେଉଁ ଲୋକ ପୂର୍ଣ୍ଣ ଭାବରେ ଯୀଶୁଙ୍କୁ ମନେ ନାହିଁ ଆମ୍ଭେ ତାହାଙ୍କୁ ଦଣ୍ଡ ଦବୋ ପାଇଁ ପ୍ରସ୍ତୁତ ଅଛୁ। କିନ୍ତୁ ପ୍ରଥମ ରେ ଆମ୍ଭେ ଇଚ୍ଛା କରୁ ଯେ ତୁମ୍ଭମାନେେ ପୂର୍ଣ୍ଣଭାବରେ ତାହାଙ୍କୁ ମାନ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:12

ମାେ ପ୍ରିୟ ମିତ୍ରଗଣ! ତୁମ୍ଭମାନେେ ସର୍ବଦା ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ଥିଲା ବେଳେ ତୁମ୍ଭମାନେେ ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ନ ଥିଲା ବେଳେ ମଧ୍ଯ ତୁମ୍ଭେ ତାହାଙ୍କ ବାଧ୍ଯ ହବୋ ଅଧିକ ଗୁରୁତ୍ତ୍ବପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହବୋ ଆବଶ୍ଯକ ଯେ ମାେ ସାହାୟ୍ଯ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ବରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:22

ତୁମ୍ଭମାନେେ ଜାଣିଛ ଯେ ତୀମଥି କି ପ୍ରକାରର ଲୋକ। ପୁତ୍ର ଯେପରି ପିତାର ସବୋ କରେ, ସହେିପରି ସେ ମାେ ସହିତ ସୁସମାଚାର କହିବା ସମୟରେ ମାରେ ସବୋ କରିଛନ୍ତି ; ଏକଥା ତୁମ୍ଭମାନେେ ଜାଣ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:14

ଆମ୍ଭେ ଏହି ପତ୍ର ରେ ତୁମ୍ଭମାନଙ୍କୁ ଯାହା କହିଛୁ, ଯଦି କୌଣସି ଲୋକ ତାହା ପାଳନ କରେ ନାହିଁ, ତା' ହେଲେ ସହେି ଲୋକଠାରୁ ସତର୍କ ରୁହ। ତା'ସହିତ ସମ୍ପର୍କ ରଖ ନାହିଁ। ତାହାହେଲେ ସେ ଲଜ୍ଜିତ ହବେ।

ଫିଲୀମୋନଙ୍କ ପ୍ରତି ପତ୍ର 1:21

ମୁଁ ଯାହା କହିଛି, ସଗେୁଡିକ କରିବ ବୋଲି ଜାଣି ମୁଁ ଏହି ଚିଠି ଲେଖୁଛି। ମୁଁ ଜାଣେ ଯେ ମୁଁ ଯେତିକି କ ହେ, ତୁମ୍ଭେ ତା'ଠାରୁ ଅଧିକ କରିବ।

Interlinear

Choose Theme