ମୃତ୍ଯୁଦାୟକ ସବୋର ବ୍ଯବସ୍ଥା ଶିଳା ଲଖାେ ହାଇେ ଥିଲା। ଏହା ପରମେଶ୍ବରଙ୍କ ମହିମା ରେ ପୂର୍ଣ୍ଣ ଥିଲା। ତଦ୍ଦ୍ବାରା ମାଶାଙ୍କେ ଚେ ହରୋ ଏତେ ତଜେସ୍ବୀ ହେଲା ଯେ, ଇଶ୍ରାୟେଲର ଲୋକେ ତାହାଙ୍କ ଚେ ହରୋକୁ ଦେଖି ମଧ୍ଯ ପାରିଲେ ନାହିଁ। ଏହି ତଜେ ପରେ ଲୋପ ପାଇଗଲା।
Cross references
ସଦାପ୍ରଭୁ ପରମେଶ୍ବର ତାଙ୍କ ପାଇଁ ଚ଼ମଡ଼ାର ବସ୍ତ୍ର ତିଆରି କରି ତାଙ୍କୁ ପିନ୍ଧାଇଲେ।
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ପର୍ବତ ଉପରେ ମାେ ପାଖକୁ ଆସ। ଏଠା ରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦବେି, ବ୍ଯବସ୍ଥା ଓ ଆଜ୍ଞା, ଯାହା ମୁଁ ସମାନଙ୍କେୁ ଶିକ୍ଷା ଦବୋକୁ ଲେଖିଛି।
ତେଣୁ ସଦାପ୍ରଭୁ ସୀନଯ ପର୍ବତ ରେ ମାଶାଙ୍କେ ସହିତ କଥାବାର୍ତ୍ତା ନିଯମ ସ୍ବରୂପେ ପରମେଶ୍ବରଙ୍କ ଅଙ୍ଗୁଳି-ଲିଖିତ ଦୁଇଟି ପ୍ରସ୍ତର ପଟା ଫଳକ ତାଙ୍କୁ ଦେଲେ।
ଏହାପରେ ମାଶାେ ବୁଲି ପଡିଲେ ଓ ପର୍ବତର ତଳକୁ ଓହ୍ଲାଇ ଗଲେ। ମାଶାଙ୍କେ ହାତ ରେ ଚୁକ୍ତି ଲଖାେ ୟାଇଥିବା ପ୍ରସ୍ତର ଫଳକ ଥିଲା। ସଦାପ୍ରଭୁଙ୍କର ଆଜ୍ଞା ଏହା ପଛପଟେ ଓ ଆଗ ପଟେ ଲଖାେ ହାଇେଥିଲା।
ମାଶାେ ଛାଉଣୀର ନିକଟକୁ ଆସିଲେ। ସେ ସହେି ସୁବର୍ଣ୍ଣର ବାଛୁରୀ ଦେଖିଲେ ଏବଂ ସେ ଲୋକମାନଙ୍କୁ ନାଚୁଥିବାର ଦେଖିଲେ। ମାଶାେ ରାଗିଗଲେ। ସେ ରାଗ ରେ ସହେି ପ୍ରସ୍ତର ଫଳକକୁ ପର୍ବତ ତଳେ ଫିଙ୍ଗି ଚୁନା କରି ଦେଲେ।
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ପ୍ରଥମ ପ୍ରସ୍ତର ଫଳକ ପରି ଆଉ ଦୁଇଟି ପ୍ରସ୍ତର ଫଳକ ତିଆରି କର। ଆଗ ପ୍ରସ୍ତର ଫଲକରେ ଯାହା ଲଖାେ ଥିଲା ଯାହା ତୁମ୍ଭେ ଚୁର୍ଣ୍ଣ କରିଛ ମୁଁ ଏହି ପ୍ରସ୍ତର ଫଳକରେ ତାହାସବୁ ଲେଖିବି।
ମାଶାେ ସଠାେରେ ସଦାପ୍ରଭୁଙ୍କ ସହିତ ଚାଳିଶ ଦିନ ଓ ଚାଳିଶ ରାତି ରହିଲେ. ମାଶାେ କୌଣସି ଖାଦ୍ୟ କିମ୍ବା ପାନୀଯ ସଠାେରେ ଗ୍ରହଣ କଲେ ନାହିଁ। ଏବଂ ସେ ଚୁକ୍ତିର ବାକ୍ଯସବୁ ସହେି ଦଶଆଜ୍ଞା ପ୍ରସ୍ତର ଫଳକରେ ଖୋଦିତ କଲେ।
ଯେଉଁସବୁ ଯଥାର୍ଥା ବିଧି ଓ ବ୍ଯବସ୍ଥା ଯେପରି ଶିକ୍ଷା ଆଦି ଦଇେଅଛି, ତାହା ତକ୍ସ୍ଟଲ୍ଯ କୌଣସି ଜାତିଗଣ ମଧିଅରେ ନାହିଁ।
ତା'ପରେ ତୁମ୍ଭମାନେେ ତାଙ୍କର ନିଯମ ପାଳନ କର ବୋଲି ସେ ଆଦେଶ କଲେ। ତେଣୁ ସେ ଦଶ ଆଜ୍ଞାର ନିଯମ ପ୍ରକାଶ କଲେ। ସଦାପ୍ରଭୁ ପ୍ରସ୍ତର ଫଳକରେ ସହେି ନିଯମ ଲେଖିଲେ।
ମାଶାେ କହିଲେ, ସଦାପ୍ରଭୁ ପର୍ବତ ରେ ଅଗ୍ନି ଓ ମେଘ ଓ ଘାରେ ଅନ୍ଧାର ମଧ୍ଯରକ୍ସ୍ଟ ତୁମ୍ଭମାନଙ୍କର ସମସ୍ତ ସମାଜପ୍ରତି ଏହି ସମସ୍ତ ବାକ୍ଯ ଉଚ୍ଚସ୍ବର ରେ କହିଲେ। ଆଉ କିଛି କହିଲେ ନାହିଁ। ତେଣୁ ସେ ଏହି ସମସ୍ତ କଥା ଦକ୍ସ୍ଟଇଖଣ୍ତ ପ୍ରସ୍ତର ପଟା ରେ ଲେଖି ମାେତେ ଦେଲେ।
ଯେତବେେଳେ ମୁ ପ୍ରସ୍ତରଦ୍ବଯ ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କୁ କୃତ ନିଯମର ଦକ୍ସ୍ଟଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକକ୍ସ୍ଟ ଗଲି। ସେତବେେଳେ ମୁ ପର୍ବତ ରେ ଚାଳିଶ ଦିନ ଓ ଚାଳିଶ ରାତି ରହିଲି, ମୁ ଖାଦ୍ୟ କିଅବା ଜଳପାନ ମଧ୍ଯ କଲିନାହିଁ।
ତହିଁରେ ମୁ ଫରେି ପର୍ବତ ତଳକକ୍ସ୍ଟ ଆସିଲି, ଆଉ ପର୍ବତ ଅଗ୍ନି ରେ ଜଳକ୍ସ୍ଟଥିଲା। ଆଉ ନିଯମର ସହେି ଦକ୍ସ୍ଟଇ ପ୍ରସ୍ତର ଫଳ ମାରେ ଦକ୍ସ୍ଟଇ ହସ୍ତ ରେ ଥିଲା।
ସହେି ସମୟରେ, ସଦାପ୍ରଭୁ ମାେତେ କହିଲେ, 'ତୁମ୍ଭେ ପ୍ରଥମଟି ପରି ଆଉ ଦକ୍ସ୍ଟଇଟି ପ୍ରସ୍ତର ଫଳକ ପ୍ରସ୍ତକ୍ସ୍ଟତ କରିବା ଉଚିତ୍। ଏହାପରେ ତୁମ୍ଭେ ଏହି ପର୍ବତ ଉପରେ ମାେ ପାଖକକ୍ସ୍ଟ ଆସ ଏବଂ ଆପଣା ପାଇଁ ଏକ କାଠ ସନ୍ଦକ୍ସ୍ଟକ ନିର୍ମାଣ କର।
ତୁମ୍ଭେ ସୀନଯ ପର୍ବତକୁ ଓହ୍ଲାଇ ଆସିଲ। ସ୍ବର୍ଗରୁ ସମାନଙ୍କେ ସହିତ କଥାବାର୍ତ୍ତା କଲ। ସମାନଙ୍କେୁ ଯଥାର୍ଥ ଶାସନ ଓ ସତ୍ଯ ବ୍ଯବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ।
ପରମେଶ୍ବରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ। ସଗେୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ। ସଦାପ୍ରଭୁଙ୍କର ବ୍ଯବସ୍ଥାକୁ ବିଶ୍ବାସ କରାୟାଇପାରେ। ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ। ତାହା ମୁଁ ଦିନସାରା ଭାବେ।
ସଦାପ୍ରଭୁ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମୁଁ ତୁମ୍ଭର ନିର୍ଦ୍ଦେଶକୁ ସ୍ନହେ କରେ।
ହେ ସଦାପ୍ରଭୁ, ମୁଁ ଚା ହେଁ ତୁମ୍ଭେ ମାେତେ ରକ୍ଷା କର। ତୁମ୍ଭର ଶିକ୍ଷାସବୁ ମାେତେ ଉଲ୍ଲାସ ପ୍ରଦାନ କରେ।
ଯୀଶୁ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁହଁର ଚେ ହରୋ ବଦଳିଗଲା। ତାହାଙ୍କ ପିନ୍ଧାଲୁଗା ଚକ୍ଚକ୍ ଧଳା ହାଇଗେଲା।
ଏହାଶୁଣି ମହାସଭାର ସମସ୍ତେ ତାହାଙ୍କ ଆଡ଼କୁ ସ୍ଥିର ଦୃଷ୍ଟି ରେ ଦେଖିଲେ। ତାହାଙ୍କ ମୁଖ ସ୍ବର୍ଗଦୂତଙ୍କ ମୁଖ ପରି ଦଖାଗେଲା ଓ ସମାନେେ ତାହା ଦେଖିଲେ।
କାରଣ ବ୍ଯବସ୍ଥା ପାଳନ ନକରିବା ଦ୍ବାରା ବ୍ଯବସ୍ଥା ପରମେଶ୍ବରଙ୍କର କୋରଧ ଆଣିଥାଏ। କିନ୍ତୁ ଯଦି ବ୍ଯବସ୍ଥା ନଥାନ୍ତା, ତା' ହେଲେ ଅବାଧ୍ଯ ହବୋର ପ୍ରଶ୍ନ ଉଠିବ ନାହିଁ।
ଆଦେଶର ଆଜ୍ଞା ଥିଲା ଜୀବନ ଦାନ କିନ୍ତୁ ମାେ ପାଇଁ ଆଜ୍ଞା ଆଣିଲା ମୃତ୍ଯୁ।
ଅତଏବ ବ୍ଯବସ୍ଥା ହେଉଛି ପବିତ୍ର ଓ ଆଜ୍ଞା ମଧ୍ଯ ପବିତ୍ର, ଠିକ୍ ଓ ଉତ୍ତମ।
ମାେ ମନ ରେ, ମୁଁ ପରମେଶ୍ବରଙ୍କର ବ୍ଯବସ୍ଥା ରେ ସୁଖୀ।
ଖ୍ରୀଷ୍ଟ ବ୍ଯବସ୍ଥାକୁ ସମାପ୍ତ କଲେ ଯେପରି, ତାହାଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକ ପରମେଶ୍ବରଙ୍କଠା ରେ ଧାର୍ମିକ ହାଇେ ପାରିବ।
କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ସମସ୍ତ ଆଂଶିକ ବିଷୟ ଲୋପ ହବେ।
ଏହା ସ୍ପଷ୍ଟ ଯେ, ତୁମ୍ଭମାନେେ ଆମ୍ଭ ମାଧ୍ଯମ ରେ ଖ୍ରୀଷ୍ଟଙ୍କ ପ୍ ରରେିତ ଏକ ପତ୍ର ସ୍ବରୂପ। ଏହି ଚିଠିଟି କାଳି ରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଲଖାେ ଯାଇଛି। ଏହା ପ୍ରସ୍ତର ଫଳକ ଉପରେ ଖାଦେିତ ନୁହେଁ ବରଂ ମନୁଷ୍ଯର ହୃଦୟ ରେ ଲିଖିତ।
ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସବେକ ହବୋ ପାଇଁ ଯୋଗ୍ଯ ବିବଚେିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ଯୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।
ଯାହା ଲୋକମାନଙ୍କୁ ଦୋଷୀ ପ୍ରମାଣିତ କରେ ସଭେଳି ସବୋ ରେ ଯଦି ପ୍ରଭୁଙ୍କ ମହିମା ଅଛି ; ତା' ହେଲେ ଯେଉଁ ସବୋ ଲୋକମାନଙ୍କୁ ପରମେଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ଗଣିତ କରେ, ତାହାର ମହିମା ନିଶ୍ଚିତଭାବେ ଅଧିକ ହବେ।
ଆମ୍ଭେ ମାଶାଙ୍କେ ଭଳି ନୋହୁଁ। ସେ ନିଜ ମୁଖ ମଣ୍ଡଳ ଉପରେ ଗୋଟିଏ ଆବରଣ ପକାଇଥିଲେ। ଇଶ୍ରାୟେଲର ଲୋକେ ଯେପରି ତାହାଙ୍କ ମୁହଁକୁ ଦେଖି ନ ପାରିବେ ତେଣୁ ମାଶାେ ମୁଖ ଆଚ୍ଛାଦନ କରିଥିଲେ। ତହିଁର ମହିମା କମି କମି ଯାଉଥିଲା, ଓ ଲୋକେ ଏହି ସବୋର ଅନ୍ତ ଦେଖନ୍ତୁ, ମାଶାେ ଏହା ଇଚ୍ଛା କରୁ ନ ଥିଲେ।
ଏଠା ରେ ସୁଗନ୍ଧିତ ଦ୍ରବ୍ଯ ପୋଡ଼ିବା ପାଇଁ ଗୋଟିଏ ସୁନାର ବଦେୀ ଥିଲା। 'ପୁରାତନ ନିୟମ315 ଗୋଟିଏ ପବିତ୍ର ବାକ୍ସ ଭିତ ରେ ଥିଲା। ବାକ୍ସ ସୁନା ରେ ତିଆରି ହାଇେଥିଲା। ସହେି ବାକ୍ସ ଭିତ ରେ ସୁନା ରେ ତିଆରି ମାନ୍ନା316 ରଖା ହାଇେଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହାଇେ ପତ୍ର କଅଁଳି ଥିଲା ମଧ୍ଯ ଥିଲା। ସହେି ବାକ୍ସ ରେ ପୁରାତନ ନିୟମର ଦଶଆଜ୍ଞା ଲଖାେଥିବା ପ୍ରସ୍ତର ଫଳକମାନ ମଧ୍ଯ ଥିଲା।