ତା ହେଲେ ଆତ୍ମାଙ୍କର ଜୀବନଦାୟକ ସବୋ କେତେ ଅଧିକ ମହିମାୟୁକ୍ତ ନ ହବେ ?
Cross references
ସହେି ପିଲାମଧିଅରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସହେି ଆତ୍ମା ଜ୍ଞାନ, ବିବଚେନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ଯ ସହେି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାୟ୍ଯ କରିବେ।
'ଆମ୍ଲଭ ତୃଷିତ ଭୂମି ଉପସର ଜଳ ଓ ଶୁଷ୍କ ଭୂମି ଉପସର ଜଳଲଷାର୍ତ ଢ଼ାଳିବା। ଆମ୍ଲଭ ତୁମ୍ଭ ବଂଶ ଉପସର ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପସର ଆପଣା ଆଶୀର୍ବାଦ ବର୍ଷାଇବା।
ନିଜ ବିଷଯ ରେ ସଦାପ୍ରଭୁ କୁହନ୍ତି, ସମାନଙ୍କେ ସହିତ ଆମ୍ଭର ଚୁକ୍ତି ହେଉଛି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପ ରେ ଅଧିଷ୍ଠାନ କରନ୍ତି ଓ ଆମ୍ଭେ ଯେଉଁ ବାକ୍ଯସବୁ ତୁମ୍ଭ ମୁଖ ରେ ରଖିଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭର ବଂଶୋଦ୍ଭବ ବଂଶର ମୁଖରୁ ଅଦ୍ଯାବଧି ଅନନ୍ତକାଳ ପର୍ୟ୍ଯନ୍ତ ଦୂର କରାୟିବ ନାହିଁ।'
ଏହାପ ରେ ସବୁପ୍ରକାର ଲୋକଙ୍କ ଉପ ରେ ଆମ୍ଭର ଆତ୍ମା ପ୍ରଦାନ କରିବା। ତହିଁରେ ତୁମ୍ଭର ପୁତ୍ର ଓ କନ୍ଯାଗଣ ସଦାପ୍ରଭୁଙ୍କର ଭବିଷ୍ଯତବାର୍ତ୍ତା ଗ୍ରହଣ କରି ଲୋକମାନଙ୍କ ମଧିଅରେ ପ୍ରଗ୍ଭର କରିବେ। ତୁମ୍ଭର ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ ଓ ତୁମ୍ଭର ୟୁବକଗଣ ଦର୍ଶନ ଲାଭ କରିବେ।
ମାଶାଙ୍କେ ଦ୍ବାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଅନୁଗ୍ରହ ଓ ସତ୍ଯ ମାର୍ଗ ଆସିଲା।
ଯୀଶୁ ପବିତ୍ର ଆତ୍ମାଙ୍କ ବିଷୟ ରେ କହୁଥିଲେ। ଯୀଶୁ ଏପର୍ୟ୍ଯନ୍ତ ମୃତ୍ଯୁ ଭୋଗ କରି ନଥିବାରୁ ଓ ସେ ମହିମାପ୍ରାପ୍ତ ହାଇେ ନଥିବାରୁ ଲୋକମାନଙ୍କୁ ଏପର୍ୟ୍ଯନ୍ତ ପବିତ୍ର ଆତ୍ମା ଦିଆଯାଇ ନଥିଲା। କିନ୍ତୁ ପରେ, ଯେଉଁ ଲୋକମାନେ ଯୀଶୁଙ୍କୁ ବିଶ୍ବାସ କରିବେ, ସମାନେେ ପବିତ୍ର ଆତ୍ମା ଲାଭ କରିବେ।
ମୁଁ ଶଷେ ସମୟରେ ସମସ୍ତଙ୍କ ଉପରେ ମାରେ ଆତ୍ମା ଢ଼ାଳି ଦବେି। ଯାହାଦ୍ବାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ଯତ ବାଣୀ କହିପାରିବେ। ତୁମ୍ଭମାନଙ୍କର ୟୁବକମାନେ ଦର୍ଶନ ପାଇବେ ଓ ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ।
ଏହି ଯୀଶୁଙ୍କୁ ଇଶ୍ବର ଯେ ମୃତ୍ଯୁରୁ ଉଠାଇଛନ୍ତି, ଆମ୍ଭମାନେେ ସେଥି ରେ ନିଜେ ସାକ୍ଷୀ ଅଟୁ।
କିନ୍ତୁ ତୁମ୍ଭମାନେେ ନିଜର ପାପପୂର୍ଣ ଶରୀର ଦ୍ବାରା ଶାସିତ ନୁହଁ। ଯଦି ପ୍ରକୃତ ରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନେେ ଆତ୍ମା ଦ୍ବାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତ ରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ।
ତୁମ୍ଭମାନେେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନେେ ପରମେଶ୍ବରଙ୍କ ମନ୍ଦିର ଅଟ, ଏବଂ ପରମେଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଠା ରେ ବାସ କରନ୍ତି।
ଆତ୍ମାଙ୍କ ଦାନ ଅନକେ ପ୍ରକାରର, କିନ୍ତୁ ସଗେୁଡ଼ିକ ସହେି ଏକ ପବିତ୍ର ଆତ୍ମାଙ୍କଠାରୁ ଆସିଥାଏ।
ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସବେକ ହବୋ ପାଇଁ ଯୋଗ୍ଯ ବିବଚେିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ଯୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।
ପ୍ରଭୁ ଆତ୍ମା ଅଟନ୍ତି। ଯେଉଁଠା ରେ ପ୍ରଭୁଙ୍କର ଆତ୍ମା ବିଦ୍ଯମାନ, ସହେିଠା ରେ ସ୍ବାଧୀନତା ଅଛି।
କାରଣ ଆମ୍ଭେ ଯେଉଁ ଯୀଶୁଙ୍କ ପ୍ରଚାର କରିଛୁ, ତାହାଠାରୁ ଭିନ୍ନ କଥା କହେି ଯୀଶୁଙ୍କର ବିଷୟ ରେ ପ୍ରଚାର କଲେ, ଅଥବା ଆମ୍ଭଠାରୁ ଯେଉଁ ପବିତ୍ର ଆତ୍ମା ବା ସୁସମାଚାର ବିଷୟ ରେ ତୁମ୍ଭମାନେେ ଶୁଣିଛ, ତା'ଠାରୁ ଭିନ୍ନ ଅନ୍ୟ ଆତ୍ମା ବା ସୁସମାଚାର ବିଷୟ ରେ ଯେତବେେଳେ ସମାନେେ କୁହନ୍ତି, ସେତବେେଳେ ତୁମ୍ଭମାନେେ ର୍ଧୈୟ୍ଯ ପୂର୍ବକ ସମାନଙ୍କେ ଠାରୁ ଶୁଣୁଛ।