ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।
Cross references
ଉପରେ ବ୍ଯାପ୍ତ ଥିଲା।
ଏହାପରେ ପରମେଶ୍ବର କହିଲେ, ଆକାଶର ତାରଣେ ରେ ଜ୍ଯୋତିଗଣ ଉତ୍ପନ୍ନ ହୁଅନ୍ତୁ। ସହେି ଜ୍ଯୋତିଗଣ ରାତ୍ରରୁ ଦିନକୁ ପୃଥକ୍ କରିବେ। ସହେି ଜାତିଗେଣ ଋତୁ, ଦିନ ଓ ବର୍ଷଗୁଡ଼ିକର ସମୟକାଳ ଦଖାଇବୋ ପାଇଁ ଚ଼ିହ୍ନ ରୂପେ ବ୍ଯବହୃତ ହବେ।
ଏହାପରେ ମାଶାେ କହିଲେ, ବର୍ତ୍ତମାନ ତୁମ୍ଭର ମହିମା ମାେତେ ଦଖାେଅ।
ସଦାପ୍ରଭୁ ମେଘ ରେ ତାଙ୍କ ନିକଟକୁ ଓହ୍ଲାଇ ଆସିଲେ। ସଠାେରେ ତାଙ୍କ ସହିତ ଠିଆ ହାଇେ ସଦାପ୍ରଭୁ ତାଙ୍କର ନାମ ୟିହୋବା ବୋଲି ଘାଷେଣା କଲେ।
ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି। ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।
ହେ ପରମେଶ୍ବର, ଦିବସ ଓ ରାତ୍ରିର ଶାସକ, ତୁମ୍ଭେ ଚନ୍ଦ୍ର ଓ ସୂର୍ୟ୍ଯ ପ୍ରସ୍ତୁତ କରିଅଛ।
ତୁମ୍ଭେ କରିପାରୁଥିବା ଆଶ୍ଚର୍ୟ୍ଯ କର୍ମସବୁ ତୁମ୍ଭର ଦାସମାନଙ୍କୁ ଦେଖିବାକୁ ଦିଅ ଏବଂ ସମାନଙ୍କେ ସନ୍ତାନଗଣଙ୍କୁ ତୁମ୍ଭର ମହିମା ଦଖାେଅ।
ପରମେଶ୍ବର ମହାନ୍ ଜ୍ଯୋତିର୍ଗଣ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
ଯିହୁଦାର ରାଜା ଉଷିୟଙ୍କ ମୃତ୍ଯୁବର୍ଷ ରେ ମୁଁ ମାରେପ୍ରଭୁଙ୍କୁ ଦର୍ଶନ କରିବାକୁ ସକ୍ଷମ ହଲିେ। ସେ ଏକ ଉନ୍ନତ୍ତ ଓ ଚମତ୍କାର ସିଂହାସନ ଉପ ରେ ଉପବିଷ୍ଟ ହାଇେଥିଲେ। ତାଙ୍କର ରାଜ ପୋଷାକର ଅଞ୍ଚଳ ମନ୍ଦିରକୁ ବେଷ୍ଟନ କରିଥିଲା।
ତା'ର ଅପାର ଆନନ୍ଦ ଉଲ୍ଲସ ନୃତ୍ଯ ଓ ଗାନ ମାଧ୍ଯମ ରେ ପ୍ରଦର୍ଶନ କରିବ। ଲିବାନୋନର ପରାକ୍ରମ, କର୍ମିଲ ଓ ଶାରୋଣର ଶାେଭା ସେ ପ୍ରାପ୍ତ ହବେ। ଏସବୁ ଘଟିବ, କାରଣ ସମାନେେ ସଦାପ୍ରଭୁଙ୍କର ମହିମା ଏବଂ ସମାନେେ ପରମେଶ୍ବରଙ୍କ ଶୋଭା ଦେଖିବେ।
ତାହା ହେଲେ ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହବେ। ସମସ୍ତ ମାନବ ସମାଜ ସଦାପ୍ରଭୁଙ୍କ ଗୌରବ ଦେଖିବେ। କାରଣ ସଦାପ୍ରଭୁ ନିଜେ ଏହା କହିଛନ୍ତି।'
ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ଯ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ଯ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।
କାରଣ ପୃଥିବୀ ଅନ୍ଧକାରାଚ୍ଛନ୍ନ ହବେ ଓ ଘନ ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ ; ମାତ୍ର ତୁମ୍ଭ ଉପ ରେ ସଦାପ୍ରଭୁ ଆ ଲୋକ ପ୍ରଦାନ କରିବେ ଓ ତାଙ୍କର ମହିମା ତୁମ୍ଭ ଉପ ରେ ଦଖାୟିବେ।
ମାରେ ପରମପିତା ମାେତେ ସବୁକିଛି ଦଇେଛନ୍ତି। ପୁତ୍ର କିଏ ଏହା ପରମପିତାଙ୍କ ବ୍ଯତୀତ ଅନ୍ୟ କହେି ଜାଣନ୍ତି ନାହିଁ। ଏବଂ ପରମପିତା କିଏ ଏହା ପୁତ୍ରଙ୍କ ଛଡା କହେି ଜାଣନ୍ତି ନାହିଁ। କବଳେ ସହେିମାନେ ପରମପିତାଙ୍କ ବିଷୟ ରେ ଜାଣିପାରିବେ, ଯେଉଁମାନଙ୍କୁ ତାହା ଜଣାଇବା ନିମନ୍ତେ ପୁତ୍ର ସ୍ବଯଂ ବାଛିବେ।
ସହେି ବାକ୍ଯ ମନୁଷ୍ଯ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସହେି ବାକ୍ଯ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ।
ଯୀଶୁ ତାହାଙ୍କୁ କହିଲେ, ମୁଁ ତୁମ୍ଭକୁ ଯାହା କହିଥିଲି, ତାହା ମନେପକାଅ। ମୁଁ ତୁମ୍ଭକୁ କହିଥିଲି, ଯଦି ତୁମ୍ଭେ ବିଶ୍ବାସ କରିବ ତବେେ ପରମେଶ୍ବରଙ୍କର ଗୌରବ ଦେଖି ପାରିବ।
ୟିଶାଇୟ ଏକଥା କହିଥଲେେ, କାରଣ ସେ ପ୍ରଭୁଙ୍କର ଗୌରବ ଦେଖିଥିଲେ। ତେଣୁ ସେ ତାହାଙ୍କ (ଯୀଶୁଙ୍କ) ବିଷୟ ରେ ଏହା କହିଲେ।
ଯୀଶୁ ଉତ୍ତର ଦେଲେ, ଫିଲିପ୍ପ, ମୁଁ ତୁମ୍ଭ ସହିତ ଦୀର୍ଘ ସମୟଧରି ରହିଛି। ସେଥିପାଇଁ ତୁମ୍ଭେ ମାେତେ ଜାଣିବା ଉଚିତ। ମାେତେ ୟିଏ ଦେଖିଛି, ସେ ପରମପିତାଙ୍କୁ ମଧ୍ଯ ଦେଖିଛି। ତେଣୁ ତୁମ୍ଭେ ମାେତେ କାହିଁକି କହୁଛ, 'ଆମ୍ଭକୁ ପରମପିତାଙ୍କୁ ଦଖାେଅ?'
କିନ୍ତୁ ସ୍ତିଫାନ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇେ ଆକାଶକୁ ଚାହିଁଲେ। ସଠାେରେ ସେ ପରମେଶ୍ବରଙ୍କ ଗୌରବ ଦେଖିଲେ। ସେ ଯୀଶୁଙ୍କୁ ପରମେଶ୍ବରଙ୍କ ଡାହାଣ ପଟେ ଠିଆ ହବୋର ଦେଖିଲେ।
ଆମ୍ଭ ଚେ ହରୋଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରିପାରୁ। ଆମ୍ଭେ ତାହାଙ୍କ ଭଳି ହବୋକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତ ରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।
ଅବିଶ୍ବାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦଇେଛି। ତେଣୁ ସମାନେେ ଖ୍ରୀଷ୍ଟଙ୍କର ସୁସମାଚାରର ଆଲୋକ ଦେଖି ପାରନ୍ତି ନାହିଁ।
ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ବରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସହେି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ବର ବିଷୟକ ସମସ୍ତ ତଥ୍ଯକୁ ସ୍ପଷ୍ଟ କରିଦବେ, ଯାହା ଫଳ ରେ ତୁମ୍ଭମାନେେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।
ଅତୀତ ରେ ତୁମ୍ଭେ ଅନ୍ଧକାର ରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠା ରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର।
ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ବରଙ୍କ ସାଦୃଶ୍ଯ ଥିଲେ। ପରମେଶ୍ବରଙ୍କ ସହିତ ସମାନ ହାଇେ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ।
କୌଣସି ଲୋକ ପରମେଶ୍ବରଙ୍କୁ ଦେଖି ପା ରେ ନାହିଁ। କିନ୍ତୁ ଖ୍ରୀଷ୍ଟ ଠିକ ପରମେଶ୍ବରଙ୍କ ଭଳି। ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟଗୁଡ଼ିକର ଶାସକ ଅଟନ୍ତି।
ସେ ପରମେଶ୍ବରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସହେି ପୁତ୍ର ନିଜର ଶକ୍ତିୟୁକ୍ତ ବାକ୍ଯ ଦ୍ବାରା ପ୍ରେତ୍ୟକକ ବିଷୟକୁ ଧରି ରଖିଛନ୍ତି। ସହେି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସମାନଙ୍କେୁ ପବିତ୍ର କଲେ। ତା'ପରେ ସେ ସ୍ବର୍ଗସ୍ଥ ମହାମହିମ ପରମେଶ୍ବରଙ୍କ ଡ଼ାହାଣପଟ ରେ ବସିଲେ।
ସହେି ଭବିଷ୍ଯଦ୍ ବକ୍ତାମାନଙ୍କ ସବୋକାର୍ୟ୍ଯ ସମାନଙ୍କେ ନିଜ ପାଇଁ ନୁହେଁ ବୋଲି ସମାନଙ୍କେୁ ଦଖାଇେ ଦିଆ ହେଲା। ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭର ସବୋ କରୁଥିଲେ। ସମାନେେ ସବୋ କଲା ବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସହେି ସୁସମାଚାର କହିଲେ, ସମାନେେ ହିଁ ତାହା କହିଥିଲେ। ସ୍ବର୍ଗରୁ ପଠାଯାଇଥିବା ପବିତ୍ର ଆତ୍ମା ସାହାୟ୍ଯ ରେ ସମାନେେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାୟାଇଛି, ସଗେୁଡ଼ିକୁ ସ୍ବର୍ଗଦୂତମାନେ ମଧ୍ଯ ଜାଣିବା ପାଇଁ ବହୁତ ଆଗ୍ରହୀ।
କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।
ଭବିଷ୍ଯଦ୍ ବକ୍ତା କହିଥିବା କଥାଗୁଡ଼ିକ ବିଷୟ ରେ ସୁନିଶ୍ଚିତ ହବୋ ପାଇଁ ଏହା ଅଧିକ ସାହାୟ୍ଯ କରେ। ଭବିଷ୍ଯଦ୍ ବକ୍ତାମାନେ ଯାହା ଯାହା କହିଛନ୍ତି, ସଗେୁଡ଼ିକୁ ଯଥାସମ୍ଭବ କାର୍ୟ୍ଯକାରୀ କରିବା ତୁମ୍ଭ ପାଇଁ ଭଲ। ସମାନେେ ଯାହା କହିଛନ୍ତି ତାହା ଅନ୍ଧକାର ରେ ଜ୍ଯୋତିଃ ତୁଲ୍ଯ ପ୍ରକାଶିତ ହେଲା। ସକାଳ ହବୋ ପର୍ୟ୍ଯନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନ ରେ ନୂତନ ଜ୍ଯୋତିଃ ନ ଆଣିବା ପର୍ୟ୍ଯନ୍ତ, ତୁମ୍ଭ ପାଖ ରେ ସହେି ଜ୍ଯୋତିଃ ଅଛି।