ଦେଖ, ଈଶ୍ବରଙ୍କ ଇଚ୍ଛାନୁସା ରେ ତୁମ୍ଭମାନେେ ଏହି ଯେଉଁ ଦୁଃଖ ପାଇଲ ଏହା ତୁମ୍ଭମାନଙ୍କୁ ଉଦ୍ ଯୋଗୀ କରିଛି। ତୁମ୍ଭମାନେେ ଭୁଲ ରେ ନ ଥିଲ ବୋଲି ଏହା ପ୍ରମାଣିତ କରିଛି। ତୁମ୍ଭମାନଙ୍କ ପାଇଁ ଏହା କୋର୍ଧ, ଭୟ ଆଣିଛି, ଏବଂ ଆମ୍ଭ ସହିତ ମିଶିବା ପାଇଁ ତୁମ୍ଭମାନଙ୍କ ଭିତ ରେ ଇଚ୍ଛା ଜାଗ୍ରତ କରିଛି। ଏହା ତୁମ୍ଭମାନଙ୍କୁ ଅଧିକ ସମର୍ପିତ କରିଛି, ଏହା ତୁମ୍ଭମାନଙ୍କୁ ନ୍ଯାୟ ପ୍ରଦାନ କରିଛି। ତୁମ୍ଭମାନେେ ପ୍ରେତ୍ୟକକ କଥା ରେ ପ୍ରମାଣିତ କରି ଦଇେଛି ଯେ, ତୁମ୍ଭମାନେେ ସହେି ସମସ୍ଯାର କୌଣସି ଅଂଶ ପାଇଁ ମଧ୍ଯ ଦୋଷୀ ନ ଥିଲ।
Cross references
ତେଣୁ ଦାସମାନେ ତାଙ୍କର କଥାମାନି ଏବଂ ସମାନେେ ଘାଡ଼ୋ ଚଢ଼ି ତାଙ୍କୁ ଅନୁସରଣ କଲେ। ସହେି ଦାସମାନେ ସମାନଙ୍କେୁ ଯୋଷଫଙ୍କେ କଥା କହିଲେ।
ଏକଥା ଶକ୍ସ୍ଟଣି, ଧନୀ ଲୋକଟି ଉପରେ ଦାଉଦ ରାଗିଗଲେ, ପକ୍ସ୍ଟଣି ଦାଉଦ ନାଥନଙ୍କକ୍ସ୍ଟ କହିଲେ, ଯେଉଁ ବ୍ଯକ୍ତିଟି ଏପରି କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ନିଶ୍ଚିତ ମରିବ।
ଯେତବେେଳେ ମୁଁ ସମାନଙ୍କେର ଏହି ଅଭିଯୋଗ ସବୁ ଶୁଣିଲି, ମୁଁ ଅତ୍ଯନ୍ତ କୃଦ୍ଧ ହଲିେ।
ତେଣୁ ମୁଁ ସମାନଙ୍କେ ସହିତ ବାଦାନୁବାଦ କଲି ଓ ସମାନଙ୍କେୁ ଅଭିଶାପ ଦଲେି। ସମାନଙ୍କେ ମଧ୍ଯରୁ କେତକଙ୍କେୁ ପ୍ରହାର କଲି। ମୁଁ ସମାନଙ୍କେ ଦାଢି ମଧ୍ଯ ଉତ୍ପାଟନ କଲି ଏବଂ ପରମେଶ୍ବରଙ୍କ ନାମ ରେ ସମାନଙ୍କେୁ ପ୍ରତିଜ୍ଞା କରାଇଲି, ତୁମ୍ଭମାନେେ ସମାନଙ୍କେ ପୁତ୍ରମାନଙ୍କୁ ଆପଣାର କନ୍ଯା ଦିଅନାହିଁ ଏବଂ କିମ୍ବା ଆପଣା ପୁତ୍ର ନିମନ୍ତେ ସମାନଙ୍କେ କନ୍ଯା ଗ୍ରହଣ କର ନାହିଁ।
ହେ ସଦାପ୍ରଭୁ, ମୁଁ ଫେ ରଇେ ନେଉଛି ଯାହା ମୁଁ କହିଥିଲି। ହେ ସଦାପ୍ରଭୁ, ମୁଁ ବଡ଼ ଖଦେିତ ଯେପରି ମୁଁ ଧୂଳି ଓ ପାଉଁଶ ଉପରେ ବସିଛି। ମୁଁ ମାରେମନ ପରିବର୍ତ୍ତନ କରିଛି।
ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।
ଯେତବେେଳେ ସହେି ଲୋକମାନେ ପୀଡ଼ିତ ଥିଲେ, ମୁଁ ସମାନଙ୍କେ ପାଇଁ ଦୁଃଖିତ ହାଇେଥିଲି। ମୁଁ କିଛି ନ ଖାଇ ମାରେ ସମବଦନୋ ଜଣାଇ ଥିଲି। ଏହା କ'ଣ ମାେ ପାଇଁ ସମାନଙ୍କେର ଉପୟୁକ୍ତ ପ୍ରତିଦାନ ?
ହେ ମାରେ ପ୍ରଭୁ, ତୁମ୍ଭେ ମାରେ ପ୍ରାର୍ଥନା ଶୁଣିଲ। ତୁମ୍ଭେ ମାରେ ଆର୍ତ୍ତନାଦ ଶୁଣିଲ।
ହେ ପରମେଶ୍ବର, ହରିଣଟି ୟପରେି ପାଣି ପାଇଁ ସୋର୍ତ ଆଡ଼କୁ ଧାଏଁ ସପରେି ମାରେ ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
ମାରେ ମତରେ ତୁମ୍ଭ ମନ୍ଦିର ପାଇଁ ମୁଁ ଧ୍ବଂସ ହାଇେଛି। ଯେଉଁମାନେ ତୁମ୍ଭର ଉପହାସ କରନ୍ତି ତାହା ମାେତେ ବାଧେ।
ମାରେ ଦୃଢ଼ ଅନୁଭବ ମାେତେ ଗ୍ରାସ କରିଅଛି। ମୁଁ ବହୁତ ମାନସିକ ଅଶାନ୍ତିରେ ଅଛି। କାରଣ ମାରେ ଶତ୍ରୁଗଣ ତୁମ୍ଭର ବାକ୍ଯସବୁ ପାଶୋରି ୟାଇଛନ୍ତି।
ମୁଁ ମାରେ ପ୍ରଭୁଙ୍କ ପାଇଁ ଅପେକ୍ଷା କରେ, ୟପରେି ଜଣେ ପ୍ରହରୀ ସକାଳ ଆସିବା ପର୍ୟ୍ଯନ୍ତ ଅପେକ୍ଷା କରେ।
ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି। ସେ ସମାନଙ୍କେର ଗୁହାରି ଶୁଣନ୍ତି ଏବଂ ସମାନଙ୍କେୁ ରକ୍ଷା କରନ୍ତି।
ଜ୍ଞାନୀ ଲୋକମାନେ ସଦାପ୍ରଭୁଙ୍କୁ ସମ୍ମାନ କରନ୍ତି ଏବଂ କୁକର୍ମକୁ ଘୃଣା କରନ୍ତି। ମାତ୍ର ଅଧାର୍ମିକମାନେ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।
ଯେଉଁ ଲୋକ ସର୍ବଦା ଭୟ ରେଖ, ସେ ଧନ୍ଯ, ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦ ରେ ପଡ଼ିବ।
ତୁମ୍ଭେ ମାେତେ ମାହେର ତୁଲ୍ଯ ଆପଣା ହୃଦଯ ରେ, ବାହୁଟି ତୁଲ୍ଯ ଆପଣା ବାହୁ ରେ ଧାରଣ କର। କାରଣ ପ୍ ରମେ ମୃତ୍ଯୁ ପରି ଶକ୍ତିଶାଳୀ ଅଟେ। ହୃଦଯର ଦହନ କବର ପରି ଦୃଢ଼ ଅଟେ। ଏହାର ଶିଖା ଏକ ଜଳନ୍ତା ନିଆଁ ପରି ଏବଂ ଏହା ଏକ ବିରାଟ ନିଆଁ ରେ ପରିଣତ ହାଇପୋ ରେ।
ମାତ୍ର ହେ ସଦାପ୍ରଭୁ, ଆମ୍ଭମାନେେ ତୁମ୍ଭ ଶାସନ ମାର୍ଗର ନ୍ଯାଯକୁ ଅପେକ୍ଷା କରିଛୁ। ଆମ୍ଭମାନଙ୍କର ଆତ୍ମା ତୁମ୍ଭର ନାମକୁ ସ୍ମରଣ କରିବ।
ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ। ମାତ୍ର ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ଯ ରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦବୋ।
ମୁଁ ପ୍ରକୃତ ରେ ଇଫ୍ରଯିମର କ୍ରନ୍ଦନ ଶୁଣିଅଛି। ସେ କାନ୍ଦିକରି ଏହି କଥା କହୁଛି, ' ହେ ସଦାପ୍ରଭୁ, ତୁମ୍ଭେ ମାେତେ ଶାସ୍ତି ଦଇେଅଛ। ମୁଁ ପ୍ରକୃତ ଶିକ୍ଷା ପାଇଛି। ମୁଁ ଏକ ବନ୍ଯପଶୁ ସଦୃଶ ଥିଲି। ମାେତେ ତୁମ୍ଭ ନିକଟକୁ ଫରେିବାକୁ ଦିଅ, କାରଣ ତୁମ୍ଭେ ସଦାପ୍ରଭୁ ମାରେ ପରମେଶ୍ବର।
ତହୁଁ ରାଜା ଦୁଖିତ ଓ ବିବ୍ରତ ହାଇେ ପଡିଲା। ସେ ଦାନିୟେଲକୁ ଉଦ୍ଧାର କରିବା ପାଇଁ ସ୍ଥିର କଲା। ଆଉ ତାହାକୁ ରକ୍ଷା କରିବା ପାଇଁ ସନ୍ଧ୍ଯା ପର୍ୟ୍ଯନ୍ତ ଉପାଯ ଚିନ୍ତା କଲା।
ଆମ୍ଭେ ଦାଉଦ ପରିବାର ଓ ୟିରୁଶାଲମ ନିବାସୀଙ୍କ ଉପ ରେ ଦୟା ଓ ବିନତୀର ଆତ୍ମା ବୃଷ୍ଟି କରିବା। ସମାନେେ ଆମ୍ଭକୁ ଦେଖିବେ, ଯାହାକୁ ସମାନେେ ବିନ୍ଧି କଲେ। ଏବଂ ସମାନେେ ଶାେକ କରିବେ। ସମାନେେ ଏପରି ଶାେକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ଯୁ ରେ ଜଣେ ଯେପରି ଶାେକ କରେ। ସମାନେେ ବ୍ଯାକୁଳ ହାଇେ କାନ୍ଦିବେ, ଯେପରି ଜଣେ ଜେଷ୍ଠପୁତ୍ରର ମୃତ୍ଯୁ ରେ କାନ୍ଦନ୍ତି।
ଯଦି ତୁମ୍ଭର ଡାହାଣ ଆଖି ତୁମ୍ଭର ପାପର
ତା'ପରେ ଯୀଶୁ ଲୋକମାନଙ୍କ ଆଡକୁ ରାଗ ରେ ଚାହିଁଲେ; କିନ୍ତୁ ସମାନଙ୍କେ ହୃଦୟର କଠିନତା ଲକ୍ଷ୍ଯ କରି ବହୁତ ଦୁଃଖୀ ହେଲେ। ଯୀଶୁ ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ମାେତେ ଦଖାେଅ। ଲୋକଟି ଯୀଶୁଙ୍କ ଆଡକୁ ହାତଟି ବଢାଇ ଦଲୋ ଓ
ଯଦି ତୁମ୍ଭର ହାତ ତୁମ୍ଭକୁ ପାପ କରାଏ, ତବେେ ତାକୁ କାଟିଦିଅ।
ଏହି ସବୁ ଘଟଣା ଘଟିବା ବେଳେ ଯୀଶୁଙ୍କର ଶିଷ୍ଯମାନେ ଶାସ୍ତ୍ର ରେ ଲଖାେ ହାଇେଥିବା ଏହି ବାଣୀ ମନେ ପକାଇଲେ:
ପାଉଲ ଆଥୀନୀ ନଗର ରେ ଶୀଲା ଓ ତୀମଥିଙ୍କୁ ଅପେକ୍ଷା କରିଥାଆନ୍ତି। ନଗର ସାରା ମୂର୍ତ୍ତିଗୁଡ଼ିକରେ ପୂର୍ଣ୍ଣ ହାଇେଥିବାର ଦେଖି ସେ ହୃଦୟ ରେ ଅତି ମାତ୍ରା ରେ ବିବ୍ରତ ହାଇେ ପଡ଼ିଲେ।
ଏହା ସତ୍ଯ କିନ୍ତୁ ସେ ଡାଳ ଗୁଡିକ ଭାଙ୍ଗି ପଡିବାର କାରଣ ହେଉଛି ସମାନଙ୍କେର ଅବିଶ୍ବାସ। କିନ୍ତୁ ତୁମ୍ଭମାନେେ ତୁମ୍ଭମାନଙ୍କ ବିଶ୍ବାସ ହତେୁ ସହେି ଗଛର ଅଂଶୀ ହାଇେ ପାରିଛ। ଅତଏବ ଗର୍ବ କରିବା ପରିବର୍ତେ ଭୟ କରିବା ଦରକାର।
ଯେଉଁ ମାନେ ଖ୍ରୀଷ୍ଟଙ୍କ ସବୋ ରେ ରହି ଏହିପ୍ରକାର ଜୀବନଯାପନ କରୁଛନ୍ତି, ସମାନେେ ପରମେଶ୍ବରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ଯ ସହେି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।
ତଥାପି ମଧ୍ଯ ତୁମ୍ଭମାନେେ ଏହିସବୁ ପାଇଁ ଗର୍ବୀ। ତୁମ୍ଭମାନେେ ଏଥିପାଇଁ ଦୁଃଖିତ ହବୋ ଉଚିତ୍। ୟିଏ ଏପରି ବ୍ଯଭିଚାର କରିଛି, ତାହାକୁ ତୁମ୍ଭ ଦଳରୁ ବାହାର କରି ଦବୋ ଉଚିତ୍।
କିନ୍ତୁ ଯେଉଁମାନେ ମଣ୍ଡଳୀର ସଭ୍ଯ ଅଟନ୍ତି, ତୁମ୍ଭେ ସମାନଙ୍କେର ବିଚାର କର। ଶାସ୍ତ୍ର କୁ ହେ ତୁମ୍ଭମାନେେ ନିଜ ଦଳରୁ ମନ୍ଦ ଲୋକକୁ ଅଲଗା କରିଦିଅ।
ଆମ୍ଭର ଶରୀର ରେ ଯେପରି କୌଣସି ବିଭଦେ ନ ହେଉ, ସହେି ଦୃଷ୍ଟିରୁ ପରମେଶ୍ବର ଏପରି କରିଛନ୍ତି। ଦହରେ ଅଙ୍ଗଗୁଡ଼ିକ ପରସ୍ପର ସୁଖ ଦୁଃଖର ସହଭାଗୀ ହୁଅନ୍ତି ବୋଲି ପରମେଶ୍ବର ଇଚ୍ଛା କଲେ।
ଏହି ଲୋକକୁ ତୁମ୍ଭମାନେେ ମିଶି ଯାହା ଦଣ୍ଡ ଦଇେଛ, ତାହା ୟଥେଷ୍ଟ ହେଲାଣି।
ବରଂ ପରମେଶ୍ବରଙ୍କ ସବେକ ରୂପରେ ଆମ୍ଭମାନେେ ପ୍ରେତ୍ୟକକ ଭାବରେ ନିଜକୁ ଭଲ ପ୍ରମାଣିତ କରୁ ଓ ଦୁଃଖ, କଷ୍ଟ ତଥା ବଡ଼ ସମସ୍ଯା ମଧିଅରେ ଅନକେ କଠାେର ତଥା ର୍ଧୈୟ୍ଯପୂର୍ବକ ସହୁ।
ଅତଏବ, ଆସ ପରମମେଶ୍ବରଙ୍କ ପ୍ରତି ଭକ୍ତି ଥିବାରୁ ଆମ୍ଭ ଜୀବନ ଯାପନ ପ୍ରଣାଳୀ ରେ ନିଜକୁ ପବିତ୍ର କରିବା ଏବଂ ଆମ୍ଭ ଶରୀର ଓ ଆତ୍ମାକୁ ଅପବିତ୍ର କରୁଥିବା ପ୍ରେତ୍ୟକକ ବିଷୟକୁ ଦୂର କରିବା।
ସେ ଆସିବା ଦ୍ବାରା ଆମ୍ଭେ ସାନ୍ତ୍ବନା ପାଇଲୁ। କିନ୍ତୁ ତୁମ୍ଭମାନେେ ଦଇେଥିବା ସୁଖ ଦ୍ବାରା ଆମ୍ଭେ ଅଧିକ ଉତ୍ସାହ ଲାଭ କଲୁ। ତିତସ କହିଲେ ଯେ ତୁମ୍ଭମାନେେ ମାେତେ ଦେଖିବା ପାଇଁ ବ୍ଯାକୁଳ। ତୁମ୍ଭମାନେେ ପୂର୍ବରୁ କରିଥିବା ବିଷୟ ପାଇଁ ଦୁଃଖିତ ଏବଂ ତୁମ୍ଭମାନେେ ମାେତେ ଅତି ମାତ୍ରା ରେ ଚାହୁଁଛ। ଏହା ଶୁଣିଲା ପରେ ମୁଁ ଅଧିକ ପ୍ରସନ୍ନ ହଲିେ।
ଏବେ ମୁଁ ଖୁସୀ ଅଛି। ତୁମ୍ଭମାନେେ ଦୁଃଖୀ ହାଇେଥିବା କାରଣରୁ ନୁହେଁ, ବରଂ ତୁମ୍ଭମାନଙ୍କର ଦୁଃଖ ତୁମ୍ଭମାନଙ୍କ ହୃଦୟକୁ ପରିବର୍ତ୍ତନ କରିଥିବାରୁ ମୁଁ ଖୁସି। ପରମେଶ୍ବରଙ୍କ ଇଚ୍ଛା ଅନୁଯାଯୀ ତୁମ୍ଭମାନେେ ଦୁଃଖି ହେଲ। ଅତଏବ ତୁମ୍ଭମାନେେ ଆମ୍ଭ ଦ୍ବାରା କୌଣସି ପ୍ରକା ରେ ଆଘାତ ପାଇ ନାହଁ।
ମୁଁ ଜାଣେ ଯେ, ତୁମ୍ଭମାନେେ ସାହାୟ୍ଯ କରିବା ପାଇଁ କେତେ ଆଗ୍ରହୀ। ମାକିଦନିଆର ଲୋକମାନଙ୍କ ଆଗ ରେ ଗର୍ବ ସହିତ ମୁଁ କୁ ହେ ଯେ, ଆଖାଯାର ଲୋକେ ଗତ ବର୍ଷ ଠାରୁ ପ୍ରସ୍ତୁତ ଅଛନ୍ତି। ତୁମ୍ଭମାନଙ୍କର ଆଗ୍ରହ ଦେଖି ଏଠିକାର ଅଧିକାଂଶ ଲୋକ ଉତ୍ସାହିତ ହାଇେ ଦାନ ଦବୋ ପାଇଁ ପ୍ରସ୍ତୁତ ଅଛନ୍ତି।
ଆମ୍ଭେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁ ଯେ ତୁମ୍ଭମାନେେ କିଛି ଭୁଲ କାମ କରିବ ନାହିଁ। ଆମ୍ଭେ ପରୀକ୍ଷା ରେ ଉତ୍ତୀର୍ଣ୍ଣ ହାଇେଛୁ, ଏ କଥା ଲୋକମାନେ ଦେଖିବା ରେ କିଛି ଲାଭ ନାହିଁ। ପରୀକ୍ଷା ରେ ଆମ୍ଭମାନେେ ବିଫଳ ହାଇେଛୁ ବୋଲି ଯଦି ଲୋକଙ୍କୁ ଦଖାଯାେଏ, ତାହାହେଲେ ଯାହା ଠିକ୍ ତାହା କରିବା ଆମ୍ଭ ପକ୍ଷ ରେ ଅଧିକ ଗୁରୁତ୍ବପୂର୍ଣ୍ଣ।
ଯେତବେେଳେ ତୁମ୍ଭର କୋର୍ଧ ହୁଏ, ସେତବେେଳେ ଅତି କୋର୍ଧୀ ହାଇେ ପାପ କର ନାହିଁ।
ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର।