କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:11 · ଓଡ଼ିଆ ବାଇବେଲ
ତା' ହେଲେ ଯାଇ ତୁମ୍ଭମାନଙ୍କର କରିବା ତୁମ୍ଭମାନଙ୍କର ଇଚ୍ଛା କରିବା ସହିତ ସମାନ ହବେ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି ତହିଁରୁ ଦାନ କର।
Cross references
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 9:2
ମୁଁ ଜାଣେ ଯେ, ତୁମ୍ଭମାନେେ ସାହାୟ୍ଯ କରିବା ପାଇଁ କେତେ ଆଗ୍ରହୀ। ମାକିଦନିଆର ଲୋକମାନଙ୍କ ଆଗ ରେ ଗର୍ବ ସହିତ ମୁଁ କୁ ହେ ଯେ, ଆଖାଯାର ଲୋକେ ଗତ ବର୍ଷ ଠାରୁ ପ୍ରସ୍ତୁତ ଅଛନ୍ତି। ତୁମ୍ଭମାନଙ୍କର ଆଗ୍ରହ ଦେଖି ଏଠିକାର ଅଧିକାଂଶ ଲୋକ ଉତ୍ସାହିତ ହାଇେ ଦାନ ଦବୋ ପାଇଁ ପ୍ରସ୍ତୁତ ଅଛନ୍ତି।