କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:20 · ଓଡ଼ିଆ ବାଇବେଲ
ଏହି ବହୁ ପରିମାଣର ଧନ ଦାନକୁ ଆମ୍ଭେ ଯେଉଁ ଭାବରେ ନେଉଛୁ, ତା'ପାଇଁ ଲୋକେ ଯେପରି ଆମ୍ଭର ସମାଲୋଚନା ନ କରିବେ, ଏ ବିଷୟ ରେ ଆମ୍ଭେ ସାବଧାନ ଅଛୁ।
Cross references
ମାଥିଉଲିଖିତ ସୁସମାଚାର 10:16
ସାବଧାନ, ଗଧିଆମାନଙ୍କ ଭିତ ରେ ମଷେମାନଙ୍କୁ ଛାଡିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ। କପୋତ ଭଳି ନିରୀହ ହୁଅ।
ରୋମୀୟଙ୍କ ପ୍ରତି ପତ୍ର 14:16
ତୁମ୍ଭ ଦ୍ବାରା ଭଲ ବୋଲି ଗଣିତ କର୍ମର କୌଣସି ବିଷୟକୁ ଅନ୍ୟମାନେ ମନ୍ଦ ବୋଲି ନ କୁହନ୍ତୁ।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:3
ସଠାେରେ ପହଞ୍ଚିଲା ପରେ, ତୁମ୍ଭମାନେେ ଯେଉଁ ବ୍ଯକ୍ତିମାନଙ୍କୁ ବାଛିବ, ମୁଁ ସମାନଙ୍କେର ପରିଚୟ ପତ୍ର ସହିତ ତୁମ୍ଭମାନଙ୍କର ଦାନ ୟିରୁଶାଲମକୁ ପଠାଇ ଦବେି।
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:12
ମୁଁ ଯାହା କରୁଛି, ତାହା କରି ଚାଲି ଥିବି। ସହେି ଲୋକମାନଙ୍କର ଗର୍ବ କରିବା ପାଇଁ ଯେପରି କୌଣସି କାରଣ ରହିବ ନାହିଁ, ସେଥିପାଇଁ ମୁଁ ଏପରି କରିଚାଲିଥିବି।
ଏଫିସୀୟଙ୍କ ପ୍ରତି ପତ୍ର 5:15
ଅତଏବ କିପରି ଜୀବନ କାଟୁଅଛ, ଏବିଷୟ ରେ ବିଶଷେ ସାବଧାନ ରୁହ। ନିର୍ ବୋଧ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ମାତ୍ର ଜ୍ଞାନୀ ଲୋକଙ୍କ ପରି ଜୀବନଯାପନ କର।
ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:22
ସମସ୍ତ ପ୍ରକାରର ମନ୍ଦଠାରୁ ଦୂର ରେ ରୁହ।