ତିତସଙ୍କ ସମ୍ବନ୍ଧ ରେ ଏହା କୁ ହେ ଯେ, ସେ ମାରେ ସହକର୍ମୀ ଓ ସେ ମାେ ସହିତ କାର୍ୟ୍ଯ କରି ତୁମ୍ଭମାନଙ୍କୁ ସାହାୟ୍ଯ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟ ରେ ଏହା କ ହେ ଯେ, ସମାନେେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ବରୂପ।
Cross references
ସମାନେେ ସାହାୟ୍ଯ ନିମନ୍ତେ ଅନ୍ୟ ଡଙ୍ଗା ରେ ଥିବା ତାହାଙ୍କର ଅଂଶୀଦାରମାନଙ୍କୁ ଡାକିଲେ। ସାଙ୍ଗମାନେ ଆସିଲେ। ଦୁଇଟି ଯାକ ଡଙ୍ଗା ମାଛ ରେ ଏତେ ଭର୍ତ୍ତି ହାଇଗେଲା ଯେ ଡଙ୍ଗା ଦୁଇଟି ପ୍ରାୟ ବୁଡିୟିବାକୁ ଲାଗିଲା।
ଜବଦେିଙ୍କ ଦୁଇ ପୁଅ ଯାକୁବ ଓ ଯୋହନ ମଧ୍ଯ ସହେିଭଳି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଶିମାନଙ୍କେ ସାଙ୍ଗ ରେ ଏକାଠି କାମ କରୁଥିଲେ।
କିନ୍ତୁ ଯେଉଁ ପରମେଶ୍ବର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ବନା ଦିଅନ୍ତି, ସେ ତିତସଙ୍କର ଆଗମନ ଦ୍ବାରା ଆମ୍ଭମାନଙ୍କୁ ମଧ୍ଯ ସାନ୍ତ୍ବନା ପ୍ରଦାନ କଲେ।
ପରମେଶ୍ବର ଏହା ଇଚ୍ଛା କରନ୍ତି। ସେଥିପାଇଁ ଆମ୍ଭେ ତୀତସକୁ କହିଲୁ ଯେ ସେ ଏହି ଅନୁଗ୍ରହ କାର୍ୟ୍ଯକୁ ଯେପରି ଆରମ୍ଭ କରିଥିଲେ, ସହେିପରି ଏହି ବିଶଷେ ଅନୁଗ୍ରହର କାର୍ୟ୍ଯକୁ ସମାପ୍ତ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ ମଧ୍ଯ କରନ୍ତୁ।
ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି ଯେ ତିତସଙ୍କ ମନ ରେ ମାେ ଭଳି ତୁମ୍ଭମାନଙ୍କ ପ୍ରତି ପ୍ ରମେ ଭାବ ରହିଛି।
ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନଇେ ୟିବା କାର୍ୟ୍ଯ ରେ ମଣ୍ଡଳୀ ସମୂହ ତାହାଙ୍କୁ ନିୟୁକ୍ତ କରିଛନତି। ଏହି ସବୋ ଦ୍ବାରା ପ୍ରଭୁଙ୍କ ମହିମା ହବେ ଓ ଆମ୍ଭେ ଯେ ପ୍ରକୃତ ରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।
ମୁଁ ତିତସଙ୍କୁ ଓ ଆମର ଜଣେ ଭାଇଙ୍କୁ ତାହାଙ୍କ ସହିତ ପଠାଇଥିଲି। ତିତସ କ'ଣ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଥିଲେ କି ? ନା! ତୁମ୍ଭମାନେେ ଜାଣ ଯେ ତିତସ ଓ ମୁଁ ଦୁ ହେଁ ତୁମ୍ଭମାନଙ୍କ ପାଇଁ ସମାନ ଭାବରେ ଓ ସମାନ ଉତ୍ସାହ ରେ କାମ କରିଛୁ। ସହେି ପବିତ୍ରଆତ୍ମାର ପ୍ ରରଣୋ ରେ ଆମ୍ଭେ ଦୁ ହେଁ କାମ କରିଥିଲୁ।
ଏପାଫ୍ରାଦିତ ଖ୍ରୀଷ୍ଟଙ୍କଠା ରେ ମାରେ ଭାଇ। ସେ ମାେ ସହିତ ଖ୍ରୀଷ୍ଟ-ବାହିନୀର ଜଣେ ସବେକ ଓ କାର୍ୟ୍ଯକାରୀ। ମାେ ଦରକାର ବେଳେ ତୁମ୍ଭମାନେେ ତାହାଙ୍କୁ ମାେ ସାହାୟ୍ଯ ପାଇଁ ପଠାଇଥିଲ। ମୁଁ ଭାବୁଛି ଏବେ ପୁନର୍ବାର ମୁଁ ତାହାଙ୍କୁ ତୁମ୍ଭ ପାଖକୁ ଫରୋଇ ଦବେି।
ହେ ବନ୍ଧୁ, ତୁମ୍ଭେ ଯେ ହତେୁ ମାେ ସହିତ ବିଶ୍ବସ୍ତ ଭାବରେ ସବୋ କରୁଛ, ଯେଉଁ ସ୍ତ୍ରୀ ଲୋକମାନେ ମୁଁ ସୁସମାଚାର ପ୍ରଚାର କଲା ବେଳେ ମାେ ସହିତ ପରିଶ୍ରମ କରିଅଛନ୍ତି, ସମାନଙ୍କେୁ ସାହାୟ୍ଯ କର ବୋଲି ତୁମ୍ଭକୁ ମୁଁ ନିବଦନେ କରେ। ସମାନେେ କ୍ଲମେନ୍େସ ଏବଂ ମାରେ ଅନ୍ୟ ସହକାରୀମାନଙ୍କ ସହିତ ସବୋକାର୍ୟ୍ଯ କରିଛନ୍ତି। ସମାନଙ୍କେ ନାମ ଜୀବନ-ପୁସ୍ତକ288 ରେ ଲଖାେଅଛି।
ତୁମ୍ଭମାନେେ ପରମେଶ୍ବରଙ୍କ ଅନୁଗ୍ରହ ବିଷୟ ରେ ଏପାଫ୍ରାଙ୍କଠାରୁ ଜାଣିଲ। ଏପାଫ୍ରା ଆମ୍ଭ ସହିତ କାମ କରନ୍ତି ଓ ଆମ୍ଭମାନେେ ତାହାଙ୍କୁ ଭଲ ପାଉ। ସେ ଖ୍ରୀଷ୍ଟଙ୍କର ଜଣେ ବିଶ୍ବାସୀ ସବେକ।
ତୁମ୍ଭମାନଙ୍କ ପାଖକୁ ୟିବା ପୂର୍ବରୁ ଫିଲିପ୍ପୀଠା ରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟ ରେ ତୁମ୍ଭମାନେେ ଜାଣିଛ। ଆମ୍ଭମାନେେ ଯେତବେେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତବେେଳେ ଅନକେ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ବରଙ୍କ ସାହାୟ୍ଯରୁ ଆମ୍ଭେ ସାହସୀ ହାଇେ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଚାର କହିବା ପାଇଁ ସେ ଆମ୍ଭକୁ ସାହାୟ୍ଯ କଲେ।
ଯଦି ତୁମ୍ଭେ ମାେତେ ମିତ୍ର ବୋଲି ଗ୍ରହଣ କରୁଛ, ତା' ହେଲେ ଅନୀସିମଙ୍କୁ ପୁନର୍ବାର ଗ୍ରହଣ କର। ମାେତେ ଯେପରି ସ୍ବାଗତ କରିଥାନ୍ତ, ସପରେି ତାହାକୁ ସ୍ବାଗତ କର।
ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ଏମାନେ ମଧ୍ଯ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।
ତେଣୁ ଆମ୍ଭେ ସହେି ଭାଇମାନଙ୍କୁ ସାହାୟ୍ଯ କରିବା ଉଚିତ। ଆମ୍ଭେ ତାହାଙ୍କୁ ସାହାୟ୍ଯ କରିବା ଦ୍ବାରା ଆମ୍ଭେ ସତ୍ଯ ନିମନ୍ତେ ସମାନଙ୍କେର କାର୍ୟ୍ଯ ରେ ଭାଗୀଦାର ହାଇପୋରିବା।