Home Bibles କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 9:3 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 9:3 · ଓଡ଼ିଆ ବାଇବେଲ

କିନ୍ତୁ ମୁଁ ଭାଇମାନଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବା ଉଦ୍ଦେଶ୍ଯ ହେଲା, ତୁମ୍ଭମାନଙ୍କ ପାଇଁ ଏ ବିଷୟ ରେ ଆମ୍ଭର ଯେଉଁ ଗର୍ବ ତାହା ବ୍ଯର୍ଥ ନ ହେଉ।

Cross references

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:1

ବର୍ତ୍ତମାନ ପରମେଶ୍ବରଙ୍କ ଲୋକମାନଙ୍କର ସାହାୟ୍ଯ ପାଇଁ ଅର୍ଥ ସଂଗ୍ରହ ବିଷୟ ରେ ମୁଁ ଗାଲାତୀୟ ମଣ୍ଡଳୀକୁ ଏ ସର୍କ ରେ ଦଇେ ଥିବା ନିର୍ଦ୍ଦଶମାନେ ତୁମ୍ଭମାନେେ ଅବଶ୍ଯ ପାଳନ କରିବା ଉଚିତ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7:14

ତୁମ୍ଭମାନଙ୍କ ବିଷୟ ରେ ମୁଁ ତାହାଙ୍କୁ ଯେଉଁ ବଡ଼ବଡ଼ କଥା କହିଥିଲି, ସେଥିପାଇଁ ମୁଁ ଲଜ୍ଜା ପାଇ ନାହିଁ। ମାତ୍ର ଆମ୍ଭେ ଯେଉଁ ପ୍ରେତ୍ୟକକ କଥା ତୁମ୍ଭମାନଙ୍କୁ କହିଥିଲୁ ତାହା ସତ୍ଯ ବୋଲି ତୁମ୍ଭମାନେେ ପ୍ରମାଣିତ କଲ। ଆଉ ଆମ୍ଭେ ତୁମ୍ଭମାନଙ୍କ ବିଷୟ ରେ ତିତସଙ୍କଠା ରେ କରିଥିବା ଗର୍ବୋକ୍ତିଗୁଡ଼ିକ ମଧ୍ଯ ସତ୍ଯ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:6

ପରମେଶ୍ବର ଏହା ଇଚ୍ଛା କରନ୍ତି। ସେଥିପାଇଁ ଆମ୍ଭେ ତୀତସକୁ କହିଲୁ ଯେ ସେ ଏହି ଅନୁଗ୍ରହ କାର୍ୟ୍ଯକୁ ଯେପରି ଆରମ୍ଭ କରିଥିଲେ, ସହେିପରି ଏହି ବିଶଷେ ଅନୁଗ୍ରହର କାର୍ୟ୍ଯକୁ ସମାପ୍ତ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ ମଧ୍ଯ କରନ୍ତୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:17

ଆମ୍ଭର ଅନୁ ରୋଧକୁ ତିତସ ଗ୍ରହଣ କରିଛନ୍ତି। ସେ ମଧ୍ଯ ତୁମ୍ଭମାନଙ୍କ ପାଖକୁ ୟିବାକୁ ବ୍ଯଗ୍ର ଥିଲେ, ଓ ସ୍ବଇଚ୍ଛା ରେ ତୁମ୍ଭମାନଙ୍କ ପାଖକୁ ୟିବା ନିମନ୍ତେ ଏଠାରୁ ଯାଉଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 9:4

ଯେପରି ମୁଁ ସମାନଙ୍କେୁ ସବୁବେଳେ ପ୍ରସ୍ତୁତ ରହିବାକୁ କହୁଥିଲି, ମୁଁ ଚା ହେଁ ତୁମ୍ଭମାନେେ ମଧ୍ଯ ପ୍ରସ୍ତୁତ ରୁହ। ଯଦି କେତକେ ଲୋକ ମାକିଦନିଆରୁ ମାେ ସହିତ ତୁମ୍ଭମାନଙ୍କ ପାଖ ରେ ପହଁଞ୍ଚିବେ, ଓ ତୁମ୍ଭମାନଙ୍କୁ ପ୍ରସ୍ତୁତ ଥିବା ଦେଖିବେ ନାହିଁ, ତାହାହେଲେ ତୁମ୍ଭମାନଙ୍କଠା ରେ ଆମ୍ଭର ବିଶ୍ବାସ ଥିବା ହତେୁରୁ ଆମ୍ଭେ ଲଜ୍ଜା ବୋଧ କରିବୁ। ତୁମ୍ଭମାନେେ ମଧ୍ଯ ଲଜ୍ଜିତ ହବେ।

ତୀତସଙ୍କ ପ୍ରତି ପତ୍ର 3:1

ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ : ସମାନେେ ସରକାରୀ ଅଧିକାରୀମାନଙ୍କ ଅଧୀନ ରେ ରୁହନ୍ତୁ, ସମାନଙ୍କେ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ ;

Interlinear

Choose Theme