ଯୋହନଙ୍କ ଦିତୀୟ ପତ୍ 1:11 · ଓଡ଼ିଆ ବାଇବେଲ
ତୁମ୍ଭେ ତାହାକୁ ଯଦି ଗ୍ରହଣ କର, ତବେେ ତାହାକୁ ମନ୍ଦକର୍ମ କରିବା ରେ ସାହାୟ୍ଯ କରୁଛ।
Cross references
ଗୀତସଂହିତା 50:18
ତୁମ୍ଭେ ଗୋଟିଏ ଚୋରକୁ ଦେଖ ଓ ତା'ସହ ଦୌଡ଼ିୟାଇ ମିଶିୟାଅ। ଯେତବେେଳେ ବ୍ଯଭିଚାରୀମାନେ ପାପ କରନ୍ତି, ତୁମ୍ଭେ ଆନନ୍ଦରେ ନାଚି ଉଠ।
ଏଫିସୀୟଙ୍କ ପ୍ରତି ପତ୍ର 5:11
ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର।
ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:22
ଜଣେ ଲୋକକୁ ମଣ୍ଡଳୀର ପ୍ରାଚୀନ ଭାବେ ତା'ଉପରେ ହାତ ଥୋଇବା ସମୟରେ ଖୁବ୍ ସତର୍କ ଭାବେ ଚିନ୍ତା କର। ଅନ୍ୟ ଲୋକମାନଙ୍କ ପାପରେ ଅଂଶ ଗ୍ରହଣ କର ନାହିଁ। ନିଜକୁ ସର୍ବଦା ପବିତ୍ର ରଖ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:4
ତା'ପରେ ମୁଁ ସ୍ବର୍ଗରୁ ଆଉ ଏକ ସ୍ବର ଶୁଣିଲି