Home Bibles ଯୋହନଙ୍କ ଦିତୀୟ ପତ୍ 1:4 · ଓଡ଼ିଆ ବାଇବେଲ
ଯୋହନଙ୍କ ଦିତୀୟ ପତ୍ 1:4 · ଓଡ଼ିଆ ବାଇବେଲ

ମୁଁ ତୁମ୍ଭର କେତକେ ସନ୍ତାନମାନଙ୍କ ବିଷୟ ରେ ଶୁଣି ଖୁସି ହଲିେ। ମୁଁ ଅତିଶୟ ଆନନ୍ଦିତ ଯେ, ପିତାଙ୍କ ଆଜ୍ଞାନୁସା ରେ ସମାନେେ ସତ୍ଯପଥ ଅନୁସରଣ କରୁଛନ୍ତି।

Cross references

ହୋଶେୟ 14:9

ଜଣେ ଜ୍ଞାନୀ ବ୍ଯକ୍ତି ଏହି ଜିନିଷଗୁଡିକୁ ବୁଝେ। ଜଣେ କର୍ମଠ ବ୍ଯକ୍ତି ଏହିସବୁ ଜିନିଷଗୁଡିକୁ ଶିକ୍ଷା କରିବା ଉଚିତ। ସଦାପ୍ରଭୁଙ୍କ ମାର୍ଗ ସର୍ବଦା ଠିକ୍। ଉତ୍ତମଲୋକ ସହେି ମାର୍ଗ ଦ୍ବାରା ବଞ୍ଚିବେ ଓ ପାପୀମାନେ ତା' ଦ୍ବାରା ମୃତ୍ଯୁବରଣ କରିବେ।

ମଲାଖୀ 2:6

ଲବେୀ ସତ୍ଯବାଣୀ ପ୍ରଗ୍ଭର କରୁଥିଲା ଏବଂ ସେ ମିଥ୍ଯା ଶିକ୍ଷା ଦେଉନଥିଲା। ସେ ଧାର୍ମିକ ଏବଂ ବିଶ୍ବସ୍ତତାର ସମ୍ବନ୍ଧ ଆମ୍ଭ ସହିତ ରଖୁଥିଲା। ସେ ବହୁତ ଲୋକମାନଙ୍କୁ ସମାନଙ୍କେ ଜୀବନର ପାପପୂର୍ଣ୍ଣ ପଥରୁ ବିମୂଖ କରୁଥିଲା।

ଗାଲାତୀୟଙ୍କ ପ୍ରତି ପତ୍ର 2:14

ଏହି ଯିହୂଦୀମାଲନ ଯାହାୟାହା କଲଲ, ମୁଁସଦଖିଲି।ସସମାଲନ ସୁସମାଚାର ସତ୍ଯର ପାଳନ କରୁ ନ ଥିଲଲ।ସତଣୁ ସମସ୍ତ ଅନ୍ୟ ଯିହୂଦୀମାଲନ ଶୁଣି ପାରିବା ଭଳି ମୁଁ ପିତରଙ୍କୁ କହିଲି : ପିତର ! ତୁମ୍ଲଭ ଜଲଣ ଯିହୂଦୀ ! କିନ୍ତୁ ତୁମ୍ଲଭ ଜଲଣ ଯିହୂଦୀଙ୍କ ଭଳି ଜୀବନ ଯାପନ କରୁ ନାହଁ। ତୁମ୍ଲଭ ଅଣଯିହୂଦୀଙ୍କ ଭଳି ଜୀବନଯାପନ କରୁଛ। ଅତଏବ, ତୁମ୍ଲଭ ଅଣଯିହୂଦୀମାନଙ୍କୁ, ଯିହୂଦୀଲଲାକଙ୍କ ଭଳି ଜୀବନଯାପନ କରିବା ପାଇଁ କିପରି ବାଧ୍ଯ କରୁଛ ?

ଏଫିସୀୟଙ୍କ ପ୍ରତି ପତ୍ର 5:2

ପ୍ ରମେପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ ରମେ କରିଛନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଅନ୍ୟମାନଙ୍କୁ ପ୍ ରମେ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ନିକଟରେ ମଧୁର-ସୁଗନ୍ଧି-ୟୁକ୍ତ ଭଟେି ଓ ପରମେଶ୍ବରଙ୍କ ବଳି ସ୍ବରୂପ ଅଟନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 5:8

ଅତୀତ ରେ ତୁମ୍ଭେ ଅନ୍ଧକାର ରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠା ରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:10

ତୁମ୍ଭମାନେେ ମାେ ବିଷୟ ରେ ଚିନ୍ତିତ ହାଇେଥିବାରୁ ମୁଁ ପ୍ରଭୁଙ୍କଠା ରେ ଆନନ୍ଦିତ। ତୁମ୍ଭମାନେେ ମାେ ବିଷୟ ରେ ଚିନ୍ତା କରୁଥିଲ, କିନ୍ତୁ ତାହା ଦଖାଇବୋ ପାଇଁ ସୁଯୋଗ ପାଇ ନ ଥିଲ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:19

ତୁମ୍ଭମାନେେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତବେେଳେ ଆମ୍ଭମାନଙ୍କର ପ୍ରଭୁଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 3:6

କିନ୍ତୁ ତୀମଥି ତୁମ୍ଭମାନଙ୍କ ପାଖରୁ ଆମ୍ଭମାନଙ୍କ ପାଖକୁ ଫରେି ଆସିଛନ୍ତି। ସେ ତୁମ୍ଭମାନଙ୍କର ବିଶ୍ବାସ ଓ ପ୍ ରମରେ ସୁଖବର ଆମ୍ଭକୁ ଦଇେଛନ୍ତି। ତୁମ୍ଭମାନେେ ଆମ୍ଭକୁ ସର୍ବଦା ମନେ ପକାଉଛ ବୋଲି ତୀମଥି ଆମ୍ଭକୁ କହିଲେ। ତୁମ୍ଭମାନେେ ଆମ୍ଭକୁ ଆଉଥରେ ଦେଖିବାକୁ ଗଭୀର ଭାବରେ ଚାହଁ ବୋଲି ସେ ଆମ୍ଭକୁ କହିଲେ। ଆମ୍ଭର ମଧ୍ଯ ସହେି ଇଚ୍ଛା। ଆମ୍ଭମାନେେ ତୁମ୍ଭକୁ ଦେଖିବାକୁ ପ୍ରବଳ ଆଗ୍ରହୀ।

ଯୋହନଙ୍କ ପ୍ରଥମ ପତ୍ର 1:6

ଯଦି ଆମ୍ଭେ କହୁ, ଆମ୍ଭର ପରମେଶ୍ବରଙ୍କ ସହିତ ସହଭାଗିତା ଅଛି, କିନ୍ତୁ ଅବିରତ ଅନ୍ଧକାର ରେ ଜୀବନଯାପନ କରୁ, ତାହାହେଲେ ଆମ୍ଭେ ମିଥ୍ଯାବାଦୀ ଓ ସତ୍ଯର ଅନୁସରଣ କରୁ ନାହୁଁ।

ଯୋହନଙ୍କ ପ୍ରଥମ ପତ୍ର 2:6

ପରମେଶ୍ବରଙ୍କ ସହ ଜୀବନଯାପନ କରୁଛୁ ବୋଲି ଦାବି କରୁଥିବା ବ୍ଯକ୍ତି ଯୀଶୁଙ୍କ ଭଳି ଜୀବନଯାପନ କରିବା ଉଚିତ।

ଯୋହନଙ୍କ ତୃତୀୟ ପତ୍ର 1:3

ଖ୍ରୀଷ୍ଟ ରେ କେତକେ ଭାଇମାନେ ଏଠାକୁ ଆସିଲେ ଓ ସତ୍ଯ ପ୍ରତି ତୁମ୍ଭର ବିଶ୍ବସ୍ତତା ସମ୍ପର୍କ ରେ କହିଲେ। ସମାନେେ ମାେତ କହିଲେ ଯେ ତୁମ୍ଭେ ଅବିରତ ସତ୍ଯ ପଥ ଅନୁସରଣ କରୁଛ। ଏହା ଶୁଣି ମୁଁ ଅତ୍ଯନ୍ତ ଆନନ୍ଦିତ ହଲିେ।

Interlinear

Choose Theme