ଏଲିଯ ସହେି ପଗ୍ଭଶ ଲୋକ ଅଧିନାଯକଙ୍କୁ କହିଲେ, ଯଦି ମୁଁ ପରମେଶ୍ବରଙ୍କ ଲୋକ ହାଇେଥାଏ, ତବେେ ସ୍ବର୍ଗରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭର ପଗ୍ଭଶ ଲୋକଙ୍କୁ ଗ୍ରାସ କରୁ।
Cross references
ତେଣୁ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହାଇେ ସମାନଙ୍କେୁ ଗ୍ରାସ କଲା ଓ ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ମଲେ।
ତା'ପରେ ଲୋକମାନେ ସଦାପ୍ରଭୁଙ୍କଠା ରେ ଅଭିଯୋଗ କରିବାକୁ ଆରମ୍ଭ କଲେ। ସଦାପ୍ରଭୁ ତାହା ଶୁଣିବାରୁ ତାଙ୍କର କୋରଧ ପ୍ରଜ୍ବଳିତ ହେଲା। ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସମାନଙ୍କେ ମଧିଅରେ ପ୍ରଜ୍ବଳିତ ହାଇେ ଛାଉଣୀର ପ୍ରାନ୍ତଭାଗ ଗ୍ରାସ କଲା।
ତା'ପରେ ମାଶାେ କହିଲେ, ମୁଁ ତୁମ୍ଭମାନଙ୍କୁ ପ୍ରମାଣ ଦବେି ଯେ ସଦାପ୍ରଭୁ ମାେତେ ଏସବୁ କରିବା ପାଇଁ ପଠାଇ ଅଛନ୍ତି, ମୁଁ ନିଜ ମନରୁ କିଛି କରୁନାହିଁ ବୋଲି ତୁମ୍ଭମାନେେ ଜାଣିବ।
ଏହାପରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହାଇେ ସହେି 250ଧୁପ ଉତ୍ସର୍ଗକାରୀଙ୍କୁ ଗ୍ରାସ କଲା।
ସନ୍ଧ୍ଯାକାଳୀନ ପ୍ରାର୍ଥନା ଉତ୍ସର୍ଗ କରିବା ସମୟରେ ଏଲିଯ ସଦାପ୍ରଭୁଙ୍କ ୟଜ୍ଞବଦେୀ ନିକଟକୁ ଗଲେ ଓ କହିଲେ, ହେ ସଦାପ୍ରଭୁ, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ଆଜି ପ୍ରମାଣ କର ଯେ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର ଓ ମୁଁ ଯେ ତୁମ୍ଭର ସବେକ ଏବଂ ମୁଁ ଯେ ତୁମ୍ଭ ବାକ୍ଯ ଅନୁସାରେ ଏହିସବୁ କାର୍ୟ୍ଯ କରିଅଛି।
ତହିଁରେ ମୀଖାଯ ଉଚ୍ଚସ୍ବର ରେ କହିଲେ, ତୁମ୍ଭମାନେେ ସମସ୍ତେ ଶୁଣ, ଯଦି ରାଜା ଆହାବ୍ କୁଶଳ ରେ ୟୁଦ୍ଧ କ୍ଷେତ୍ରରୁ ଫରେି ଆ ସେ, ତବେେ ସଦାପ୍ରଭୁ ମାେତେ ବାର୍ତ୍ତା ଦଇେ ନାହାଁନ୍ତି ବୋଲି ଜାଣିବ।
ଅନନ୍ତର ଇଲୀଶାୟ ବୈଥଲକେୁ ଗଲେ। ସେ ବାଟରେ ଯାଉଥିବା ବେଳେ କେତକେ କ୍ଷୁଦ୍ର ବାଳକ ନଗର ବାହାରକୁ ଆସି ତାଙ୍କୁ ପରିହାସ କରି ଚିତ୍କାର କଲେ, ଆ ରେ ଚନ୍ଦା ମୁଣ୍ତିଆ! ଉପରକୁ ୟା, ଆ ରେ ଚନ୍ଦା ମୁଣ୍ତିଆ ଉପରକୁ ୟା!
କିନ୍ତୁ ଲୋକମାନେ ପରମେଶ୍ବରଙ୍କ ଦୂତମାନଙ୍କୁ ପରିହାସ କଲେ। ସମାନେେ ପରମେଶ୍ବରଙ୍କ ବାର୍ତ୍ତାକୁ ଘୃଣା କଲେ। ସମାନେେ ପରମେଶ୍ବରଙ୍କର ଭବିଷ୍ଯତ୍ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ୟ୍ଯନ୍ତ ପରମେଶ୍ବର ତାହାଙ୍କ ଲୋକମାନଙ୍କ ପ୍ରତି କୋରଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷଯ ନ ଥିଲା।
ସେ କଥା କହୁଥିବା ବେଳେ, ଆଉ ଜଣେ ବାର୍ତ୍ତାବହ ଆସିଲା ଏବଂ କହିଲା, ଆକାଶରୁ ବିଜୁଳି ପଡ଼ି ତୁମ୍ଭର ମେଣ୍ଢା ଓ ଛଳେି ଓ ତୁମ୍ଭର ଦାସମାନଙ୍କୁ ପୋଡ଼ି ଦଲୋ। ମୁଁ କବଳେ ଏକମାତ୍ର ୟିଏ ରକ୍ଷା ପାଇଛି ତୁମ୍ଭକୁ ଏହି ବିଷଯ ରେ କହିବା ପାଇଁ।
ପରମେଶ୍ବର କହିଲେ, ଆମ୍ଭର ମନୋନୀତ ଲୋକମାନଙ୍କୁ ଆଘାତ କର ନାହିଁ। ଏବଂ ଆମ୍ଭର ଭବିଷ୍ଯଦ୍ବକ୍ତାଗଣଙ୍କର କୌଣସି କ୍ଷତି କର ନାହିଁ।
ଏହାପରେ ସମାନଙ୍କେ ଦିନ ମଧ୍ୟରେ ଅଗ୍ନି ପ୍ରଜ୍ଜ୍ବଳିତ ହେଲା। ଏବଂ ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।
ରାଜା ଆଜ୍ଞା କଲା ବେଳେ ଅତ୍ଯନ୍ତ କୋର୍ଧିତ ଥିଲେ ଓ ଅଗ୍ନିକୁଣ୍ତକୁ ଅତିଶଯ ଉତ୍ତପ୍ତ କରା ୟାଇଥିଲା। ତେଣୁ ଶଦ୍ରକ, ମୈଶକ୍ ଏବଂ ଅବେଦ୍-ନଗୋ ରେ ଫିଙ୍ଗିବାକୁ ୟାଇଥିବା ସୈନ୍ଯମାନେ ଅଗ୍ନି ଶିଖା ଦ୍ବାରା /E ମଲେ।
ରାଜା ଉତ୍ତର କରି କହିଲେ, ଦେଖ, ମୁଁ ଅଗ୍ନି କୁଣ୍ତ ରେ ଗ୍ଭରିଟି ମୁକ୍ତ ଲୋକ ବିଚରଣ କରୁଥିବାର ଦେଖୁଛି। ଆଉ ସମାନେେ ଦଗ୍ଧିଭୂତ ହାଇେ ନାହାଁନ୍ତି ଓ ଚତୁର୍ଥ ଲୋକଟି ଦବପେୁତ୍ର ସଦୃଶ।
ତା'ପ ରେ ରାଜା ଦାନିୟେଲଙ୍କ ବିରୁଦ୍ଧ ରେ ଅଭିଯୋଗକାରୀଙ୍କୁ ଆଣିବାକୁ ଆଜ୍ଞା କଲା। ତେଣୁ ସମାନଙ୍କେର ସ୍ତ୍ରୀମାନଙ୍କୁ ଓ ପିଲାମାନଙ୍କ ସହିତ ସମସ୍ତଙ୍କୁ ଆଣି ସିଂହମାନଙ୍କ ଗୁମ୍ଫା ରେ ନିକ୍ଷପେ କଲେ। ତଳେ ନପଡୁଣୁ ସିଂହମାନେ ସମାନଙ୍କେୁ ଭକ୍ଷଣ କରି ସମାନଙ୍କେର ଅସ୍ଥିଗୁଡିକୁ ଚର୍ବଣ କଲେ।