Home Bibles ☰ Books ଦିତୀୟ ରାଜାବଳୀ 1:12 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 1:12 · ଓଡ଼ିଆ ବାଇବେଲ

ଏଲିଯ ସେ ଅଧିନାଯକଙ୍କୁ କହିଲେ, ଯବେେ ମୁଁ ପରମେଶ୍ବରଙ୍କ ଲୋକ, ତବେେ ଆକାଶରୁ ଅଗ୍ନି ଆସୁ ଏବଂ ତୁମ୍ଭକୁ ଓ ତୁମ୍ଭର ପଗ୍ଭଶ ଲୋକଙ୍କୁ ଗ୍ରାସ କରୁ।

Cross references

ଲେବୀୟ ପୁସ୍ତକ 10:2

ତେଣୁ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହାଇେ ସମାନଙ୍କେୁ ଗ୍ରାସ କଲା ଓ ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ମଲେ।

ଦିତୀୟ ରାଜାବଳୀ 1:9

ଅନନ୍ତର ଅହସିଯ ଜଣେ ଅଧିନାଯକ ଓ ପଗ୍ଭଶ ଲୋକଙ୍କୁ ଏଲିଯଙ୍କ ନିକଟକୁ ପଠାଇଲେ। ଅଧିନାଯକ ଉପରକୁ ୟାଇ ଏଲିଯଙ୍କୁ ମିଶିଲେ ୟିଏ ପର୍ବତ ଉପରେ ବସିଥିଲେ ଓ କହିଲେ, ହେ ପରମେଶ୍ବରଙ୍କ ଲୋକ, ଦୟାକରି 'ତଳକୁ ଆସ।' କାରଣ ରାଜା ଆପଣଙ୍କୁ ଗ୍ଭହାନ୍ତି।

ଆୟୁବ ପୁସ୍ତକ 1:16

ସେ କଥା କହୁଥିବା ବେଳେ, ଆଉ ଜଣେ ବାର୍ତ୍ତାବହ ଆସିଲା ଏବଂ କହିଲା, ଆକାଶରୁ ବିଜୁଳି ପଡ଼ି ତୁମ୍ଭର ମେଣ୍ଢା ଓ ଛଳେି ଓ ତୁମ୍ଭର ଦାସମାନଙ୍କୁ ପୋଡ଼ି ଦଲୋ। ମୁଁ କବଳେ ଏକମାତ୍ର ୟିଏ ରକ୍ଷା ପାଇଛି ତୁମ୍ଭକୁ ଏହି ବିଷଯ ରେ କହିବା ପାଇଁ।

Interlinear

Choose Theme