Home Bibles ☰ Books ଦିତୀୟ ରାଜାବଳୀ 1:17 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 1:17 · ଓଡ଼ିଆ ବାଇବେଲ

ସଦାପ୍ରଭୁ ଏଲିଯଙ୍କୁ ଦଇେ କହିଥିବା ଅନୁସାରେ ଅହସିଯଙ୍କର ମୃତ୍ଯୁ ହେଲା। ତାଙ୍କର ପୁତ୍ର ନଥିବାରୁ ଅହସିଯଙ୍କ ପରେ ଯିହୁଦାର ରାଜା ଯିହାଶାଫେଟ୍ଙ୍କ ପୁତ୍ର ୟିହୋରାମର ଦ୍ବିତୀୟ ବର୍ଷ ରାଜତ୍ବ କାଳ ରେ ୟିହୋରାମ ତାଙ୍କ ପଦ ରେ ରାଜ୍ଯ କରିବାକୁ ଆରମ୍ଭ କଲେ।

Cross references

ଦିତୀୟ ବିବରଣ 34:5

ତେଣୁ ସଦାପ୍ରଭୁଙ୍କର ସବେକ ମାଶାେ ସଦାପ୍ରଭୁଙ୍କ ବାକ୍ଯ ଅନକ୍ସ୍ଟସା ରେ ସହେି ସ୍ଥାନ ରେ ମାୟୋବ ଦେଶ ରେ ମଲେ।

ପ୍ରଥମ ରାଜାବଳୀ 17:16

ସହେି ମଇଦା କଳସ ଓ ତୈଳପାତ୍ର କବେେ ଶୂନ୍ଯ ହେଲା ନାହିଁ। ସଦାପ୍ରଭୁ ଏଲିଯ ମାଧ୍ଯମ ରେ ଯାହାସବୁ କହିଥିଲେ ସେ ସମସ୍ତ ଘଟିଲା।

ପ୍ରଥମ ରାଜାବଳୀ 22:38

ଆଉ ସମାନେେ ଶମରିଯାର ପୋଖରୀଠା ରେ ତାହାଙ୍କ ରଥକୁ ଧୋଇଲେ, ଯେଉଁଠା ରେ ବେଶ୍ଯାମାନେ ସ୍ନାନ କରନ୍ତି। କୁକୁରମାନେ ଆହାବ୍ର ରକ୍ତ ଗ୍ଭଟି ଖାଇଲେ। ଏହିସବୁ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ଘଟିଲା।

ପ୍ରଥମ ରାଜାବଳୀ 22:42

ଯିହାଶାଫେଟ୍ ପଞ୍ଚତିରିଶ ବର୍ଷ ବଯସ ରେ ରାଜା ହେଲେ ଓ ସେ ପଚିଶ ବର୍ଷ ୟିରୁଶାଲମ ରେ ରାଜତ୍ବ କଲେ। ତାଙ୍କର ମାତାଙ୍କ ନାମ ଅସୂବା ଓ ସେ ଶଲହିର କନ୍ଯା।

ପ୍ରଥମ ରାଜାବଳୀ 22:51

ଯିହୁଦାର ରାଜା ୟିହୋଶାଫଟ୍ଙ୍କ ରାଜତ୍ବର ସପ୍ତଦଶ ବର୍ଷ ରେ ଆହାବ୍ଙ୍କ ପୁତ୍ର ଅହସିଯ ଇଶ୍ରାୟେଲର ରାଜା ହେଲେ। ସେ ଶମରିଯା ରେ ଦୁଇବର୍ଷ ଶାସନ କଲେ।

ଦିତୀୟ ରାଜାବଳୀ 3:1

ଆହାବ୍ଙ୍କ ଅନ୍ତେ ତାଙ୍କ ପୁତ୍ର ୟିହୋରାମ ଶମରିଯା ରେ ଇଶ୍ରାୟେଲ ଉପରେ ରାଜତ୍ବ କଲେ। ସେ ଯିହୁଦାର ରାଜା ୟିହୋଶାଫଟଙ୍କର ଅଷ୍ଟାଦଶ ବର୍ଷ ରାଜତ୍ବ କାଳ ରେ ରାଜା ହେଲେ ଓ ଇଶ୍ରାୟେଲ ରେ ବାରବର୍ଷ ରାଜ୍ଯ କଲେ।

ଦିତୀୟ ରାଜାବଳୀ 8:16

ଆହାବ୍ଙ୍କ ପୁତ୍ର ୟୋରାମଙ୍କ ଶାସକ ଇଶ୍ରାୟେଲ ରେ ରାଜତ୍ବ କରିବାର ପଞ୍ଚମ ବର୍ଷ ରେ ୟିହୋଶାଫଟଙ୍କ ପୁତ୍ର ୟିହୋରାମ ଯିହୁଦାର ରାଜା ହେଲେ।

ଦିତୀୟ ରାଜାବଳୀ 9:36

ତେଣୁ ସମାନେେ ଯହେୂ ନିକଟକୁ ଫରେିଆସି ସବୁକଥା କହିଲେ। ଯହେୂ କହିଲେ, ସଦାପ୍ରଭୁ ଆପଣା ଦାସ ତିଶ୍ବୀଯକୁ ଏଲିଯ ଏହି ବାର୍ତ୍ତା ଦଇେଥିଲେ। ଏଲିଯ କହିଥିଲେ, 'କୁକୁରମାନେ ୟିଷ୍ରିଯଲେୀଯ ଭୂମିରେ ଇଷବଲରେ ଶରୀରକୁ ଗ୍ଭଟି ଖାଇବେ।

ଦିତୀୟ ରାଜାବଳୀ 10:17

ଯହେୂ ଶମରିଯାକୁ ଆସି ଆହାବ୍ଙ୍କ ଅବଶିଷ୍ଟ ବଂଶଧରଙ୍କୁ ବଧ କଲେ। ସଦାପ୍ରଭୁ ଏଲିଯଙ୍କୁ କହିବାନୁସା ରେ ଯହେୂ ସେ ସମସ୍ତଙ୍କୁ ହତ୍ଯା କଲେ।

ଦିତୀୟ ବଂଶାବଳୀ 17:1

ଆସାଙ୍କ ସ୍ଥାନ ରେ ଯିହାଶାଫେଟ୍ ଯିହୁଦାର ନୂତନ ରାଜା ହେଲେ। ଯିହାଶାଫେଟ୍ ଆସାଙ୍କର ପୁତ୍ର ଥିଲେ। ଯିହାଶାଫେଟ୍ ଯିହୁଦାକୁ ଆହୁରି ବଳିଷ୍ଠ କଲେ, ଯେପରି ସମାନେେ ଇଶ୍ରାୟେଲ ବିରୁଦ୍ଧ ରେ ଲଢ଼ଇେ କରିପାରିବେ।

Interlinear

Choose Theme