Home Bibles ଦିତୀୟ ରାଜାବଳୀ 1:4 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 1:4 · ଓଡ଼ିଆ ବାଇବେଲ

ପୁଣି ଅହସିଯଙ୍କୁ କୁହ, ଯେ ହତେୁ ତୁମ୍ଭେ ବାଲ୍-ସବୂବଙ୍କ ପରାମର୍ଶ କରିବାକୁ ଆଦେଶ ଦଲେ, ଏଥିପାଇଁ ସଦାପ୍ରଭୁ ଯାହା କୁହନ୍ତି, 'ତୁମ୍ଭେ ଆଉ ତୁମ୍ଭର ଶୟ୍ଯାରୁ ଉଠିବ ନାହିଁ। ତୁମ୍ଭେ ନିଶ୍ଚିତ ମୃତ୍ଯୁବରଣ କରିବ।' ଏଲିଯ ଅହସିଯଙ୍କ ଦାସମାନଙ୍କୁ ଏହା କହି ପରିତ୍ଯାଗ କଲେ।

Cross references

ଆଦି ପୁସ୍ତକ 2:17

କିନ୍ତୁ ସତ୍ ଓ ଅସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ। ଯଦି ତୁମ୍ଭେ ସହେି ବୃକ୍ଷର ଫଳ ଖାଇବ ତୁମ୍ଭେ ସହେି ଦିନ ମରିବ!

ଆଦି ପୁସ୍ତକ 3:4

କିନ୍ତୁ ସର୍ପ ସ୍ତ୍ରୀ ଲୋକଟିକୁ କହିଲା, ତୁମ୍ଭେ ମରିବ ନାହିଁ।

ଗଣନା ପୁସ୍ତକ 26:65

କାରଣ ସଦାପ୍ରଭୁ ସମାନଙ୍କେ ବିଷଯ ରେ କହିଥିଲେ ଯେ, ସମାନେେ ଅବଶ୍ଯ ଏହି ମରୁଭୂମିରେ ମରିବେ। କବଳେ ସମାନଙ୍କେ ମଧ୍ଯରୁ ୟିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହାଶୂେୟ ବଞ୍ଚି ରହିଲେ, ବାକି ସମସ୍ତେ ମଲେ।

ପ୍ରଥମ ଶାମୁୟେଲ 28:19

ସଦାପ୍ରଭୁ ତକ୍ସ୍ଟମ୍ଭ ସହିତ ଇଶ୍ରାୟେଲକକ୍ସ୍ଟ ପଲେଷ୍ଟୀୟମାନଙ୍କ ଦ୍ବାରା ପରାସ୍ତ କରାଇବେ। ତୁମ୍ଭେ ଓ ତୁମ୍ଭର ପକ୍ସ୍ଟତ୍ରମାନେ ଆସନ୍ତା କାଲି ମାେ ସହିତ ଏହିଠା ରେ ରହିବ।

ପ୍ରଥମ ରାଜାବଳୀ 14:12

ତା'ପରେ ଭବିଷ୍ଯଦ୍ବକ୍ତା ଅହିଯ ୟାରବିଯାମର ପତ୍ନୀକୁ କହିଲେ, ତୁମ୍ଭେ ଗୃହକୁ ଫରେିୟାଅ, ତୁମ୍ଭେ ତୁମ୍ଭ ନଗର ରେ ପହଞ୍ଚିବା ମାତ୍ ରେ ତୁମ୍ଭର ପୁତ୍ର ମୃତ୍ଯୁବରଣ କରିବ।

ପ୍ରଥମ ରାଜାବଳୀ 18:2

ତେଣୁ ଏଲିଯ ରାଜା ଆହାବଙ୍କୁ ଭଟେିବାକୁ ଗଲେ।

ଦିତୀୟ ରାଜାବଳୀ 1:6

ତହୁଁ ବାର୍ତ୍ତାବହମାନେ ଅହସିଯଙ୍କୁ କହିଲେ, ଜଣେ ଲୋକ ଆମ୍ଭକୁ ସାକ୍ଷାତ କରିବାକୁ ଆସିଲେ ଓ କହିଲେ, ତୁମ୍ଭ ରାଜାଙ୍କ ପାଖକୁ ଫରେିୟାଅ ଓ ତାଙ୍କୁ କୁହ, ସଦାପ୍ରଭୁ କୁହନ୍ତି, 'ଇଶ୍ରାୟେଲ ରେ କ'ଣ ପରମେଶ୍ବର ନାହାଁନ୍ତି? ତବେେ ତୁମ୍ଭେ କାହିଁକି ବାର୍ତ୍ତାବହମାନଙ୍କୁ ଇକୋର୍ଣର ଦବେତା ବାଲ-ସବୂବଙ୍କୁ ପଗ୍ଭରିବାକୁ ପଠାଇଅଛ? ତେଣୁ ତୁମ୍ଭେ ଆଉ ଶୟ୍ଯାରୁ ଉଠିବ ନାହିଁ, ସହେିଠା ରେ ମରିବ।'

ଦିତୀୟ ରାଜାବଳୀ 1:16

ତହୁଁ ଏଲିଯ ରାଜାଙ୍କୁ କହିଲେ, ଇଶ୍ରାୟେଲ ରେ କ'ଣ ପରମେଶ୍ବର ନାହାଁନ୍ତି? ତୁମ୍ଭେ ଇକୋର୍ଣ ଦବେତା ବାଲ୍-ସବୂବଠାରୁ ପ୍ରଶ୍ନ ପଗ୍ଭରିବାକୁ, କିହିଁକି ଦୂତ ପଠାଇଲ? ତୁମ୍ଭର ଏହି କାର୍ୟ୍ଯ ଯୋଗୁଁ ତୁମ୍ଭେ ଶୟ୍ଯାରୁ ଆଉ ଉଠିବ ନାହିଁ, ସହେିଠା ରେ ତୁମ୍ଭେ ମରିବ। ସଦାପ୍ରଭୁ ଏହିସବୁ ବାକ୍ଯଗୁଡିକ କହିଲେ।

ଦିତୀୟ ରାଜାବଳୀ 8:10

ତହିଁରେ ଇଲୀଶାୟ କହିଲେ, ୟାଅ, ବିନ୍ହଦଦ୍କୁ କୁହ, 'ତୁମ୍ଭେ ଅବଶ୍ଯ ବଞ୍ଚିବ।' କିନ୍ତୁ ପ୍ରକୃତ ରେ ସଦାପ୍ରଭୁ ମାେତେ କହିଛନ୍ତି ଯେ, ' ସେ ଅବଶ୍ଯ ମରିବ।'

ଦିତୀୟ ରାଜାବଳୀ 20:1

ସେ ସମୟରେ ହିଜକିଯ ଅସୁସ୍ଥ ହେଲେ ଏବଂ ମୃତ୍ଯୁବରଣ କରିବା ଉପରେ ହେଲେ। ଭବିଷ୍ଯଦ୍ବକ୍ତା ଯିଶାଇୟ ତାଙ୍କ ନିକଟକୁ ଆସି କହିଲେ, ସଦାପ୍ରଭୁ କହନ୍ତି, 'ତୁମ୍ଭେ ତୁମ୍ଭର ଗୋଟିଏ ଇଚ୍ଛା, ପରିବାର ସଭ୍ଯମାନଙ୍କ ନିମନ୍ତେ ଲେଖ କାରଣ ତୁମ୍ଭେ ନିଶ୍ଚଯ ମରିବ।'

ହିତୋପଦେଶ 11:19

ଯେଉଁ ଲୋକ ଧାର୍ମିକତା ରେ ଅଟଳ ଥାଏ, ସେ ବଞ୍ଚି ରହିବ, ମାତ୍ର ୟିଏ କୁକର୍ମର ପଛ ରେ ୟାଏ, ସେ ଆପଣାର ମୃତ୍ଯୁ ଘଟାଇବ।

ହିତୋପଦେଶ 14:32

ଦୁଷ୍ଟଲୋକ ଆପଣା ମନ୍ଦ କର୍ମ ରେ ତଡ଼ି ଦିଆୟାଏ। ମାତ୍ର ମରଣକାଳ ରେ ଧାର୍ମିକର ଆଶ୍ରଯ ଥାଏ।

ଯିହିଜିକଲ 18:4

ଆଉ ସମସ୍ତଙ୍କର ଜୀବନ ମାରେ ଅଟେ। ପିତାର ପ୍ରାଣ ଯେପରି ପୁତ୍ରର ପ୍ରାଣ ମଧ୍ଯ ସପରେି। ଏବଂ ଯେଉଁ ବ୍ଯକ୍ତି ପାପ କରେ ସେ ମରିବ।

Interlinear

Choose Theme