ଅନନ୍ତର ଅହସିଯ ଜଣେ ଅଧିନାଯକ ଓ ପଗ୍ଭଶ ଲୋକଙ୍କୁ ଏଲିଯଙ୍କ ନିକଟକୁ ପଠାଇଲେ। ଅଧିନାଯକ ଉପରକୁ ୟାଇ ଏଲିଯଙ୍କୁ ମିଶିଲେ ୟିଏ ପର୍ବତ ଉପରେ ବସିଥିଲେ ଓ କହିଲେ, ହେ ପରମେଶ୍ବରଙ୍କ ଲୋକ, ଦୟାକରି 'ତଳକୁ ଆସ।' କାରଣ ରାଜା ଆପଣଙ୍କୁ ଗ୍ଭହାନ୍ତି।
Cross references
ଏହିକଥା ଶାଉଲଙ୍କକ୍ସ୍ଟ ଜଣାଇ ଦିଆଯାନ୍ତେ ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସମାନେେ ମଧ୍ଯ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ, ଶାଉଲ ପକ୍ସ୍ଟନର୍ବାର ତୃତୀୟ ଥରପାଇଁ ଦୂତମାନଙ୍କୁ ପଠାଇଲେ ଓ ସମାନେେ ମଧ୍ଯ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ।
ସହେି ସ୍ତ୍ରୀ ଲୋକଟି ଏଲିଯକୁ କହିଲେ, ହେ ପରମେଶ୍ବରଙ୍କ ଲୋକ, ମାେ ବିରୁଦ୍ଧ ରେ ତୁମ୍ଭର କ'ଣ ଅଛି? ତୁମ୍ଭେ କ'ଣ ମାରେ ପାପ ସ୍ମରଣ କରଇବୋକୁ ଓ ମାରେପୁତ୍ରର ମୃତ୍ଯୁର କାରଣ ହବୋ ପାଇଁ ଆସିଅଛ?
ପୁଣି ଯେଉଁ ସମୟରେ ଈଷବଲେ ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତାମାନଙ୍କୁ ସଂହାର କରୁଥିଲେ ସେ ସମୟରେ ଓବଦିଯ ଏକଶତ ଭବିଷ୍ଯତ୍ବକ୍ତାଙ୍କୁ ନଇେ ପଗ୍ଭଶ ଜଣ କରି ଗୋଟିଏ ଗହ୍ବର ମଧିଅରେ ଲୁଗ୍ଭଇ ରଖି ସମାନଙ୍କେୁ ଅନ୍ନ ଜଳ ଦଇେ ପ୍ରତିପାଳନ କରିଥିଲେ।
ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଛନ୍ତି। ମୁଁ ପରମେଶ୍ବରଙ୍କ ନାମ ରେ ପ୍ରତିଜ୍ଞା କରି କହୁଛି, ଦେଶ ମଧିଅରେ ଏପରି କୌଣସି ଗୋଷ୍ଠୀ ବା ରାଜ୍ଯ ନାହିଁ ଯେଉଁସ୍ଥାନକୁ ମାରେ ପ୍ରଭୁ ତୁମ୍ଭକୁ ଅନ୍ବଷେଣ କରିବାକୁ ପଠାଇ ନାହାଁନ୍ତି। ତୁମ୍ଭକୁ ଖାଜେିବାକୁ ରାଜା ପ୍ରେତ୍ୟକକ ଦେଶକୁ ଲୋକ ପଠାଇ ଅଛନ୍ତି। ସହେି ଦେଶର ଶାସକମାନଙ୍କୁ ଶପଥ କରିବା ପାଇଁ ବାଧ୍ଯ କରିଛନ୍ତି ଯେ, ସମାନେେ ତୁମ୍ଭକୁ ସମାନଙ୍କେ ଦେଶ ରେ ପାଇ ନାହାନ୍ତି।
ତେଣୁ ରାଜା ଆହାବ୍ ଭୋଜନ ନିମନ୍ତେ ଗଲେ। ଏଲିଯ କର୍ମିଲ ପର୍ବତର ଉପରକୁ ଚଢି଼ଲେ ଆଶା ରେ ପଡିଲେ ଏବଂ ଆପଣା ଆଣ୍ଠୁ ମଧିଅରେ ମୁଣ୍ତ ରଖିଲେ।
ତେଣୁ ଈଷବଲେ ଏଲିଯଙ୍କ ନିକଟକୁ ଦୁତ ପଠାଇଲେ, ମୁଁ ପ୍ରତିଜ୍ଞା କରୁଛି, ଆସନ୍ତା କାଲି ଠିକ୍ ଏହି ସମୟରେ ମୁଁ ତୁମ୍ଭଙ୍କୁ ହତ୍ଯା କରିବି, ଠିକ୍ ତୁମ୍ଭେ ସହେି ଭବିଷ୍ଯଦ୍ବକ୍ତାଙ୍କୁ ହତ୍ଯା କଲାପରି। ଯଦି ମୁଁ ତୁମ୍ଭକୁ ହତ୍ଯା ନ କରେ, ତବେେ ଦବେତାଗଣ ମାେତେ ଅଧିକ ଦଣ୍ତ ଦଇପୋରନ୍ତି।
ତହୁଁ ଆହାବ୍ କହିଲେ, ଅନ୍ୟ ଜଣେ ଭବିଷ୍ଯଦ୍ବକ୍ତା ଏଠା ରେ ଅଛନ୍ତି, ଯାହାଙ୍କୁ ଆମ୍ଭେ ପରମେଶ୍ବରଙ୍କର ବାକ୍ଯ ବିଷଯ ରେ ପଗ୍ଭରି ପାରୁ। ସେ ଇମ୍ଲର ପୁତ୍ର ମୀଖାଯ। କିନ୍ତୁ ମୁଁ ତାକୁ ଘୃଣା କରେ। କାରଣ ସେ ସର୍ବଦା ମାେ ବିରୁଦ୍ଧ ରେ ଭବିଷ୍ଯତବାଣୀ କ ହେ। ସେ କବେେ ମାରେ ମଙ୍ଗଳ କଥା କ ହେ ନାହିଁ।
ଆହାବ୍, ମୀଖାଯକୁ ବନ୍ଦୀ କରିବାକୁ ଜଣେ ଅଧ୍ଯକ୍ଷକୁ ଆଦେଶ ଦେଲେ ଏବଂ ତାକୁ ଆମାନରେ ନଗରାଧ୍ଯକ୍ଷ ଓ ୟୁବରାଜ ଯୋୟାଶର ନକଟକୁ ନଇେ ୟିବାକୁ କହିଲେ।
ଏହାପରେ ଇଲୀଶାୟ ବୈଥଲରେୁ କର୍ମିଲ ପର୍ବତକୁ ଓ ସଠାରୁେ ଶମରିଯାକୁ ଗଲେ।
ଏହିରୂପେ ସେ କର୍ମିଲ ପର୍ବତ ରେ ପହଞ୍ଚି ପରମେଶ୍ବରଙ୍କ ଲୋକ ଇଲୀଶାୟଙ୍କୁ ଦେଖିଲେ।
ତହୁଁ ଅରାମର ରାଜା କହିଲେ, ୟାଇ ଦେଖ, ସେ କେଉଁଠା ରେ ଅଛି? ମୁଁ ଲୋକ ପଠାଇ ତାକୁ ଆଣିବି।
ଅମତସିଯ ମଧ୍ଯ ଆମାଷେକୁ କହିଥିଲେ, ହେ ଦର୍ଶକ ଯିହୁଦାକୁ ୟାଅ ଓ ସଠାେ ରେ ରୋଟୀ ଉପାର୍ଜନ କର ଏବଂ ତୁମ୍ଭର ଉପଦେଶ ପ୍ରଗ୍ଭର କର।
ଏହି ସମୟ ପୂର୍ବରୁ େ ହରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳି ରେ ବାନ୍ଧି କାରାଗାର ରେ ନିକ୍ଷପେ କରିଥିଲେ। ସେ େ ହରୋଦିଆଙ୍କ ଅନୁ ରୋଧକ୍ରମେ ଏକଥା କରିଥିଲେ। ହରେୋଦିଆ ହରେୋଦଙ୍କ ଭାଇ ଫିଲିପ୍ପଙ୍କ ସ୍ତ୍ରୀ ଥିଲେ।
ସମାନେେ କହିଲେ, ହେ ଖ୍ରୀଷ୍ଟ! ତୁମ୍ଭେ ଯଦି ଜଣେ ଭବିଷ୍ଯଦ୍ବକ୍ତା ତବେେ କୁହ, ତୁମ୍ଭକୁ କିଏ ମାରିଲା?
ସମାନେେ କଣ୍ଟାଡ଼ାଳ ରେ ଗୋଟିଏ ମୁକୁଟ ତିଆରି କଲେ ଓ ସହେି କଣ୍ଟା ମୁକୁଟ ଯୀଶୁଙ୍କ ମୁଣ୍ଡ ରେ ପିନ୍ଧାଇ ଦେଲେ। ତାହାଙ୍କର ଡ଼ାହାଣ ହାତ ରେ ବାଡ଼ିଟି ଧ ରଇେ ଦେଲେ। ତା'ପରେ ତାହାଙ୍କ ଆଗ ରେ ଆଣ୍ଠୁମାଡ଼ି ବସି ପଡ଼ି ତାହାଙ୍କୁ ଥଟ୍ଟା କଲେ। ସମାନେେ କହିଲେ, ହେ ଯିହୂଦୀମାନଙ୍କର ରାଜା! ତୁମ୍ଭେ ଦୀର୍ଘଜୀବୀ ହୁଅ।
ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚ଼ୀନମାନେ ମଧ୍ଯ ସଠାେରେ ଥିଲେ। ସମାନେେ ମଧ୍ଯ ଅନ୍ୟମାନଙ୍କ ଭଳି ଯୀଶୁଙ୍କୁ ଥଟ୍ଟା କରୁଥିଲେ।