Home Bibles ଦିତୀୟ ରାଜାବଳୀ 10:15 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 10:15 · ଓଡ଼ିଆ ବାଇବେଲ

ଏହାପରେ ଯହେୂ ସଠାରୁେ ପ୍ରସ୍ଥାନ କଲା ବେଳେ ତାଙ୍କୁ ସାକ୍ଷାତ କରିବାକୁ ଆସୁଥିବା ରେଖବର ପୁତ୍ର ଯିହାନୋଦବଙ୍କୁ ଭଟେିଲେ। ସେ ଯିହାନୋଦବଙ୍କୁ ସ୍ବାଗତ କରି ପଚାରିଲେ, ତୁମ୍ଭେ ମାରେ ବିଶ୍ବସ୍ତ ବନ୍ଧୁ କି? ମୁଁ ଯେପରି ତୁମ୍ଭ ପ୍ରତି ସରଳ ଓ ବିଶ୍ବସ୍ତ?

Cross references

ଆଦି ପୁସ୍ତକ 31:55

ଏହାପରେ ଲାବନ ପ୍ରଭାତ ରେ ଉଠି ଆପଣା କନ୍ଯାଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲା। ଏହିରୂପେ ଲାବନ ସ୍ବସ୍ଥାନକୁ ଫରେିଗଲା।

ଆଦି ପୁସ୍ତକ 47:7

ଏହାପରେ ଯୋଷଫେ ତାଙ୍କର ପିତା ଯାକୁବଙ୍କୁ ଫାରୋଙ୍କ ସହିତ ସାକ୍ଷାତ କରାଇଲେ। ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।

ଆଦି ପୁସ୍ତକ 47:10

ଏହାପରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ। ତାଙ୍କ ଛାମୁ ରେ ବିଦାଯ ନେଲେ।

ପ୍ରଥମ ରାଜାବଳୀ 20:33

ବିନ୍ହଦଦ୍ର ଲୋକମାନେ ଜାଣିବାକୁ ଚାହିଁଲେ, ରାଜା ଆହାବ୍ ବିନ୍ହଦଦ୍ଙ୍କୁ ଦୟା ଦଖାଇବେେ କି ନା, ସମାନେେ ଆଶାକଲେ, ଗୋଟିଏ ସୂଚନା ତାଙ୍କ ବାକ୍ଯକୁ ନିଶ୍ଚିତ କରିବାକୁ, ତେଣୁ ଏହି କଥାର ସତ୍ଯତା ଜାଣିବା ପାଇଁ ଆହାବ୍ ଯେତବେେଳେ ବିନ୍ହଦଦ୍ଙ୍କୁ ଭାଇ ବୋଲି ଡାକିଲା, ସମାନେେ ସଙ୍ଗେ ସଙ୍ଗେ କହିଲେ, ହିଁ! ବିନ୍ହଦଦ୍ ତୁମ୍ଭର ଭାଇ।

ଦିତୀୟ ରାଜାବଳୀ 9:21

ଏଥି ରେ ଯୋରାମ କହିଲେ, ମାରେ ରଥ ପ୍ରସ୍ତୁତ କର।

ଦିତୀୟ ରାଜାବଳୀ 10:13

ଯହେୂ ଯିହୁଦାର ରାଜା ଅହସିଯଙ୍କ ସମ୍ପର୍କୀଯମାନଙ୍କୁ ଦେଖି ପଚାରିଲେ, ତୁମ୍ଭମାନେେ କିଏ?

ପ୍ରଥମ ବଂଶାବଳୀ 2:55

ଏବଂ ୟାବେସ୍ ରେ ବାସ କରୁଥିବା ଲିପିକାରମାନଙ୍କର ପରିବାରସବୁ ତିରିଯାଥୀଯ, ଶିମିଯଥୀଯ ଓ ସୁଖାଥୀଯ ଥିଲେ। ଏହି କୀନୀଯ ଲୋକମାନେ ହମ୍ମତରୁ ଆସିଥିଲେ। ହମ୍ମତ୍ ବେଥ- ରଖାବରେ ପ୍ରତିଷ୍ଠାତା ଥିଲେ।

ପ୍ରଥମ ବଂଶାବଳୀ 12:17

ଦାଉଦ ସମାନଙ୍କେୁ ସାକ୍ଷାତ କରିବାକୁ ଗଲେ। ଦାଉଦ ସମାନଙ୍କେୁ କହିଲେ, ଯଦି ତୁମ୍ଭେ ଶାନ୍ତି ସହକା ରେ ମାେତେ ସାହାୟ୍ଯ କରିବାକୁ ଆସିଅଛ, ତବେେ ମୁଁ ତୁମ୍ଭକୁ ସ୍ବାଗତ କରୁଅଛି। ମାେ' ସହିତ ସହୟୋଗ କର। କିନ୍ତୁ ମୁଁ କୌଣସି ଭୁଲ୍ କାର୍ୟ୍ଯ କରି ନ ଥିବା ସତ୍ତ୍ବେ ଯଦି ତୁମ୍ଭେ ମାେ' ବିରୁଦ୍ଧ ରେ ଗୁପ୍ତଚର ବୃତ୍ତି କରିବାକୁ ଆସିଅଛ, ତବେେ ଆମ୍ଭମାନଙ୍କ ପୂର୍ବ ପୁରୁଷ ଗଣଙ୍କର ପରମେଶ୍ବର ତାହା ଦେଖନ୍ତୁ ଓ ସେ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।

ପ୍ରଥମ ବଂଶାବଳୀ 12:18

ଅମାସଯ ତିରିଶ ବୀରଙ୍କର ନେତା ଥିଲେ। ଏହାପରେ, ଆତ୍ମା ଅମାସଯଙ୍କ ଉପରେ ଅବତରଣ କଲେ, ଓ ସେ କହିଲେ,

ଏଜ୍ରା 10:19

ଏମାନେ ଆପଣା ଆପଣା ସ୍ତ୍ରୀମାନଙ୍କୁ ଦୂର କରି ଦବେେ ବୋଲି କଥା ଦେଲେ। ଆଉ ଦୋଷୀ ହବୋରୁ ସମାନେେ ନିଜ ନିଜର ଦୋଷ ସକାେଶ ପଲରୁ ଏକ ଏକ ମଷେ ଦୋଷାର୍ଥକବଳି ରୂପେ ଉତ୍ସର୍ଗ କଲେ।

ନିହିମିୟା 3:14

ବୈଥ୍ ହକ୍କରେମ୍ ପ୍ରଦେଶର ଅଧ୍ଯକ୍ଷ ରେଖବର ପୁତ୍ର ମଲକିଯ ଖତଦ୍ବାରର ଜୀର୍ଣ୍ଣଅଂଶ ଗଠନ କଲେ ଓ ତହିଁର କବାଟ, ହୁଡୁକା ଓ ଅର୍ଗଳ ଲଗାଇଲା।

ଗୀତସଂହିତା 94:16

ଦୁଷ୍ଟ ଲୋକମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ କିଏ ମାେତେ ସାହାୟ୍ଯ କରିବ ? ଦୁଷ୍ଟ ଲୋକମାନଙ୍କ ବିପକ୍ଷରେ କିଏ ମାେ ସହିତ ଠିଆ ହବେ ?

ଯିରିମିୟ 35:6

ମାତ୍ର ସମାନେେ ଉତ୍ତର ଦେଲେ, ଆମ୍ଭମାନେେ ଦ୍ରାକ୍ଷାରସ ପାନ କରିବୁ ନାହିଁ। କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହାନୋଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦଇେଅଛନ୍ତି, 'ତୁମ୍ଭମାନେେ ଓ ତୁମ୍ଭମାନଙ୍କର ସନ୍ତାନଗଣ କହେି କବେେ ଦ୍ରାକ୍ଷାରସ ପାନ କରିବ ନାହିଁ।

ଯିରିମିୟ 35:14

ରେଖବର ପୁତ୍ର ଯିହାନୋଦବ୍ ଆପଣା ବଂଶଧରଗଣଙ୍କୁ ଦ୍ରାକ୍ଷାରସ ପାନ ନ କରିବାକୁ ଯେଉଁ ଆଜ୍ଞା ଦଇେଥିଲା, ତାହାର ସହେି ବାକ୍ଯ ପ୍ରତିପାଳିତ ହାଇେ ଆସୁଅଛି ଓ ସମାନେେ ଆଜି ପର୍ୟ୍ଯନ୍ତ ଦ୍ରାକ୍ଷାରସ ପାନ କରୁ ନାହାଁନ୍ତି। କାରଣ ସମାନେେ ଆପଣା ପିତୃପୁରୁଷ ଆଜ୍ଞା ପାଳନ କରୁଛନ୍ତି। ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ ବାରମ୍ବାର ଆଜ୍ଞା ଦେଲେ ହେଁ, ତୁମ୍ଭମାନେେ ଆମ୍ଭ ବାକ୍ଯ ପ୍ରତି ଅବଧାନ କରୁ ନାହଁ।

ଯିହିଜିକଲ 17:18

କିନ୍ତୁ ସେ ରକ୍ଷା ପାଇବ ନାହିଁ। କାରଣ ସେ ଚୁକ୍ତି ଭଙ୍ଗ କରି ଶପଥ ତୁଚ୍ଛ କରିଅଛି। ସେ ଏସବୁ କରିଅଛି ଏବଂ ଦଣ୍ଡରୁ ପଳାଇ ୟାଇପାରିବ ନାହିଁ।

ଯୋହନଲିଖିତ ସୁସମାଚାର 21:15

ସମାନେେ ଖାଇବା ପରେ ଯୀଶୁ ଶିମାନେ ପିତରଙ୍କୁ କହିଲେ, ଯୋହନଙ୍କର ପୁତ୍ର ଶିମାନେ। ତୁମ୍ଭେ କ'ଣ ମାେତେ ଏମାନଙ୍କ ଅପେକ୍ଷା ଅଧିକ ପ୍ ରମେ କର?

ରେରିତମାନଙ୍କ କାର୍ଯ୍ୟର ବିବରଣ 8:31

ସେ ନଫୁସକ କହିଲେ, ଯଦି କହେି ଏହା ବୁଝିବାକୁ ସାହାୟ୍ଯ କରିବେ ନାହିଁ, ତବେେ ମୁଁ ଏହା କିପରି ବୁଝିବି? ତେଣୁ ସେ ଫିଲିପ୍ପଙ୍କୁ ରଥରେ ଚ଼ଢ଼ି ନିଜ ପାଖ ରେ ବସିବାପାଇଁ ଅନୁ ରୋଧ କଲେ।

ଗାଲାତୀୟଙ୍କ ପ୍ରତି ପତ୍ର 2:9

ଯାକୁବ, ପିତର ଓସଯାହନସନତା ରୂଲପ ପରିଗଣିତସହଉଥିଲଲ।ସସମାଲନସଦଖିଲଲସଯ, ପରଲମଶ୍ବରସମାଲତ ଏହି ବିଶଲଷ ଅନୁଗ୍ରହ ପ୍ରଦାନ କରିଛନ୍ତି।ସସଥିପାଇଁସସମାଲନ ବର୍ଣ୍ଣବବା ଓସମାଲତ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲଲ। ଯାକୁବ, ପିତର ଓସଯାହନ କହିଲଲ, ପାଉଲ ଓ ବର୍ଣ୍ଣବବା, ତୁମ୍ଲଭମାଲନ ଅଣଯିହୂଦୀମାନଙ୍କ ପାଖକୁ ୟିବା କଥାସର ଆମ୍ଲଭମାଲନ ରାଜି ଅଛୁ। ମାତ୍ର ଆମ୍ଲଭମାଲନ ଯିହୂଦୀମାନଙ୍କ ପାଖକୁ ୟିବୁ।

ଗାଲାତୀୟଙ୍କ ପ୍ରତି ପତ୍ର 4:12

ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କ ପରି ଥିଲି, ଅତଏବ ତୁମ୍ଭମାନେେ ବର୍ତ୍ତମାନ ମାେ ପରି ହୁଅ।

Interlinear

Choose Theme