ଯହେୂ କହିଲେ, ମାେ ସହିତ ଆସ, ସଦାପ୍ରଭୁଙ୍କ ପ୍ରତି ମାରେ କିପରି ଦୃଢ ଆସ୍ଥା ତାହା ଦେଖି ପାରିବ।
Cross references
ପରମେଶ୍ବର ବିଲିଯମକୁ ସାକ୍ଷାତ କଲେ। ତହିଁରେ ବିଲିଯମ ସଦାପ୍ରଭୁଙ୍କୁ କହିଲେ, ମୁଁ ସାତଟି ୟଜ୍ଞବଦେୀ ନିର୍ମାଣ କରିଅଛି ଓ ପ୍ରେତ୍ୟକକ ୟଜ୍ଞବଦେୀ ରେ ଏକ ଷଣ୍ତ ଓ ଏକ ଅଣ୍ତିରା ମଷେ ବଳିଦାନ କରିଅଛି।
'ଯଦି ବାଲାକ୍ ମାେତେ ସୂନା ରୂପା ପୂର୍ଣ ଆପଣା ଗୃହ ଦବେେ, ତବେେ ମୁଁ ନିଜ ଇଛା ରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁ ବାକ୍ଯର ବାହାରକୁ ୟାଇ ପାରିବ ନାହିଁ, ଯାହା ସଦାପ୍ରଭୁ କହିବେ ତାହା ହିଁ କରିବି।
ଏଲିଯ ଉତ୍ତର କଲେ, ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର, ମୁଁ ମାରେ ସମସ୍ତ ଶକ୍ତି ସାମର୍ଥ୍ଯ ଦଇେ ତୁମ୍ଭର ସବୋ କଲି। ମାତ୍ର ଇଶ୍ରାୟେଲ ଲୋକମାନେ ତୁମ୍ଭର ନିଯମ ଭଂଗ କଲେ ଓ ତୁମ୍ଭର ୟଜ୍ଞବଦେୀକୁ ଧ୍ବଂସ କଲେ। ତୁମ୍ଭର ସମସ୍ତ ଭବିଷ୍ଯଦ୍ବକ୍ତାଗଣଙ୍କୁ ବଧ କଲେ। ମୁଁ କବଳେ ଅବଶିଷ୍ଟ ରହିଲି। ସମାନେେ ମାେ ପ୍ରାଣ ନବୋକୁ ମଧ୍ଯ ଅନ୍ବଷେଣ କରୁଛନ୍ତି।
ଏଲିଯ କହିଲେ, ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର, ମୁଁ ମାରେ ସମସ୍ତ ଶକ୍ତି ଦଇେ ତୁମ୍ଭକୁ ସବୋ କଲି ମାତ୍ର ଇଶ୍ରାୟେଲ ଲୋକମାନେ ତୁମ୍ଭ ସହିତ ଯେଉଁ ନିଯମ ଥିଲା ତାକୁ ଭଙ୍ଗ କଲେ। ସମାନେେ ତୁମ୍ଭର ୟଜ୍ଞବଦେୀକୁ ଧ୍ବଂସ କଲେ। ସମାନେେ ତୁମ୍ଭର ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ବଧ କଲେ। ମୁଁ ଏକମାତ୍ର ଭବିଷ୍ଯଦ୍ବକ୍ତା ୟିଏ କି ଏ ପର୍ୟ୍ଯନ୍ତ ବଞ୍ଚିଛି। ବର୍ତ୍ତମାନ ସମାନେେ ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଛନ୍ତି।
ତହିଁରେ ଯେଉଁ ଲୋକ ହସାଯଲରେ ଖଡ୍ଗରୁ ବଞ୍ଚିବ ଯହେୂ ତାକୁ ବଧ କରିବ ଓ ଯେ ଯହେୂର ଖଡ୍ଗରୁ ବଞ୍ଚିବ ତାହାକୁ ଇଲୀଶାୟ ବଧ କରିବ।
ତେଣୁ ତୁମ୍ଭେ ନିଶ୍ଚଯ ଆହାବ୍ର ବଂଶକୁ ବିନାଶ କରିବ। ଏହି ରୂପେ ଆମ୍ଭେ ଆମ୍ଭର ସବେକ ଭବିଷ୍ଯଦ୍ବକ୍ତାଗଣଙ୍କର ମୃତ୍ଯୁ ଓ ସଦାପ୍ରଭୁଙ୍କ ଦାସ ସମୂହର ମୃତ୍ଯୁ ପାଇଁ ଈଷବଲେ ଉପରେ ପ୍ରତି ଶାଧେ ନବେୁ।
ତଥାପି ତା'ପରେ ଯହେୂ ସଦାପ୍ରଭୁଙ୍କର ଆଦେଶଗୁଡିକ ପୂର୍ଣ୍ଣଦୟା ରେ ଅନୁକରଣ କଲେ ନାହିଁ। ନବାଟଙ୍କ ପୁତ୍ର ୟାରବିଯାମଙ୍କର ପାପକୁ ଯହେୂ ସଂପୂର୍ଣ୍ଣ ରୂପେ ପରିତ୍ଯାଗ କରି ପାରିଲେ ନାହିଁ, ୟିଏ ଇଶ୍ରାୟେଲର ପାପ କରିବାର କାରଣ ହାଇେଥିଲା।
ନିଜକୁ ପ୍ରଶଂସା କର ନାହିଁ, ଅନ୍ୟମାନେ ତୁମ୍ଭକୁ ପ୍ରଶଂସା କରନ୍ତୁ।
ଏବଂ ସମାନେେ ମାେ ଲୋକପରି ତୁମ୍ଭ ନିକଟକୁ ଆସନ୍ତି। ମାେ ଲୋକପରି ସମାନେେ ତୁମ୍ଭ ସମ୍ମୁଖ ରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି। କିନ୍ତୁ ସମାନେେ ମାେ କଥା ମାନନ୍ତି ନାହିଁ। କାରଣ ସମାନେେ କବଳେ ତାହା କରନ୍ତି, ଯାହା ସମାନେେ କରିବାକୁ ଚାହାଁନ୍ତି। ଏବଂ ସମାନଙ୍କେ ହୃଦଯ ଅସାଧୁ ଲାଭ ପାଇଁ ଲୋଭି ଅଟେ।
ଏଣୁ ଯେତବେେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦାଉଛ, ସେତବେେଳେ ତାର ଘୋଷଣା କରନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କ ରେ ତୂରୀବଜାଇ ସଭେଳି ପ୍ରଚାର କରିଥାନ୍ତି। ମୁଁ ତୁମ୍ଭକୁ ସତ୍ଯକଥା କହୁଛି ଯେ ସମାନେେ ତାହାଙ୍କର ପ୍ରତିଫଳ ପାଇ ସାରିଲଣେି।
ତୁମ୍ଭେ ପ୍ରାର୍ଥନା କଲାବାଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସମାନେେ ୟିହୁଦୀ ସମାଜ ଗୃହ ଓଗଳି-ମୁଣ୍ଡ ରେ ଠିଆ ହାଇେ ବଡପାଟି ରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ସମାନଙ୍କେୁ ତାର ପୂରା ପ୍ରତିଫଳ ଦିଆଯାଇ ସାରିଲାଣି।
ମୁଁ ବିଶ୍ବାସ ପୂର୍ବକ ସମାନଙ୍କେ ବିଷୟ ରେ କହିପା ରେ, ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କୁ ଅନୁକରଣ କରିବା ପାଇଁ ଚାହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ।