ତା'ପରେ ୟୋଯାଶ ଓ ୟହୋଶବୋ ସଦାପ୍ରଭୁଙ୍କ ମନ୍ଦିର ରେ ଛଅବର୍ଷ ଗୋପନ ରେ ରହିଲେ ଓ ସେତବେେଳେ ଅଥଲିଯା ଯିହୁଦା ରେ ରାଜତ୍ବ କଲେ।
Cross references
ସହେି ସ୍ତ୍ରୀଲୋକ ଜଣଙ୍କ ଗର୍ଭବତୀ ହାଇେ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ତାଙ୍କ ମାତା ଦେଖିଲେ ତାଙ୍କର ସହେି ପୁତ୍ର ବହୁତ ସୁନ୍ଦର ହଇେଛି। ତେଣୁ ସେ ତାଙ୍କୁ ତିନିମାସ କାଳ ଲୁଚାଇ ରଖିଲେ।
ଅବୀମଲକେ ନିଜର ପିତୃଗୃହ ଆଫ୍ରାକକ୍ସ୍ଟ ଗଲା। ସେ ତା'ର ସତକ୍ସ୍ଟରି ଜଣ ଭାଇମାନଙ୍କୁ ସଠାେରେ ଗୋଟିଏ ପଥର ରେ ହତ୍ଯା କଲା। କିନ୍ତୁ ୟିରକ୍ସ୍ଟଦ୍ଦାଲ୍ର କନିଷ୍ଠ ପକ୍ସ୍ଟତ୍ର ନିଜକକ୍ସ୍ଟ ଲକ୍ସ୍ଟଗ୍ଭଇ ରଖିଲା। ତା'ର ନାମ ଯୋଥମ୍ ଥିଲା।
ଯୋୟାଶ୍ ଛଅ ବର୍ଷ ପର୍ୟ୍ଯନ୍ତ ପରମେଶ୍ବରଙ୍କ ମନ୍ଦିର ରେ ଯାଜକମାନଙ୍କ ସହିତ ଲୁକ୍କାଯିତ ଭାବରେ ରହିଲେ। ସହେି ସମୟରେ ଅଥଲିଯା ଦେଶ ରେ ରାଣୀ ଭାବରେ ରାଜତ୍ବ କଲେ।
ସହେି ଦୁଷ୍ଟ ଲୋକମାନେ ୟଦିଓ ପ୍ରାଧାନ୍ଯ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସମାନେେ ଦେଖିବାକୁ ସୁନ୍ଦର ଗହଣା ପରି। ଏହା ବହୁମୂଲ୍ଯ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।
ଆମ୍ଭମାନେେ ଚିନ୍ତା କରୁଛୁ ଗର୍ବୀ ଲୋକମାନେ ସୁଖୀ। ଦୁଷ୍ଟାଗ୍ଭରୀମାନେ କୃତକାର୍ୟ୍ଯ ହୁଅନ୍ତି। ସମାନେେ ପରମେଶ୍ବରଙ୍କ ର୍ଧୌୟ୍ଯ ପରୀକ୍ଷା କରିବାକୁ ମନ୍ଦ କାର୍ୟ୍ଯ କରି ଗ୍ଭଲନ୍ତି ଏବଂ ସମାନେେ କିଛି ଦଣ୍ତ ପାଆନ୍ତି ନାହିଁ।