ଦିତୀୟ ରାଜାବଳୀ 11:7 · ଓଡ଼ିଆ ବାଇବେଲ
ପୁଣି ବିଶ୍ରାମ ବାରର ଦୁଇ ଭାଗର ଲୋକ ଯେଉଁମାନେ କର୍ମକ୍ଷେତ୍ରକୁ ୟାଇ ସଦାପ୍ରଭୁଙ୍କ ମନ୍ଦିରର ପ୍ରହରୀ ରହିବେ ଓ ରାଜା ୟୋଯାଶ୍କୁ ରକ୍ଷା କରିବେ।
Cross references
ଦିତୀୟ ରାଜାବଳୀ 11:5
ତା'ପରେ ସେ ସମାନଙ୍କେୁ ଆଜ୍ଞା ଦଇେ କହନ୍ତି, ତୁମ୍ଭମାନେେ ଏହା ନିଶ୍ଚଯ କରିବ। ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ବିଶ୍ରାମ ଦିନ ଆରମ୍ଭ ରେ ଏହି ପ୍ରାସାଦକୁ ପ୍ରହରା ଦବୋକୁ ନିଶ୍ଚଯ ଆସିବ।
ଦିତୀୟ ବଂଶାବଳୀ 23:6
ସଦାପ୍ରଭୁଙ୍କ ମନ୍ଦିର ମଧ୍ଯକୁ କୌଣସି ବ୍ଯକ୍ତିକୁ ଆସିବାକୁ ଦବେ ନାହିଁ। କବଳେ ସବୋକାର୍ୟ୍ଯ କରୁଥିବା ଯାଜକ ଓ ଲବେୀୟମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ମଧ୍ଯକୁ ଆସିବାକୁ ଅନୁମତି ଦବେ, କାରଣ ସମାନେେ ପବିତ୍ର ଅଟନ୍ତି। କିନ୍ତୁ ଅନ୍ୟ ସମସ୍ତ ଲୋକଙ୍କୁ ସଦାପ୍ରଭୁ ଯେଉଁ କର୍ମ ଦଇେଛନ୍ତି, ତାହା ସମାନଙ୍କେୁ କରିବାକୁ ପଡ଼ିବ।