ତୁମ୍ଭମାନେେ ରାଜା ଯୋଯାଶକୁ ବେଷ୍ଟନ କରି ରହିବ। ସେ ଯେତବେେଳେ ଯିବେ, ତୁମ୍ଭେ ତାଙ୍କ ସହିତ ନିଶ୍ଚଯ ରହିବ। ତୁମ୍ଭମାନେେ ସର୍ବଦା ଅସ୍ତ୍ର ରେ ସଜ୍ଜିତ ହାଇେ ରହିବ। ଯେ କୌଣସି ଲୋକ ତୁମ୍ଭର ଅତି ନିକଟକୁ ଆ ସେ ତାକୁ ହତ୍ଯା କରାୟିବ।
Cross references
କିନ୍ତୁ ଯଦି ଜଣେ ବ୍ଯକ୍ତି ଇଚ୍ଛା କରି କିମ୍ବା ରାଗ ରେ ଅନ୍ୟଜଣକୁ ହତ୍ଯା କରେ, ତବେେ ହତ୍ଯାକାରୀ ନିଶ୍ଚିତ ମୃତ୍ଯୁଦଣ୍ଡ ପାଇବ। ତାକୁ ମାରେ ୟଜ୍ଞବଦେୀ ପାଖରୁ ନଇୟୋଅ ଓ ହତ୍ଯା କର।
ମୁଁ ତୁମ୍ଭଙ୍କୁ ବିନଯ କରୁଛ ଏକ ପ୍ରତିନିଧି ବାଛିବାକୁ, ୟିଏ ସମାନଙ୍କେୁ ଆଗଇେ ନବେ ଏବଂ ନୂତନ ଭୂମିକୁ ଆଣି ପାରିବ। ଏହିପ୍ରକା ରେ ସଦାପ୍ରଭୁଙ୍କର ଲୋକମାନେ ବିନା ପାଳକରେ ମଷେପଲ ତୁଲ୍ଯ ହବେେ ନାହିଁ।
ଯୋୟାବ ଯେତବେେଳେ ଏହା ଶୁଣିଲା, ସେ ଭୟଭୀତ ହାଇେ ପଡିଲା। କାରଣ ସେ ଅବଶା ଲୋମର ଅନୁଗାମୀ ନ ହାଇେ ଅଦୋନିଯର ଅନୁଗାମୀ ହାଇେଥିଲା। ତେଣୁ ସେ ସଦାପ୍ରଭୁଙ୍କ ତମ୍ବୁକୁ ୟାଇ ୟଜ୍ଞବଦେୀର ଶିଙ୍ଗକୁ ଅବଲମ୍ବନ କଲା।
ଏଥି ରେ ଯାଜକ ଯିହାୟୋଦାରଦା ସୈନ୍ଯମାନଙ୍କର ଅଧ୍ଯକ୍ଷମାନଙ୍କୁ ଆଦେଶ ଦେଲେ, ଅଥଲିଯାକୁ ମନ୍ଦିର ବାହାରକୁ ନଇୟୋଅ। ୟିଏ ତା'ର ପଶ୍ଚାତ ଧାବନ କରୁଛି, ନିଶ୍ଚଯ ହତ୍ଯା କରାୟିବ। ତାକୁ କିମ୍ବା ତା'ର ଅନୁସରଣକାରୀମାନଙ୍କୁ ମନ୍ଦିର ଭିତ ରେ ହତ୍ଯା କର ନାହିଁ।
ଲବେୀୟମାନଙ୍କୁ ରାଜାଙ୍କ ନିକଟରେ ରହିବାକୁ ହବେ। ପ୍ରେତ୍ୟକକ ବ୍ଯକ୍ତି ନିଜ ନିଜର ଖଡ୍ଗକୁ ସଙ୍ଗ ରେ ରଖିବେ। ଯଦି କୌଣସି ବ୍ଯକ୍ତି ମନ୍ଦିର ମଧିଅରେ ପ୍ରବେଶ କରିବାକୁ ଚେଷ୍ଟା କରିବ, ତବେେ ତାହାକୁ ବଧ କରିବ। ରାଜା ଯେଉଁଆଡ଼େ ଯିବେ, ତୁମ୍ଭମାନଙ୍କୁ ତାଙ୍କ ସହିତ ରହିବାକୁ ପଡ଼ିବ।