ସମାନେେ ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା ଶ୍ରମିକମାନଙ୍କୁ, ବଢଇମାନଙ୍କେୁ ଓ ଅନ୍ୟ ରାଜମନ୍ତ୍ରୀଗଣ ସଦାପ୍ରଭୁଙ୍କ ମନ୍ଦିର ପୂନଃନିର୍ମାଣ କାର୍ୟ୍ଯ ମରାମତି ରେ ଏହି ଟଙ୍କା ଦେଲେ।
Cross references
ସେ ସହେି ମୁଦ୍ରାକୁ ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ ଶ୍ରମିକମାନଙ୍କୁ ମଜୁରି ଦିଅନ୍ତୁ। ଆଉ ମଧ୍ଯ ସେ ମନ୍ଦିର ମରାମତି ରେ ତତ୍ତ୍ବବଧାରକ ଯାଜକ ମୁଦ୍ରା ଦିଅନ୍ତୁ।
ଏହାପରେ ଲବେୀୟମାନେ ସହେି ବାକ୍ସକୁ ରାଜାଙ୍କର ପଦାଧିକାରୀମାନଙ୍କ ନିକଟକୁ ନଇଗେଲେ। ସମାନେେ ଦେଖିଲେ ଯେ, ସହେି ବାକ୍ସ ଟଙ୍କା ରେ ପୂର୍ଣ୍ଣ ହାଇେଥିଲା। ରାଜାଙ୍କ ସଚିବ ଓ ମୁଖ୍ଯ ଯାଜକଙ୍କ ପଦାଧିକାରୀମାନେ ଆସିଲେ ଓ ବାକ୍ସରୁ ଟଙ୍କାତକ କାଢ଼ି ନେଲେ। ଏହାପରେ ସମାନେେ ସହେି ବାକ୍ସରୁ ପୁନର୍ବାର ତାହାର ସ୍ଥାନ ରେ ରଖି ଦେଲେ। ପ୍ରତିଦିନ ସମାନେେ ଏହିପରି କଲେ ଓ ପ୍ରଚୁର ଟଙ୍କା ଜମା କଲେ।
ସହେି ଲୋକମାନେ ପ୍ରଧାନ ଯାଜକ ହିଲ୍କିଯଙ୍କ ନିକଟକୁ ଆସିଲେ ଓ ଲୋକମାନେ ମନ୍ଦିର ନିମନ୍ତେ ଦଇେଥିବା ଟଙ୍କା ତାଙ୍କୁ ଦେଲେ। ଲବେୀୟ ଦ୍ବାରପାଳଗଣ ମନଃଶି, ଇଫ୍ରଯିମ ଓ ଇଶ୍ରାୟେଲର ଅବଶିଷ୍ଟ ଲୋକମାନଙ୍କଠାରୁ ଟଙ୍କା ସଂଗ୍ରହ କରିଥିଲେ। ସମାନେେ ଯିହୁଦା, ବିନ୍ଯାମୀନ ଓ ୟିରୁଶାଲମ ରେ ବାସ କରୁଥିବା ସମସ୍ତ ଲୋକଙ୍କଠାରୁ ମଧ୍ଯ ଏହି ଟଙ୍କା ସଂଗ୍ରହ କରିଥିଲେ।
ଏହାପରେ ଲବେୀୟମାନେ ସଦାପ୍ରଭୁଙ୍କ ମନ୍ଦିରର ତଦାରଖ କାର୍ୟ୍ଯ କରୁଥିବା ଲୋକମାନଙ୍କୁ ମଜୁରୀ ଦେଲେ। ଆଉ ତଦାରଖକାରୀମାନେ ସଦାପ୍ରଭୁଙ୍କ ମନ୍ଦିର ମରାମତି କରୁଥିବା ଶ୍ରମିକମାନଙ୍କୁ ମଜୁରୀ ଦେଲେ।