Home Bibles ଦିତୀୟ ରାଜାବଳୀ 12:17 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 12:17 · ଓଡ଼ିଆ ବାଇବେଲ

ଅନନ୍ତର ଅରାମର ରାଜା ହସାଯଲେ ଗାଥ ବିରୁଦ୍ଧ ରେ ୟୁଦ୍ଧ କରି ତାକୁ ଅଧିକାର କଲେ। ତା'ପରେ ସେ ୟିରୁଶାଲମ ବିରୁଦ୍ଦ ରେ ୟୁଦ୍ଧ କରିବାକୁ ଯୋଜନା କଲେ।

Cross references

ଲେବୀୟ ପୁସ୍ତକ 7:7

ପାପାର୍ଥକ ବଳି ଯେଉଁପରି, ଦୋଷାର୍ଥକ ବଳି ମଧ୍ଯ ସହେିପରି। ଯେଉଁ ଯାଜକ ସହେି ପ୍ରାଯଶ୍ଚିତ କରେ, ତାହା ତାଙ୍କର ହବେ। ଦୁଇଟିର ବ୍ଯବସ୍ଥା ଏକ।

ଲେବୀୟ ପୁସ୍ତକ 7:9

ପ୍ରେତ୍ୟକକ ଶସ୍ଯ ନବୈେଦ୍ଯ ଯାହା ତୁନ୍ଦୁର ରେ ବା କରଇେ ରେ ପକ୍ବ କରାୟାଏ, ସେସବୁ ଉତ୍ସର୍ଗକାରୀ ଯାଜକର ହବେ।

ଗଣନା ପୁସ୍ତକ 18:9

ମହାପବିତ୍ର ବସ୍ତ୍ରର ଏହିସବୁ ଅଂଶଗୁଡିକ ତୁମ୍ଭର ହବେ। ଏହି ଅଂଶଗୁଡିକ ଦଗ୍ଧ ହବୋ ଉଚିତ୍ ନୁହଁ ଯଥା: ସମାନଙ୍କେର ଶସ୍ଯ ନବୈେଦ୍ଯ ପାପାର୍ଥକ ବଳି ଓ ଦୋଷାର୍ଥକ ବଳି। ଏଗୁଡିକ ମହାପବିତ୍ର ଓ ତାହା ତୁମ୍ଭ ପାଇଁ ଏବଂ ତୁମ୍ଭର ଭବିଷ୍ଯତ ବଂଶଧରଙ୍କ ପାଇଁ।

ପ୍ରଥମ ଶାମୁୟେଲ 27:2

ତେଣୁ ଦାଉଦ ଓ ତାଙ୍କର 600 ଲୋକ ଇଶ୍ରାୟେଲ ପରିତ୍ଯାଗ କଲେ। ମାଯୋକର ପକ୍ସ୍ଟତ୍ର ଆଖୀଶ ନାମକ ଗାଥର ରାଜା ନିକଟକକ୍ସ୍ଟ ଗଲେ।

ପ୍ରଥମ ରାଜାବଳୀ 2:39

ତିନିବର୍ଷ ପରେ ଶିମିଯିର ଦାସମାନଙ୍କ ମଧ୍ଯରୁ ଦୁଇଜଣ ଗାଥୀଯ ରାଜା ମାଖାର ପୁତ୍ର ଅଖୀଶ ନିକଟକୁ ଗଲେ। ଲୋକମାନେ ଶିମିଯିକି ଖବର ଦେଲେ, ଏଠାକୁ ଦେଖ, ତୁମ୍ଭର ଦାସମାନେ ଗାଥ-ନଗର ରେ ଅଛନ୍ତି।

ପ୍ରଥମ ରାଜାବଳୀ 19:17

ତହିଁରେ ଯେଉଁ ଲୋକ ହସାଯଲରେ ଖଡ୍ଗରୁ ବଞ୍ଚିବ ଯହେୂ ତାକୁ ବଧ କରିବ ଓ ଯେ ଯହେୂର ଖଡ୍ଗରୁ ବଞ୍ଚିବ ତାହାକୁ ଇଲୀଶାୟ ବଧ କରିବ।

ଦିତୀୟ ରାଜାବଳୀ 8:12

ତହୁଁ ହସାଯଲେ ପଚାରିଲେ, ହେ ମାରେ ମହାଶୟ, କାହିଁକି ରୋଦନ କଲେ?

ପ୍ରଥମ ବଂଶାବଳୀ 8:13

ବରୀଯ ଓ ଶମାେ ଅଯାଲୋନର ନିବାସୀମାନଙ୍କ ପରିବାରର ମୁଖ୍ଯ ଥିଲେ। ସହେି ପୁତ୍ରମାନେ ଗାଥର ନିବାସୀମାନଙ୍କୁ ସମାନଙ୍କେ ନଗର ଛାଡ଼ି ଚାଲିୟିବା ପାଇଁ ବାଧ୍ଯ କଲେ।

ପ୍ରଥମ ବଂଶାବଳୀ 18:1

ପରେ ଦାଉଦ ପଲେଷ୍ଟୀୟ ଲୋକଙ୍କୁ ଆକ୍ରମଣ କଲେ। ସେ ସମାନଙ୍କେୁ ପରାସ୍ତ କଲେ। ସେ ପଲେଷ୍ଟୀୟମାନଙ୍କଠାରୁ ଗାଥ ସହର ଓ ତାହାର ଚତୁର୍ଦ୍ଦିଗ ରେ ଥିବା କ୍ଷୁଦ୍ର ସହରଗୁଡ଼ିକୁ ଚ୍ଛିନ୍ନ କରି ନଇଗେଲେ।

ଦିତୀୟ ବଂଶାବଳୀ 24:23

ବର୍ଷର ଶଷେ ଆଡ଼କୁ ଅରାମୀଯ ସୈନ୍ଯଦଳ ୟୋଯାଶ୍ଙ୍କ ବିରୁଦ୍ଧ ରେ ଆସିଲେ। ସମାନେେ ଯିହୁଦା ଓ ୟିରୁଶାଲମକୁ ଆକ୍ରମଣ କଲେ ଏବଂ ଲୋକମାନଙ୍କର ସବୁ ନେତାମାନଙ୍କୁ ହତ୍ଯା କଲେ। ସମାନେେ ସବୁ ବହୁମୂଲ୍ଯ ସାମଗ୍ରୀଗୁଡ଼ିକୁ ଦମ୍ମେଶକର ରାଜାଙ୍କ ନିକଟକୁ ପଠାଇ ଦେଲେ।

ଯିରିମିୟ 42:15

ଏଣୁ ହେ ଯିହୁଦାର ଲୋକେ, ତୁମ୍ଭମାନେେ ଏବେ ସଦାପ୍ରଭୁଙ୍କର ବାକ୍ଯ ଶୁଣ। ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, 'ଯଦି ତୁମ୍ଭମାନେେ ମିଶରକୁ ୟିବାପାଇଁ ଓ ବାସ କରିବା ପାଇଁ ସଙ୍କଳ୍ପବଦ୍ଧ, ଏହି ନିମ୍ନ ଘଟଣାମାନ ଘଟିବ।

ଲୂକଲିଖିତ ସୁସମାଚାର 9:51

ଯୀଶୁ ଜଗତ ଛାଡି ସ୍ବର୍ଗକୁ ଫରେିୟିବାର ସମୟ ପାଖଇେ ଆସୁଥିଲା। ଯୀଶୁ ୟିରୂଶାଲମ ୟିବାକୁ ସ୍ଥିର କଲେ।

ଲୂକଲିଖିତ ସୁସମାଚାର 9:53

କିନ୍ତୁ ୟିଶୁ ୟିରୂଶାଲମକୁ ଯାଉଥିବାର ଦେଖି ସଠାେକାର ଲୋକ ତାହାଙ୍କୁ ସ୍ବାଗତ କଲେ ନାହିଁ।

Interlinear

Choose Theme