Home Bibles ଦିତୀୟ ରାଜାବଳୀ 12:9 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 12:9 · ଓଡ଼ିଆ ବାଇବେଲ

ତେଣୁ ଯାଜକ ଯିହାୟୋଦାରଦା ଗୋଟିଏ ସିନ୍ଦୁକ ନଇେ ତା'ର ଢାଙ୍କୁଣି ରେ ଏକ ଛିଦ୍ର କରି ୟଜ୍ଞବଦେୀ ନିକଟରେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରବେଶ ସ୍ଥାନର ଦକ୍ଷିଣ ପାଶର୍‌ବ ରେ ରଖିଲା। ପୁଣି ଦ୍ବାର ରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଟଙ୍କାସବୁ ଲୋକମାନଙ୍କ ଦ୍ବାରା ଆଣିଲେ, ସହେି ଦ୍ବାର ନିକଟରେ ରଖିଲେ।

Cross references

ଦିତୀୟ ରାଜାବଳୀ 22:4

ତୁମ୍ଭେ ମହାୟାଜକ ହିଲକିଯ ନିକଟକୁ ୟାଅ, ତାଙ୍କୁ କୁହ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଯେଉଁ ମୁଦ୍ରା ଦ୍ବାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରୁଛନ୍ତି, ସେ ମୁଦ୍ରା ଏଣିକି ଆଣ।

ଦିତୀୟ ରାଜାବଳୀ 23:4

ପୁଣି ରାଜା ସଦାପ୍ରଭୁଙ୍କ ମନ୍ଦିରରୁ ବାଲର, ଆଶରୋମୂର୍ତ୍ତୀର ଓ ସ୍ବର୍ଗସ୍ଥ ସମସ୍ତ ବାହିନୀ ଓ ମିଥ୍ଯା ଦବେତାମାନଙ୍କ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲକିଯ ମହାୟାଜକକୁ, ଦ୍ବିତୀୟ ଶ୍ ରଣେୀର ଯାଜକମାନଙ୍କୁ ଓ ଦ୍ବାରପାଳ ମାନଙ୍କୁ ଆଦେଶ କଲେ। ତା'ପରେ ଯୋଶିୟଯ ରାଜା ସେ ସମସ୍ତ ଦ୍ରବ୍ଯକୁ ୟିରୁଶାଲମର ବାହା ରେ କିଦ୍ରୋଣ ଉପତ୍ୟକା ରେ ଦଗ୍ଧ କଲେ ଓ ତାହାର ଭସ୍ମ ବୈଥଲକେୁ ନଇଗେଲେ।

ଦିତୀୟ ରାଜାବଳୀ 25:18

ପୁଣି ନବୂସରଦନ୍ ପ୍ରଧାନ ଯାଜକ ସରାଯ ଦ୍ବିତୀୟ ଯାଜକ ସଫନିଯ ଓ ତିନି ଜଣ ଦ୍ବାରପାଳଙ୍କୁ ନଇେ ଗଲା।

ପ୍ରଥମ ବଂଶାବଳୀ 15:18

ସହେି ଲବେୀୟମାନଙ୍କର ଆଉ ଏକ ଦ୍ବିତୀୟ ଦଳ ମଧ୍ଯ ଥିଲେ। ସମାନେେ ଥିଲେ ଜିଖରିଯ, ବନେ, ୟାସୀଯଲେ, ଶମୀରାମାେତ, ୟିହୀଯଲେ, ଉନ୍ନିକି, ଇଲୀଯାବ, ବନାଯ, ମା ସଯେ, ମତ୍ତଥିଯ, ଇଲୀଫଲହେୁ, ମିକ୍ନଯେ, ଓବଦେ-ଇଦୋମ ଓ ୟିଯୁଯଲେ। ଏହିମାନେ ଦ୍ବାରପାଳ ଥିଲେ।

ପ୍ରଥମ ବଂଶାବଳୀ 15:24

ଶବନିଯ, ୟୋଶାଫଟ୍, ନଥନଲେ, ଅମାସଯ, ଜିଖରିଯ, ବନାଯ ଓ ଇଲୀଯଷେର, ଏମାନଙ୍କର କାର୍ୟ୍ଯ ଥିଲା, ନିଯମସିନ୍ଦୁକର ସମ୍ମୁଖ ରେ ତୂରୀ ବଜାଇବା। ଓବେଦ୍-ଇଦୋମ୍ ଓ ୟିହିଯ ନିଯମସିନ୍ଦୁକର ଦ୍ବାରପାଳ ଥିଲେ।

ଦିତୀୟ ବଂଶାବଳୀ 24:8

ରାଜା ଯୋୟାଶ୍ ଏକ ବାକ୍ସ ନିର୍ମାଣ କରିବାକୁ ଓ ସଦାପ୍ରଭୁଙ୍କ ମନ୍ଦିର ଦ୍ବାରର ବାହାର ପାଶର୍‌ବ ରେ ରଖିବାକୁ ଆଦେଶ ଦେଲେ।

ଗୀତସଂହିତା 84:10

ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ବରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହବୋ ଭଲ।

ଯିରିମିୟ 35:4

ସମାନଙ୍କେୁ ସଦାପ୍ରଭୁଙ୍କ ଗୃହକୁ ନଇଗେଲି। ମୁଁ ପରମେଶ୍ବରଙ୍କ ଲୋକ ୟିଗଦଲିଯର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକୁ ଗଲି। ସହେି କଠାେରୀ ଉଲ୍ଲମର ପୁତ୍ର ମା ସଯେ ନାମକ ଦ୍ବାରପାଳର କଠାେରୀ ଉପ ରେ, ଅଧିପତିଗଣର କୋଠରୀ ନିକଟରେ ଥିଲା।

ଯିରିମିୟ 52:24

ପୁଣି ପ୍ରହରୀବର୍ଗର ସନୋପତି ପ୍ରଧାନ ଯାଜକ ସରାଯକୁ ଓ ଦ୍ବିତୀୟ ଯାଜକ ସଫନିଯକୁ ଏବଂ ଆଉ ତିନିଜଣ ଦ୍ବାରପାଳକୁ ବନ୍ଦୀ କରି ନଲୋ।

ମାର୍କଲିଖିତ ସୁସମାଚାର 12:41

ଯୀଶୁ ମନ୍ଦିରର ଦାନ ବାକ୍ସ ପାଖ ରେ ବସିଥିଲେ। ଲୋକମାନେ କିଭଳି ଭାବରେ ଦାନ ବାକ୍ସ ରେ ଟଙ୍କା ଭର୍ତ୍ତି କରୁଛନ୍ତି, ତାହା ସେ ଲକ୍ଷ୍ଯ କରୁଥିଲେ। ବହୁତ ଧନୀ ଲୋକ ଦାନ ବାକ୍ସ ରେ ପ୍ରଚୁର ଟଙ୍କା ପକାଉଥିଲେ।

ଲୂକଲିଖିତ ସୁସମାଚାର 21:1

ଯୀଶୁ ଦେଖିଲେ ଯେ କେତକେ ଧନୀଲୋକ ମନ୍ଦିରର ଦାନବାକ୍ସ ରେ ପରମେଶ୍ବରଙ୍କ ପାଇଁ ଦାନ ଦେଉଛନ୍ତି।

Interlinear

Choose Theme