ତା'ପରେ ଯିହାୟୋଦାରହସ୍ ସଦାପ୍ରଭୁଙ୍କ କୃପା ଭିକ୍ଷା କଲେ। ସେ ତାଙ୍କର ନିବଦନେ ଶୁଣିଲେ ଓ ଇଶ୍ରାୟେଲ ଉପରେ ଅରାମ ରାଜାଙ୍କର ଉପଦ୍ରବ ଓ ଇଶ୍ରାୟେଲୀୟମାନଙ୍କର ଦୁର୍ଦ୍ଦଶା ଦେଖିଲେ।
Cross references
ପରମେଶ୍ବର ସହେି ବାଳକର କ୍ରନ୍ଦନ ଶୁଣିପାରିଲେ ଏବଂ ପରମେଶ୍ବରଙ୍କର ଦୂତ ସ୍ବର୍ଗରୁ ହାଗାରକୁ କହିଲେ, କ'ଣ ହେଲା ହାଗାର? ଭୟ କର ନାହିଁ! ସଦାପ୍ରଭୁ ସହେି ସ୍ଥାନରୁ ସେ ପିଲାର କ୍ରନ୍ଦନ ଶୁଣି ପାରୁଛନ୍ତି।
ମାହେର ପୂର୍ବପୁରୁଷଙ୍କ ପରମେଶ୍ବର ଅବ୍ରହାମଙ୍କ ପରମେଶ୍ବର ଓ ଇସ୍ହାକର ଭୟନାଶକ ପରମେଶ୍ବର ଯବେେ ମାେ ସହିତ ନଥାନ୍ତେ, ତବେେ ଅବଶ୍ଯ ଏବେ ତୁମ୍ଭେ ମାେତେ ତୁଚ୍ଛା ହାତ ରେ ବିଦାଯ କରିଥାନ୍ତ। ପରମେଶ୍ବର ମାରେ ଦୁଃଖ ଓ ହସ୍ତର ପରିଶ୍ରମ ଦେଖି ଅଛନ୍ତି। ଏଣୁ ଗତ ରାତ୍ରି ରେ ତୁମ୍ଭକୁ ଧମକାଇଲେ।
ଏହାପରେ ସଦାପ୍ରଭୁ କହିଲେ, ଆମ୍ଭେ ମିଶର ରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଛୁ ଏବଂ ମିଶରୀଯବାସୀ ସମାନଙ୍କେୁ ୟନ୍ତ୍ରଣା ଦବୋ ସମୟରେ ଆମ୍ଭେ ସମାନଙ୍କେର କ୍ରନ୍ଦନ ଶୁଣିଛୁ। ଆମ୍ଭେ ସମାନଙ୍କେର ୟନ୍ତ୍ରଣା ସବୁ ଜାଣିଛୁ।
ଆମ୍ଭେ ଇଶ୍ରାୟେଲୀୟ ଲୋକମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ଦେଖିଛୁ ମିଶରୀଯମାନେ ସମାନଙ୍କେୁ କିପରି ଦୌରାତ୍ମ୍ଯ କରିଛନ୍ତି ଓ ତାଙ୍କର ଜୀବନ ଦୁର୍ବିସହ କରିଛନ୍ତି।
ଏଥି ରେ ଲୋକମାନେ ମାଶାଙ୍କେ ନିକଟକୁ ଆସି ନିବଦନେ କଲେ, ଆମ୍ଭମାନେେ ସଦାପ୍ରଭୁ ଓ ତୁମ୍ଭ ବିରୁଦ୍ଧ ରେ ଅଭିଯୋଗ କରି ପାପ କରିଅଛୁଁ। ତେଣୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, ସେ ଯେପରି ଆମ୍ଭମାନଙ୍କଠାରୁ ଏହି ସର୍ପମାନଙ୍କୁ ଦୂ ରଇେ ନବେେ। ତେଣୁ ମାଶାେ ଲୋକମାନଙ୍କ ପାଇଁ ପ୍ରାର୍ଥନା କଲେ।
ଇଶ୍ରାୟେଲ ସନ୍ତାନଗଣ ବହକ୍ସ୍ଟତ ଗରିବ ହାଇଗେଲେ। କାରଣ ଏହି ମିଦିଯନୀଯମାନଙ୍କ ପାଇଁ। ତେଣୁ ଇଶ୍ରାୟେଲ ସନ୍ତାନଗଣ ସାହାର୍ୟ୍ଯ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।
ତେଣୁ ଇଶ୍ରାୟେଲର ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସମାନେେ କହିଲେ, ଆମ୍ଭମାନେେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ପାପ କରିଅଛକ୍ସ୍ଟ, କାରଣ ଆମ୍ଭମାନେେ ଆପଣମାନଙ୍କର ପରମେଶଓରଙ୍କୁ ପରିତ୍ଯାଗ କରିଅଛକ୍ସ୍ଟ ଓ ବାଲ ଦବେତାଗଣଙ୍କର ପୂଜା କରିଅଛକ୍ସ୍ଟ।
କିନ୍ତୁ ଇଶ୍ରାୟେଲ ସନ୍ତାନଗଣ ସଦାପ୍ରଭୁଙ୍କୁ କହିଲେ, ଆମେ ପାପ କରିଛକ୍ସ୍ଟ। ତୁମ୍ଭର ଯାହା ଇଛା ଆମ୍ଭମାନଙ୍କୁ ଦଣ୍ତ ଦିଅ। କିନ୍ତୁ ବର୍ତ୍ତମାନ ଆମ୍ଭମାନଙ୍କୁ ଉଦ୍ଧାର କର।
ଯିହାୟୋଦାରହସଙ୍କ ରାଜତ୍ବ କାଳର ସମସ୍ତ ସମୟ ଅରାମର ରାଜା ହସାଯଲେ ଇଶ୍ରାୟେଲର କ୍ଲେଶର କାରଣ ହେଲେ।
ମାତ୍ର ସଦାପ୍ରଭୁ ଇଶ୍ରାୟେଲୀୟମାନଙ୍କ ପ୍ରତି ଅତ୍ଯନ୍ତ ଦୟାଳୁ ଥିଲେ ଓ ସମାନଙ୍କେ ପ୍ରତି କୃପା ଦୃଷ୍ଟି କଲେ। କାରଣ ଅବ୍ରହାମ, ଇସ୍ହାକ୍ ଓ ଯାକୁବ ସହିତ ସଦାପ୍ରଭୁଙ୍କର ଚୁକ୍ତି ହାଇେଥିଲା। ସେ ସମାନଙ୍କେୁ ବିନାଶ କରିବେ ନାହିଁ କି ଦୂ ରଇେ ଦବେେ ନାହିଁ।
କାରଣ ସଦାପ୍ରଭୁ ଇଶ୍ରାୟେଲୀୟ ଲୋକମାନଙ୍କୁ ଦଯନୀଯ ୟନ୍ତ୍ରଣା ଦେଖିଲେ। ଯେଉଁମାନେ ଦୋଷି ଥିଲେ ଯେଉଁ ମାନେ ମୁକ୍ତ ଥିଲେ। ଏହା କାରଣ ଥିଲା, ଇଶ୍ରାୟେଲକୁ ସାହାୟ୍ଯ କରିବାକୁ କହେି ନଥିଲେ।
ତାଙ୍କ ଉପରକୁ ଯେତବେେଳେ ଏହିସବୁ ବିପଦ ଆସିଲା, ମନଃଶି ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କଠାରୁ ସାହାୟ୍ଯ ଲୋଡ଼ିଲେ। ମନଃଶି ନିଜକୁ ତାଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବରଙ୍କ ସମ୍ମୁଖ ରେ ନମ୍ର କଲେ।
ମନଃଶି ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କଲେ ଓ ତାଙ୍କୁ ସାହାୟ୍ଯ କରିବା ନିମନ୍ତେ ପରମେଶ୍ବରଙ୍କୁ ଅନୁ ରୋଧ କରିବାକୁ ଲାଗିଲେ। ସଦାପ୍ରଭୁ ମନଃଶିଙ୍କ ପ୍ରାର୍ଥନା ଶୁଣିଲେ ଓ ତାଙ୍କୁ ଦୟା କଲେ। ସଦାପ୍ରଭୁ ତାଙ୍କୁ ୟିରୁଶାଲମକୁ ଓ ତାଙ୍କ ସିଂହାସନକୁ ଫରୋଇ ଆଣିଲେ। ଏହାପରେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ବର ହିଁ ସତ୍ଯ ଅଟନ୍ତି।
ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ବର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା 'ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ' ରେ ଲଖାୟୋଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସହେି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶରୋ ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସହେିସବୁ ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ ରେ ଲଖାୟୋଇଅଛି।
ଏଣୁ ଆମ୍ଭମାନେେ ଉପବାସ କଲୁ ଏବଂ ଆମ୍ଭମାନଙ୍କ ପରମେଶ୍ବରଙ୍କ ନିକଟରେ ବିନତୀ କଲୁ ଏବଂ ସେ ଆମ୍ଭମାନଙ୍କ ପ୍ରାର୍ଥନାର ଉତ୍ତର ଦେଲେ।
ତା'ପରେ ତୁମ୍ଭେ ତାଙ୍କୁ ପ୍ରାର୍ଥନା କରିବ ଏବଂ ସେ ତୁମ୍ଭର ଡ଼ାକ ଶୁଣିବେ। ଯାହାସବୁ ପ୍ରତିଜ୍ଞା ତାଙ୍କଠା ରେ କରିଛ, ତାହା ତୁମ୍ଭେ ରଖିବାକୁ ସକ୍ଷମ ହବେ।
ପରମେଶ୍ବର କହନ୍ତି, ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।
ଯେତବେେଳେ ପରମେଶ୍ବର ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିଲେ, ଅନ୍ୟମାନେ ପରମେଶ୍ବରଙ୍କ ନିକଟକୁ ଫରେିଆସିଲେ ଏବଂ ତାଙ୍କଠାରୁ ସାହାୟ୍ଯ ପାଇବା ପାଇଁ ଉତ୍କଣ୍ଠିତ ହେଲେ।
ଅନକେ ଥର ପରମେଶ୍ବର ସମାନଙ୍କେୁ ଉଦ୍ଧାର କଲେ। ମାତ୍ର ସମାନେେ କ୍ରମାଗତ ପରମେଶ୍ବରଙ୍କ ବିଦ୍ରୋହୀ ହେଲେ ଏବଂ ଆପଣା ଇଚ୍ଛାନୁସାରେ କାର୍ୟ୍ଯରେ ବହୁତ ଗଭୀର ପର୍ୟ୍ଯନ୍ତ ବୁଡ଼ିଗଲେ।
ହେ ସଦାପ୍ରଭୁ, ସଙ୍କଟ ସମୟରେ ସମାନେେ ତୁମ୍ଭକୁ ପ୍ରାର୍ଥନା କରିଛନ୍ତି। ଯେତବେେଳେ ତୁମ୍ଭେ ସମାନଙ୍କେୁ ଶାସ୍ତି ଦଲେ, ସମାନେେ ତୁମ୍ଭଙ୍କୁ ପ୍ରାର୍ଥନା ରେ ଡାକିଲେ।
ସେ ସମାନଙ୍କେର ସବୁ ଦୁଃଖ ରେ ଦୁଃଖିତ ହେଲେ। ତାହାଙ୍କର ଉପସ୍ଥିତି ସ୍ବରୂପ ଦୂତ ସମାନଙ୍କେୁ ପରିତ୍ରାଣ କଲେ। ସେ ସମାନଙ୍କେୁ ନିଜ ପ୍ ରମେ ଓ ଦୟାରୁ ମୁକ୍ତ କଲେ ଏବଂ ସମାନେେ ଅତି ପୁରୁଣା ସମୟ ଦଇେ ବହନ କଲେ।
ସମାନେେ ଏକ କାଠ ମୁଣ୍ଡାକୁ କହନ୍ତି, ତୁମ୍ଭେ ଆମ୍ଭର ପିତା' ଓ ଖଣ୍ଡେ ପଥରକୁ କହନ୍ତି, 'ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ।' ସମାନେେ ସେଥିପାଇଁ ଲଜ୍ଜିତ ହବେେ। ପୁଣି ସମାନେେ ଆମ୍ଭ ଆଡ଼କୁ ମୁଖ ନ କରି, ଆମ୍ଭ ଆଡ଼କୁ ପଛପଟ କରିଅଛନ୍ତି। ମାତ୍ର ବିପଦ ସମୟରେ ଯିହୁଦାର ଲୋକମାନେ କହିବେ, 'ତୁମ୍ଭେ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର।'
ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦବୋ। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷଯ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।