ଦିତୀୟ ରାଜାବଳୀ 15:11 · ଓଡ଼ିଆ ବାଇବେଲ
ଜିଖରିଯଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ, ପରାକ୍ରମ ଇଶ୍ରାୟେଲ ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
Cross references
ପ୍ରଥମ ରାଜାବଳୀ 14:19
ଏହି ୟାରବିଯାମଙ୍କର ସମସ୍ତ କାର୍ୟ୍ଯକଳାପ, ତା'ର ରାଜ୍ଯ ଶାସନର ପ୍ରକୃତ କଥା ଓ ସେ କିପରି ୟୁଦ୍ଧ କଲେ, ଏସବୁ ଇଶ୍ରାୟେଲୀୟ ରାଜାମାନଙ୍କ ଇତିହାସ ପୁସ୍ତକରେ ଲଖାେଅଛି।
ଦିତୀୟ ରାଜାବଳୀ 1:18
ଅହସିଯଙ୍କ ଅନ୍ୟ ସମସ୍ତ କାର୍ୟ୍ଯ ଇଶ୍ରାୟେଲ ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ହାଇେଛି।
ଦିତୀୟ ରାଜାବଳୀ 14:28
ୟାରବିଯାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିଯା, ସମସ୍ତ ପରାକ୍ରମ, ସେ କି ପ୍ରକାର ୟୁଦ୍ଧ କଲେ ଓ ଇଶ୍ରାୟେଲ ପାଇଁ ସେ କିପରି ଯିହୁଦାର ପୁର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ଅଧିକାର କଲେ, ସେ ସବୁ ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
ଦିତୀୟ ରାଜାବଳୀ 15:15
ଶଲ୍ଲୁମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ଜିଖରିଯଙ୍କ ବିରୁଦ୍ଧ ରେ କୃତ ଚକ୍ରାନ୍ତ ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।