Home Bibles ଦିତୀୟ ରାଜାବଳୀ 15:17 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 15:17 · ଓଡ଼ିଆ ବାଇବେଲ

ଯିହୁଦା ରେ ଅସରିଯଙ୍କ ରାଜତ୍ବର ଅଣଗ୍ଭଳିଶ ବର୍ଷ ରେ ଗାଦିଙ୍କର ପୁତ୍ର ମନ ହେମ୍ ଇଶ୍ରାୟେଲ ରେ ରାଜା ହେଲେ ଓ ସେ ଶମରିଯା ରେ ଦଶବର୍ଷ ରାଜତ୍ବ କଲେ।

Cross references

ଦିତୀୟ ରାଜାବଳୀ 15:1

ଇଶ୍ରାୟେଲ ରେ ୟାରବିଯାମଙ୍କ ରାଜତ୍ବର ସପ୍ତବିଂଶ ବର୍ଷ ରେ ଅମତ୍ସିଯଙ୍କର ପୁତ୍ର ଅସରିଯ ଯିହୁଦା ରେ ରାଜା ହେଲେ।

ଦିତୀୟ ରାଜାବଳୀ 15:14

ଆଉ ଗାଦିର ପୁତ୍ର ମନ ହେମ୍ ତିର୍ସାରୁ ଆସି ଶମରିଯା ରେ ଉପସ୍ଥିତ ହେଲେ ଓ ୟାବେଶଙ୍କ ପୁତ୍ର ଶଲ୍ଲୁମଙ୍କୁ ଶମରିଯା ରେ ଆଘାତ କରି ବଧ କଲେ ଓ ତାଙ୍କ ପଦ ରେ ରାଜ୍ଯ କଲେ।

ଦିତୀୟ ରାଜାବଳୀ 15:32

ଇଶ୍ରାୟେଲର ରାଜା ରମଲିଯଙ୍କର ପୁତ୍ର ପକହଙ୍କେ ରାଜତ୍ବର ଦ୍ବିତୀୟ ବର୍ଷ ରେ ଯିହୁଦାର ରାଜା ଉଷିୟଙ୍କର ପୁତ୍ର ଯୋଥମ ରାଜ୍ଯ କରିବାକୁ ଆରମ୍ଭ କଲେ।

Interlinear

Choose Theme