ଦିତୀୟ ରାଜାବଳୀ 15:22 · ଓଡ଼ିଆ ବାଇବେଲ
ମନ ହେମ୍ଙ୍କର ମୃତ୍ଯୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ କବର ନେଲେ। ତାଙ୍କ ପରେ ତାଙ୍କ ପୁତ୍ର ପକହିଯ ତାଙ୍କ ପଦ ରେ ରାଜ୍ଯ କଲେ।
Cross references
ଦିତୀୟ ରାଜାବଳୀ 15:10
ଆଉ ୟାବେଶଙ୍କ ପୁତ୍ର ଶଲ୍ଲମ ୟିଖରିଯଙ୍କ ବିରୁଦ୍ଧ ରେ ଚକ୍ରାନ୍ତ କଲେ ଓ ତାଙ୍କୁ ସମସ୍ତଙ୍କ ସମ୍ମୁଖ ରେ ବଧ କଲେ ଓ ନୂତନ ରୂପେ ରାଜା ହେଲେ।