ଦିତୀୟ ରାଜାବଳୀ 15:31 · ଓଡ଼ିଆ ବାଇବେଲ
ଏହି ପକହଙ୍କେର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିଯା ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
Cross references
ପ୍ରଥମ ରାଜାବଳୀ 14:19
ଏହି ୟାରବିଯାମଙ୍କର ସମସ୍ତ କାର୍ୟ୍ଯକଳାପ, ତା'ର ରାଜ୍ଯ ଶାସନର ପ୍ରକୃତ କଥା ଓ ସେ କିପରି ୟୁଦ୍ଧ କଲେ, ଏସବୁ ଇଶ୍ରାୟେଲୀୟ ରାଜାମାନଙ୍କ ଇତିହାସ ପୁସ୍ତକରେ ଲଖାେଅଛି।
ଦିତୀୟ ରାଜାବଳୀ 1:18
ଅହସିଯଙ୍କ ଅନ୍ୟ ସମସ୍ତ କାର୍ୟ୍ଯ ଇଶ୍ରାୟେଲ ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ହାଇେଛି।