ରାଜା ଆହାସ୍ସଯଲତଲବଲଳ ଦମ୍ମଲଶକରୁ ଆସିଲଲ।ସସ ୟଜ୍ଞବଲଦିସଦଖିଲଲ ଓ ୟଜ୍ଞବଲଦୀ ନିକଟକୁ ୟାଇ ତା' ଉପଲର ବଳିଦାନ କଲଲ।
Cross references
ସମାନେେ ତୁମ୍ଭ ସହିତ ୟୋଗ ଦଇେ ତୁମ୍ଭର ସମସ୍ତ ସବୋକର୍ମ ସହିତ ସମାଗମ ତମ୍ବୁର ରକ୍ଷଣୀଯ ଦାଯିତ୍ବ ନବେେ। ଆଉ କୌଣସି ଅନ୍ୟ ବଂଶୀଯ ଲୋକ ସମାନଙ୍କେ ନିକଟକୁ ୟିବ ନାହିଁ।
ତେଣୁ ରାଜା ୟାରବିଯାମ ନିଜ ମନୋନୀତ ଅଷ୍ଟମ ମାସର ପଞ୍ଚଦଶ ଦିନ ରେ ବୈଥଲେସ୍ଥିତ ସ୍ବନିର୍ମିତ ୟଜ୍ଞବଦେୀକି ଗଲେ। ଆଉ ମଧ୍ଯ ସେ ଇଶ୍ରାୟେଲ ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜଳାଇବା ପାଇଁ ବୈଥଲରେ ୟଜ୍ଞବଦେୀକି ଗଲେ।
ସଦାପ୍ରଭୁ ଯିହୁଦା ରେ ଥିବା ଏକ ପରମେଶ୍ବରଙ୍କ ଲୋକକୁ ବୈଥଲେ ୟିବାକୁ ଆଦେଶ ଦେଲେ। ଯେତବେେଳେ ୟାରବିଯାମ ୟଜ୍ଞବଦେୀ ନିକଟରେ ଧୂପ ଜଳାଇବା ପାଇଁ ଛିଡା ହାଇେଥିଲେ ସେତବେେଳେ ପରମେଶ୍ବରଙ୍କ ଲୋକ ସଠାେରେ ଉପସ୍ଥିତ ହେଲେ।
କିନ୍ତୁ ଉଷିୟ ଯେତବେେଳେ ଶକ୍ତିଶାଳୀ ହାଇେ ଉଠିଲେ, ତାଙ୍କର ଗର୍ବ ତାଙ୍କର ବିନାଶର କାରଣ ହେଲା। ସେ ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ହାଇେ ରହିଲେ ନାହିଁ। ସେ ସୁଗନ୍ଧିଧୂପର ବଦେୀ ଉପରେ ସୁଗନ୍ଧିଧୂପ ଜ୍ବଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
ଦମ୍ମୋଶକ ଲୋକମାନେ ଯେଉଁ ଦବେତାର ପୂଜା କରୁଥିଲେ, ସେ ସମାନଙ୍କେ ନିକଟରେ ବଳିଦାନ ଉତ୍ସର୍ଗ କଲେ। ଦମ୍ମେଶକୀଯ ଲୋକମାନେ ଆହସ୍ଙ୍କୁ ପରାସ୍ତ କଲେ, ତେଣୁ ସେ ମନେ ମନେ ଭାବିଲେ, ଅରାମର ଲୋକମାନେ ଯେଉଁ ଦବେତାର ପୂଜା କରନ୍ତି, ସେ ସମାନଙ୍କେୁ ସାହାୟ୍ଯ କଲେ। ତେଣୁ ଯଦି ମୁଁ ସହେି ଦବେତାମାନଙ୍କ ନିକଟରେ ବଳିଦାନ ଉତ୍ସର୍ଗ କରିବି, ତବେେ ହୁଏତ ସମାନେେ ମାେତେ ମଧ୍ଯ ସାହାୟ୍ଯ କରିପାରିନ୍ତି। ଆହସ୍ ସହେି ଦବେତାମାନଙ୍କୁ ପୂଜା କଲେ। ଏହି ପ୍ରକା ରେ ସେ ନିଜେ ପାପ କଲେ ଓ ଇଶ୍ରାୟେଲର ଲୋକମାନଙ୍କୁ ପାପ କରାଇଲେ।
ଯିହୁଦାର ସମସ୍ତ ସହର ରେ ଅନ୍ୟ ଦବେତାମାନଙ୍କ ପୂଜା କରିବା ପାଇଁ ସୁଗନ୍ଧିଧୂପ ଜଳାଇବା ଉଦ୍ଦେଶ୍ଯ ରେ ଆହସ୍ ଉଚ୍ଚସ୍ଥାନମାନ ନିର୍ମାଣ କଲେ। ଆହସ୍ଙ୍କର ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ବରଙ୍କର ବାଧ୍ଯ ହାଇେଥିଲେ, ସେ ତାଙ୍କୁ ଅତ୍ଯନ୍ତ କୋର୍ଧାନ୍ବିତ କଲେ।