ରାଜା ଆହସ୍ ଉରିଯ ଯାଜକଙ୍କୁ ଆଲଦଶସଦଲଲ, ପ୍ରଭାତ କାଳୀନସହାମବଳି, ସାଯଂକାଳୀନ ଭକ୍ଷ୍ଯନୈବଲଦ୍ଯ, ରାଜାଙ୍କରସହାମବଳି ଓ ତାଙ୍କର ଭକ୍ଷ୍ଯ ନୈବଲଦ୍ଯ,ସଲାକଙ୍କସହାମବଳି,ସସମାନଙ୍କର ଭକ୍ଷ୍ଯ ନୈବଲଦ୍ଯ ଓ ପଲଯ ନୈବଲଦ୍ଯ ବଡ ୟଜ୍ଞବଲଦୀ ଉପଲର ତୁମ୍ଲଭ ଦଗ୍ଧ କରିବା ଉଚିତ୍ ଓ ତହିଁ ଉପଲରସହାମବଳିର ସବୁ ରକ୍ତ ଓ ଅନ୍ୟ ନୈବଲଦ୍ଯ ବୃହତ୍ ୟଜ୍ଞବଲଦୀ ଉପଲର ଛିଞ୍ଚ। କିନ୍ତୁ ମୁଁ ପରଲମଶ୍ବରଙ୍କୁ ପ୍ରଶ୍ନ ପଗ୍ଭରିବାକୁ ପିତ୍ତଳ ୟଜ୍ଞବଲଦୀ ବ୍ଯବହାର କରିବି
Cross references
ମାରେ ମହାଶୟ ସହେି କପ୍ରୁ ପାନକରିସାରିବା ପରେ ଗୁପ୍ତକଥାଗୁଡ଼ିକ ଅଲୌକିକ ଶକ୍ତି ଜରିଆ ରେ ଜାଣିବାକୁ ଏହା ବ୍ଯବହାର କରନ୍ତି। କାହିଁକି ତୁମ୍ଭମାନେେ ଏହି ମନ୍ଦ କାର୍ୟ୍ଯ କଲ?
ପ୍ରଥମ ମଷେଶାବକ ପ୍ରଭାତ ରେ ଓ ଅନ୍ୟଟି ସନ୍ଧ୍ଯା ସମୟରେ ଉତ୍ସର୍ଗ କରିବ।
ପୁଣି ଇଶ୍ରାୟେଲର ସମସ୍ତ ଜାତି ଯଦି ଅଗୋଚର ରେ ପାପ କରନ୍ତି ଓ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦଇେଛନ୍ତି, ତାହା ଯବେେ ସମାନେେ କରନ୍ତି ତବେେ ସମାନେେ ଦୋଷୀ ହବେେ।
ଇଶ୍ରାୟେଲର ଲୋକମାନଙ୍କୁ ଆଜ୍ଞା ଦିଅ ଓ ସମାନଙ୍କେୁ କୁହ, ସମାନେେ ମାରେ ନବୈେଦ୍ଯ ମାରେ ଖାଦ୍ୟ ଠିକ୍ ସମୟରେ ସୁବାସିତ ଉପହାରରୂପେ ମାେ ନିକଟକୁ ଆଣିବେ।
ଦାଉଦ ପବିତ୍ର ସିନ୍ଦକ୍ସ୍ଟକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ନଇେ ସହେି ତମ୍ବୁ ମଧିଅରେ ରଖିଲେ। ତା'ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
ଶ ଲୋମନ ବଳିଦାନ ନିମନ୍ତେ ଗିବିଯୋନକୁ ଗଲେ, କାରଣ ତାହା ବଡ ଉଚ୍ଚସ୍ଥଳୀ ଥିଲା। ସେ ସହେି ୟଜ୍ଞବଦେୀ ଉପରେ ଏକ ସହସ୍ର ହାମବେଳି ଉତ୍ସର୍ଗ କଲେ।
ତା'ପଲରସସ ଏକ କଂସାର ଗୋଲାକାର କୁଣ୍ତ ତିଆରି କରି ତା'ର ନାମସଦଲଲ ସମୁଦ୍ର।ସସହି କୁଣ୍ତର ପରିଧି ତିରିଶ ହାତ, ବ୍ଯାସ ଦଶ ହାତ, ଗଭୀରତା ପାଞ୍ଚ ହାତ ଥିଲା।
ଆଉ ମଧ୍ଯ ସହେିଦିନ ରାଜା ସଦାପ୍ରଭୁଙ୍କ ମନ୍ଦିର ସମ୍ମୁଖସ୍ଥ ପ୍ରାଙ୍ଗଣ ପବିତ୍ର କଲେ; କାରଣ ସଠାେରେ ସେ ହାମବେଳି, ଶସ୍ଯ ନବୈେଦ୍ଯ ଓ ସହଭାଗିତାର ବଳିର ମଦେ ଉତ୍ସର୍ଗ କଲେ। ଯେ ହତେୁ ହାମବେଳି, ଭକ୍ଷ୍ଯ ନବୈେଦ୍ଯ ଓ ମଙ୍ଗଳାର୍ଥକ ବଳିର ମଦେ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ୟଜ୍ଞବଦେୀ ଅତି େଛାଟ ଥିଲା।
ଏହାପରେ ପ୍ରାତଃକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଇଦୋମର ପଥ ଦଇେ ଜଳ ଆସିଲା ଏବଂ ଉପତ୍ୟକାକୁ ଜଳପୂର୍ଣ୍ଣ କଲା।
ଆଉସସ ସଦାପ୍ରଭୁଙ୍କ ସମ୍ମୁଖସ୍ଥିତ ପିତ୍ତଳ ୟଜ୍ଞବଲଦୀ ଆଣିଲଲସଯଉଁଟାକି ଆହାସ୍ ୟଜ୍ଞବଲଦୀ ଓ ସଦାପ୍ରଭୁଙ୍କ ମନ୍ଦିରର ମଧ୍ଯସ୍ଥଳସର ଥିଲା ଓ ଏହା ତାଙ୍କର ୟଜ୍ଞବଲଦୀର ଉତ୍ତର ପାଶର୍ବସର ରଖିଲଲ।
ସେ ଉଚ୍ଚସ୍ଥଳୀଗୁଡିକୁ ଧ୍ବଂସ କରି ଦେଲେ। ସମସ୍ତ ସ୍ମୃତି ସ୍ତମ୍ଭ ଭାଙ୍ଗି ପକାଇଲେ। ଆଶରୋ ମୂର୍ତ୍ତୀ ଗୁଡିକୁ କାଟି ପକାଇଲେ। ପୁଣି ମାଶାେ ନିର୍ମିତ ପିତ୍ତଳ ସର୍ପ ଭାଙ୍ଗି ପକାଇଲେ। କାରଣ ତାଙ୍କରି ଉଦ୍ଦେଶ୍ଯ ରେ ଇଶ୍ରାୟେଲ ସନ୍ତାନଗଣ ସହେି ସମୟ ପର୍ୟ୍ଯନ୍ତ ଧୂପ ଜଳାଉଥିଲେ। ଏହାର ନାମ ନହୁଷ୍ଟର୍ନ ରଖିଲେ।
ଏହାପରେ ରାଜା ଶଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକ ସଦାପ୍ରଭୁଙ୍କ ସମ୍ମୁଖ ରେ ବଳିଦାନ ଉତ୍ସର୍ଗ କଲେ।