Home Bibles ଦିତୀୟ ରାଜାବଳୀ 16:2 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 16:2 · ଓଡ଼ିଆ ବାଇବେଲ

ଆହାସଙ୍କୁସଯଲତଲବଲଳ କୋଡିଏ ବର୍ଷସସ ରାଜାସହଲଲ ଓସସ ୟିରୁଶାଲମସରସଷାହଳ ବର୍ଷ ରାଜ୍ଯ କଲଲ।ସସ ତାଙ୍କ ପୂର୍ବପୁରୁଷ ଦାଉଦ୍ଙ୍କ ପରି ନଥିଲଲ।ସସ କୁକର୍ମ କାର୍ୟ୍ଯମାନ କଲଲ, ଯାହା ସଦାପ୍ରଭୁଙ୍କ ଦୃଷ୍ଟିସର ଉଚିତ୍ ଥିଲା।

Cross references

ପ୍ରଥମ ରାଜାବଳୀ 3:14

ତୁମ୍ଭ ପିତା ଦାଉଦଙ୍କ ପରି ତୁମ୍ଭେ ଯଦି ଆମ୍ଭର ବ୍ଯବସ୍ଥା ଓ ଆଜ୍ଞା ପାଳନ କରିବ ଓ ଆମ୍ଭକୁ ଅନୁସରଣ କରିବ, ତବେେ ଆମ୍ଭେ ତୁମ୍ଭକୁ ଦୀର୍ଘଜିବୀ କରିବା।

ପ୍ରଥମ ରାଜାବଳୀ 9:4

ତୁମ୍ଭେ ତୁମ୍ଭ ପିତା ଦାଉଦଙ୍କ ପରି ମନପ୍ରାଣ ଦଇେ ଭକ୍ତି ଓ ସାଧୁତାର ସହିତ ଆମ୍ଭର ସବୋ କରିବ। ଯଦି ତୁମ୍ଭେ ସହେି ପରି କର ଏବଂ ଆମ୍ଭର ନିଯମ ଓ ଆମ୍ଭେ ଦେଉଥିବା ସମସ୍ତ ନିର୍ଦ୍ଦେଶ ମାନ।

ପ୍ରଥମ ରାଜାବଳୀ 11:4

ଶଲୋମନ ଯେତବେେଳେ ବୃଦ୍ଧ ହେଲେ ତାଙ୍କର ପତ୍ନୀମାନେ ଅନ୍ୟ ଦବେତାଗଣଙ୍କୁ ଅନୁସରଣ କରିବା ପ୍ରଭାବ ପକାଇଲେ। ତାଙ୍କର ପିତା ଦାଉଦଙ୍କ ପରି ସେ ସର୍ବାନ୍ତଃକରଣ ରେ ସଦାପ୍ରଭୁଙ୍କୁ ଅନୁସରଣ କଲେ ନାହିଁ।

ପ୍ରଥମ ରାଜାବଳୀ 15:3

ତାଙ୍କ ପୂର୍ବରୁ ତାଙ୍କ ପିତା ଯେଉଁ କୁକର୍ମ ରେ ଲିପ୍ତ ଥିଲେ ସେ ମଧ୍ଯ ସହେି ସବୁ ପାପକର୍ମ କରି ଚାଲିଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କ ପ୍ରତି ସର୍ବାନ୍ତଃକରଣ ରେ ବିଶ୍ବସ୍ତ ନଥିଲେ।

ଦିତୀୟ ରାଜାବଳୀ 14:3

ପୁଣି ଅମତ୍ସିଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯଥାର୍ଥ କର୍ମ କଲେ। ମାତ୍ର ସେ ତାଙ୍କ ପୁର୍ବପୁରୁଷ ଦାଉଦଙ୍କ ପରି ସମ୍ପୂର୍ଣ୍ଣ ଭାବରେ ପରମେଶ୍ବରଙ୍କ ଅନୁଗାମୀ ହେଲେ ନାହିଁ। ସେ ନିଜର ପିତା ୟୋଯାଶ୍ଙ୍କର କୃତ କର୍ମାନୁସା ରେ କର୍ମ କଲେ।

ଦିତୀୟ ରାଜାବଳୀ 15:3

ସଦାପ୍ରଭୁଙ୍କ ଦୃଷ୍ଟି ରେ ଅସରିଯ ଯଥାର୍ଥ କର୍ମମାନ କଲେ। ଠିକ୍ ସହେିପରି ତାଙ୍କର ପିତା ଅମତ୍ସିଯ ପରି ସେ କରିଥିଲେ।

ଦିତୀୟ ରାଜାବଳୀ 15:34

ୟୋଥମ୍ ଠିକ୍ ତାଙ୍କର ପିତା ଉଷିୟଙ୍କ ତୁଲ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯଥାର୍ଥ କର୍ମ କଲେ।

ଦିତୀୟ ରାଜାବଳୀ 18:3

ହିଜକିଯ ତାଙ୍କର ପୁର୍ବପୁରୁଷ ଦାଉଦଙ୍କ ସମସ୍ତ କ୍ରିଯାନୁସା ରେ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯଥାର୍ଥ କର୍ମ କଲେ।

ଦିତୀୟ ରାଜାବଳୀ 22:2

ଯୋଶିୟଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ସୁକର୍ମ କଲେ। ଏବଂ ସେ ଦାଉଦଙ୍କର ପୂର୍ବପୁରୁଷ ପରି ବାସ କଲେ। ସେ ସଦାପ୍ରଭୁଙ୍କୁ ଶିକ୍ଷା ମାନ୍ଯ କଲେ। ପରମେଶ୍ବର ଯାହା ଗ୍ଭହୁଁଥିଲେ ସେ ଠିକ୍ ତାହାସବୁ କଲେ।

ଦିତୀୟ ବଂଶାବଳୀ 17:3

ସଦାପ୍ରଭୁ ଯିହାଶାଫେଟ୍ଙ୍କ ସହିତ ଥିଲେ, କାରଣ ଯିହାଶାଫେଟ୍ ଆରମ୍ଭରୁ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ତୁଲ୍ଯ ଉତ୍ତମ କର୍ମମାନ କରିଥିଲେ। ଯିହାଶାଫେଟ୍ ବାଲ୍ ପ୍ରତିମାମାନଙ୍କର ଉପାସନା କଲେ ନାହିଁ।

ଦିତୀୟ ବଂଶାବଳୀ 28:1

ଆହସ୍ ରାଜା ହବୋ ସମୟରେ କୋଡ଼ିଏ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଷୋହଳ ବର୍ଷ ରାଜତ୍ବ କଲେ। ଆହସ୍ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଯଥାର୍ଥ ଜୀବନୟାପନକ କରୁ ନ ଥିଲେ। ଆହସ୍ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ ନାହିଁ।

ଦିତୀୟ ବଂଶାବଳୀ 29:2

ହିଜକିଯ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଯଥାର୍ଥ କର୍ମ କଲେ।

ଦିତୀୟ ବଂଶାବଳୀ 34:2

ଯୋଶିୟଯ ଯଥାର୍ଥ କର୍ମ କଲେ। ସେ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଉତ୍ତମ କାର୍ୟ୍ଯମାନ କଲେ। ଯୋଶିୟ ଉତ୍ତମକର୍ମ କରିବାରୁ କ୍ଷାନ୍ତ ହେଲେ ନାହିଁ।

Interlinear

Choose Theme