Home Bibles ଦିତୀୟ ରାଜାବଳୀ 17:13 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 17:13 · ଓଡ଼ିଆ ବାଇବେଲ

ତଥାପି ସଦାପ୍ରଭୁ ପ୍ରେତ୍ୟକକ ଭବିଷ୍ଯଦ୍ବକ୍ତା ଓ ପ୍ରେତ୍ୟକକ ଦୃଷ୍ଟିକାରୀଙ୍କୁ ଇଶ୍ରାୟେଲ ଓ ଯିହୁଦାର ପ୍ରତି ଚତାବେନୀ ଦଇେ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର କୁକାର୍ୟ୍ଯରୁ ବିରତ ହୁଅ, ଆଉ ମୁଁ ତୁମ୍ଭମାନଙ୍କ ପିତୃଲୋକଙ୍କ ପାଇଁ ଯେଉଁ ଆଦେଶ କଲି ଓ ଯାହାସବୁ ମାରେ ସବେକ ଭବିଷ୍ଯଦ୍ବକ୍ତାଗଣଙ୍କ ହସ୍ତ ରେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁଁ, ତଦନୁସା ରେ ମାରେ ବ୍ଯବସ୍ଥା ଓ ବିଧି ସବୁ ପାଳନ କର।

Cross references

ଦିତୀୟ ବିବରଣ 4:26

ତେଣୁ ବର୍ତ୍ତମାନ ମୁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି, ସ୍ବର୍ଗ ଓ ପୃଥିବୀକକ୍ସ୍ଟ ସାକ୍ଷୀରଖି କହକ୍ସ୍ଟଛି, ତୁମ୍ଭମାନେେ ଯଦି ଏପରି କର, ତବେେ ତୁମ୍ଭମାନେେ ୟର୍ଦ୍ଦନ ପାର ହାଇେ ଯେଉଁ ଦେଶକକ୍ସ୍ଟ ଯାଉଛ, ସହେି ଦେଶରକ୍ସ୍ଟ ଶିଘ୍ର ସଠାେରକ୍ସ୍ଟ ନିଃଶଷେରୂପେ ବିନଷ୍ଟ ହବେ। ତୁମ୍ଭମାନେେ ସଠାେରେ ଦୀର୍ଘଜୀବି ହବେ ନାହିଁ।

ଦିତୀୟ ବିବରଣ 8:19

କବେେ ବି ତୁମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶଓରଙ୍କୁ ଭକ୍ସ୍ଟଲିବ ନାହିଁ। ଅନ୍ୟ ଦବେତାଗଣଙ୍କକ୍ସ୍ଟ ମାନିବ ନାହିଁ କି ତାଙ୍କର ସବୋ କରିବ ନାହିଁ। ଯଦି ତୁମ୍ଭମାନେେ ଏପରି କର, ତବେେ ମୁ ତୁମ୍ଭମାନଙ୍କୁ ସତର୍କ କରାଇଦେଉଛି ତୁମ୍ଭମାନେେ ନିଶ୍ଚିତ ରେ ବିନଷ୍ଟ ହବେ।

ଦିତୀୟ ବିବରଣ 31:21

ତା'ପରେ ସହେିସବୁ କ୍ଲେଶ ଓ ଅମଙ୍ଗଳର କାର୍ୟ୍ଯମାନ ସମାନଙ୍କେ ପାଇଁ ଘଟିବ। ସମାନେେ ବହକ୍ସ୍ଟ ସମସ୍ଯାର ସମ୍ମକ୍ସ୍ଟଖିନ ହବେେ। ସହେି ସମୟରେ ସହେି ଲୋକମାନେ ସହେି ଗୀତ ସ୍ମରଣ କରିବେ। ଏହି ଗୀତ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ସାକ୍ଷୀରୂପେ କାର୍ୟ୍ଯ କରିବ। ମୁ ସମାନଙ୍କେୁ ପ୍ରତିଜ୍ଞା କରିଥିବା ଦେଶକକ୍ସ୍ଟ ଆଣିବା ପୂର୍ବରକ୍ସ୍ଟ ସମାନଙ୍କେର ପ୍ରକୃତି ଜାଣିଥିଲି।

ଯିହୋଶୂୟ 23:16

ଏହିପରି ଭାବରେ ଘଟିବ ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ସଙ୍ଗ ରେ କରିଥିବା ଚକ୍ସ୍ଟକ୍ତିର ଖିଲାପ କର। ତୁମ୍ଭେ ପାଇଥିବା ସମସ୍ତ ଭୂମି ହରାଇବ ଯଦି ତୁମ୍ଭେ ଅନ୍ୟ ଲୋକମାନଙ୍କର ପ୍ରଭକ୍ସ୍ଟଙ୍କକ୍ସ୍ଟ ଉପାସନା କର ବା ଅନ୍ୟ ଦବେତାମାନଙ୍କୁ ସବୋ କର, ତବେେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କୋପଦୃଷ୍ଟି ପକାଇବେ। ଏହାପରେ ତୁମ୍ଭକୁ ସଦାପ୍ରଭୁ ଦଇେଥିବା ଭଲ ଭୂମିକକ୍ସ୍ଟ ହରାଇବାକକ୍ସ୍ଟ ପଡିବ।

ବିଚାରକର୍ତାମାନଙ୍କ ବିବରଣ 6:8

ତେଣୁ ସଦାପ୍ରଭୁ ଏକ ଭବିଷ୍ଯଦ୍ବକ୍ତାଙ୍କକ୍ସ୍ଟ ଇଶ୍ରାୟେଲକକ୍ସ୍ଟ ପ୍ ରରଣେ କଲେ। ସହେି ଭବିଷ୍ଯଦ୍ବକ୍ତା ଇଶ୍ରାୟେଲବାସୀଙ୍କକ୍ସ୍ଟ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, 'ମୁ ତୁମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାର କରି ଆଣିଲି ଓ ଦାସତ୍ବରକ୍ସ୍ଟ ମୁ ତୁମ୍ଭମାନଙ୍କୁ ମକ୍ସ୍ଟକ୍ତ କଲି।

ବିଚାରକର୍ତାମାନଙ୍କ ବିବରଣ 6:10

ମୁ ତୁମ୍ଭମାନଙ୍କୁ କହିଲି, 'ମୁ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର। ଇମାରେୀୟଙ୍କ ଦବେତାମାନଙ୍କୁ ପୂଜା କର ନାହିଁ, ଯେଉଁମାନଙ୍କ ଦେଶ ରେ ତୁମ୍ଭମାନେେ ବାସ କରୁଛ। ମାତ୍ର ତୁମ୍ଭମାନେେ ମାରେ କଥା ଶକ୍ସ୍ଟଣିଲ ନାହିଁ।

ବିଚାରକର୍ତାମାନଙ୍କ ବିବରଣ 10:11

ସଦାପ୍ରଭୁ ସମାନଙ୍କେୁ ଉତ୍ତର ଦଇେ କହିଲେ, ମୁ ତୁମ୍ଭମାନଙ୍କୁ ମିସ୍ରୀଯ ଓ ଇ ମାରେୀଯ, ଅମ୍ମାନେ ସନ୍ତାନଗଣ ଓ ପଲେଷ୍ଟୀୟମାନଙ୍କଠାରକ୍ସ୍ଟ ଉଦ୍ଧାର କଲି।

ପ୍ରଥମ ଶାମୁୟେଲ 9:9

ଶାଉଲ ଗ୍ଭକରକକ୍ସ୍ଟ କହିଲେ,

ପ୍ରଥମ ଶାମୁୟେଲ 12:7

ଆହକ୍ସ୍ଟରି ମଧ୍ଯ ଶକ୍ସ୍ଟଣ ମୁ ତୁମ୍ଭକୁ ସଦାପ୍ରଭୁଙ୍କ ତୁମ୍ଭମାନଙ୍କ ପ୍ରତି ଅଲେ ୗକିକତା ଓ ତକ୍ସ୍ଟମ୍ଭ ପୂର୍ବପୁରୁଷଙ୍କ କଥା କହିବି।

ପ୍ରଥମ ରାଜାବଳୀ 16:1

ଅନନ୍ତର ବାଶାଙ୍କ ବିରୁଦ୍ଧ ରେ ସଦାପ୍ରଭୁ ହନାନିର ପୁତ୍ର ଯହେୂଙ୍କୁ କହିଲେ,

ପ୍ରଥମ ରାଜାବଳୀ 16:7

ସଦାପ୍ରଭୁ ବାଶା ଓ ତା'ର ପରିବାରର ବିପକ୍ଷ ଭବିଷ୍ଯଦ୍ବକ୍ତା ହନାନିଯଙ୍କ ପୁତ୍ର ଯହେୂଙ୍କ ନିକଟକୁ ଏକବାର୍ତ୍ତା ପଠାଇଲେ। ବାଶା ଘୃଣିତ କାର୍ୟ୍ଯଦ୍ବାରା ସଦାପ୍ରଭୁଙ୍କୁ କୋର୍ଧିତ କଲେ। ୟାରବିଯାମର ପରିବାର ପୂର୍ବରୁ ଯାହା କରିଥିଲେ, ସେ ଠିକ୍ ସଇେ କାର୍ୟ୍ଯ କଲେ। ସଦାପ୍ରଭୁ ମଧ୍ଯ କୋରଧିତ ଥିଲେ କାରଣ ସେ ସମସ୍ତ ୟାରବିଯାମ ପରିବାରକୁ ହତ୍ଯା କଲେ।

ଦିତୀୟ ରାଜାବଳୀ 17:23

ଶଷେ ରେ ସଦାପ୍ରଭୁ ଆପଣା ଭବିଷ୍ଯତବକ୍ତା ସବେକମାନଙ୍କ ଦ୍ବାରା ଯେପରି କହିଥିଲେ ତଦନୁସା ରେ ଇଶ୍ରାୟେଲକୁ ସେ ନିଜ କୃପାଦୃଷ୍ଟିରୁ ଦୁ ରଇେ ଦେଲେ। ତେଣୁ ଇଶ୍ରାୟେଲୀୟମାନେ ଇଶ୍ରାୟେଲରୁ ନିର୍ବାସିତ ହାଇେ ଅଶୂର ରେ ରହିଲେ। ସମାନେେ ଆଜିୟାଏ ସଠାେରେ ରହି ଆସୁଛନ୍ତି।

ଦିତୀୟ ରାଜାବଳୀ 18:6

ସେ ସଦାପ୍ରଭୁଙ୍କର ଅତ୍ଯନ୍ତ ଆସକ୍ତ ଥିଲେ। ସେ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହାଇେ ନଥିଲେ। ଆଉ ସଦାପ୍ରଭୁ ମାଶାଙ୍କେୁ ଯେଉଁ ଆଜ୍ଞା ଦଇେଥିଲେ। ସେ ସମସ୍ତ ଆଜ୍ଞା ସେ ପାଳନ କଲେ।

ଦିତୀୟ ରାଜାବଳୀ 21:10

ସଦାପ୍ରଭୁ ଆପଣା ସବେକ ଓ ଭବିଷ୍ଯଦ୍ବକ୍ତାମାନଙ୍କ ଦ୍ବାରା ଏହିକଥା କହିଲେ।

ପ୍ରଥମ ବଂଶାବଳୀ 29:29

ରାଜା ଦାଉଦଙ୍କର କୃତ ସମସ୍ତ ବିଷଯ, ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଶାମୁଯଲେ ଭବିଷ୍ଯତବକ୍ତା, ନାଥନ ଭବିଷ୍ଯତବକ୍ତା ଓ ଗାଦ୍ ଭବିଷ୍ଯତବକ୍ତାମାନଙ୍କର ପୁସ୍ତକଗୁଡ଼ିକରେ ଲଖାୟୋଇଅଛି।

ଦିତୀୟ ବଂଶାବଳୀ 36:15

ସଦାପ୍ରଭୁ, ସୋମନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ବର, ତାଙ୍କର ଲୋକମାନଙ୍କୁ ଚତାବେନୀ ଦବୋ ନିମନ୍ତେ ଦୂତମାନଙ୍କୁ ବାରମ୍ବାର ପଠାଇଲେ। ସଦାପ୍ରଭୁ ତାଙ୍କର ମନ୍ଦିର ଓ ଏହି ଲୋକମାନଙ୍କ ନିମନ୍ତେ ଦୁଃଖ ଅନୁଭବ କରିବାରୁ ଏହି ପ୍ରକାର କଲେ।

ନିହିମିୟା 9:29

ପୁନର୍ବାର ତୁମ୍ଭେ ସମାନଙ୍କେୁ ସତର୍କ କଲ। ତୁମ୍ଭେ ସମାନଙ୍କେୁ, ତୁମ୍ଭ ବ୍ଯବସ୍ଥା ନିକଟକୁ ଫରେିବା ପାଇଁ କହିଲି। କିନ୍ତୁ ସମାନେେ ବହୁତ ଗର୍ବୀ ଥିଲେ। ସମାନେେ ତୁମ୍ଭର ଆଜ୍ଞା ଶୁଣିଲେ ନାହିଁ। ଯଦି ଲୋକମାନେ ତୁମ୍ଭର ବ୍ଯବସ୍ଥା ମାନନ୍ତି, ତବେେ ସମାନେେ ବାସ୍ତବ ରେ ବଞ୍ଚି ପାରିବେ। କିନ୍ତୁ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭର ବ୍ଯବସ୍ଥା ଭଙ୍ଗ କଲେ। ସମାନେେ ବହୁତ ଜିଦ୍ଖୋର ଥିଲେ ଏବଂ ତୁମ୍ଭକୁ ପ୍ରତ୍ଯାଖାନ କଲେ। ସମାନେେ ତୁମ୍ଭର ଆଜ୍ଞା ମାନିଲେ ନାହିଁ।

ଆୟୁବ ପୁସ୍ତକ 11:14

ଯଦି ତୁମ୍ଭ ହାତ ରେ ପାପ ବା ଅଧର୍ମ ଥାଏ ତା' ହେଲେ ତାକୁ ଦୂର କର ଓ ଅନ୍ଯାଯକୁ ତୁମ୍ଭ ଗୃହ ରେ ବାସ କରିବାକୁ ଦିଅନାହିଁ।

ଗୀତସଂହିତା 50:7

ପରମେଶ୍ବର କହନ୍ତି, ଇଶ୍ରାୟେଲର ଅଧିବାସୀଗଣ, ମାରେ ଅନୁଗାମୀମାନେ ମାରେ କଥା ଶୁଣ, ମୁଁ ତୁମ୍ଭକୁ ତାହାର ପ୍ରମାଣ ଦଖାଇବେି ୟାହା ତୁମ୍ଭ ବିରୁଦ୍ଧରେ ୟିବ। ମୁଁ ହିଁ ପରମେଶ୍ବର, ତୁମ୍ଭର ପରମେଶ୍ବର।

ଗୀତସଂହିତା 81:8

ହେ ଆମ୍ଭର ଲୋକମାନେ, ଆମ୍ଭର କଥା ଶୁଣ। ଆମ୍ଭେ ତୁମ୍ଭକୁ ସତର୍କ କରୁଛୁ। ହେ ଇଶ୍ରାୟେଲ, ଆମ୍ଭର କଥା ଶୁଣ !

ଯିଶାଇୟ 1:5

ପରମେଶ୍ବର କୁହନ୍ତି, ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଚାଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦଲେୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭମାନେେ ମାେ ବିରୁଦ୍ଧ ରେ ବିଦ୍ରୋହ କରି ଚାଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦଯ ପୀଡ଼ିତ।

ଯିଶାଇୟ 1:16

ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।

ଯିଶାଇୟ 55:6

ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।

ଯିରିମିୟ 3:8

ଆଉ ଆମ୍ଭେ ଦେଖିଲୁ ବିପଥଗାମିନୀ ଇଶ୍ରାୟେଲ ବ୍ଯଭିଚାର କରିବା ହତେୁ ଆମ୍ଭେ ତାକୁ ଛାଡ଼ପତ୍ର ଦେଲେ ହେଁ, ତାହା ବିଶ୍ବାସଘାତିନୀ ଭଉଣୀ ଯିହୁଦା ଭୟ କଲା ନାହିଁ। ସେ ମଧ୍ଯ ୟାଇ ବ୍ଯଭିଚାର କଲା।

ଯିରିମିୟ 5:29

ତେଣୁ ସଦାପ୍ରଭୁ କହନ୍ତି, ଆମ୍ଭେ କ'ଣ ଏହିସବୁ ପାଇଁ ସମାନଙ୍କେୁ ଦଣ୍ଡ ଦବୋ ନାହିଁ ? ଆମ୍ଭର ପ୍ରାଣ ଏହିସବୁ ଲୋକମାନଙ୍କଠାରୁ ପରିଶାଧେ ନବେ ନାହିଁ ?

ଯିରିମିୟ 7:3

ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ୟ୍ଯ କର। ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ବାସ କରାଇବା।

ଯିରିମିୟ 7:22

ଯେଉଁଦିନ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭେ ମିଶରରୁ ବାହାର କରି ଆଣିଲୁ, ସଦେିନ ଆମ୍ଭେ ହାମେ କିଅବା ବଳିଦାନ ବିଷଯ ରେ ସମାନଙ୍କେୁ କିଛି କହି ନ ଥିଲୁ କିଅବା ଆଜ୍ଞା ଦଇେ ନ ଥିଲୁ।

ଯିରିମିୟ 11:7

ମୁଁ ଯେଉଁଦିନଠାରୁ ତୁମ୍ଭ ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଲି, ସବେଠାରୁେ ମୁଁ ବାରମ୍ବାର ସମାନଙ୍କେୁ ସାବଧାନ କରାଇଥିଲି ଏବଂ ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଛି ଶୁଣ।

ଯିରିମିୟ 18:11

ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ୟିରୁଶାଲମ ନିବାସୀଙ୍କୁ କୁହ, 'ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭମାନେେ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଫରେ ଓ ଆପଣା ଆପଣା ପଥ ସଂ ଶାଧେନ କରି ସୁକର୍ମ କର।'

ଯିରିମିୟ 25:3

ଆମାନରେ ପୁତ୍ର ଯିହୁଦାର ରାଜା ଯୋଶିୟଯର ଅଧିକାରର ତ୍ରଯୋଦଶ ବର୍ଷଠାରୁ ଆଜି ପର୍ୟ୍ଯନ୍ତ ଏହି ତଇେଶ ବର୍ଷକାଳ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହାଇେଅଛି। ଆଉ ମୁଁ ପ୍ରତ୍ଯୁଷରୁ ଉଠି ତାହା ତୁମ୍ଭମାନଙ୍କୁ କହିଅଛି ମାତ୍ର ତୁମ୍ଭମାନେେ ତାହା ଶୁଣି ନାହିଁ।

ଯିରିମିୟ 25:4

ପୁଣି ସଦାପ୍ରଭୁ ପ୍ରତ୍ଯୁଷ ରେ ଉଠି ବାରମ୍ବାର ଆପଣାର ସମସ୍ତ ଦାସ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି। ମାତ୍ର ତୁମ୍ଭମାନେେ ତାହା ଶୁଣି ନାହଁ, କିଅବା ସେ କଥାପ୍ରତି କର୍ଣ୍ଣପାତ କରି ନାହଁ।

ଯିରିମିୟ 25:5

ସହେି ଭବିଷ୍ଯଦବକ୍ତାଗଣ କହିଲେ, ତୁମ୍ଭମାନେେ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଦୁଷ୍ଟ ଆଚରଣରୁ ଫରେ। ତାହା ହେଲେ ସଦାପ୍ରଭୁ ପୁରାତନ କାଳରୁ ଚିରଦିନ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଯେଉଁ ଦେଶ ଦଇେଅଛନ୍ତି, ତାହା ମଧିଅରେ ତୁମ୍ଭମାନେେ ବାସ କରିବ।

ଯିରିମିୟ 26:4

ପୁଣି ତୁମ୍ଭେ ସମାନଙ୍କେୁ କହିବ, 'ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ ଆମ୍ଭ ବ୍ଯବସ୍ଥାନୁସା ରେ ଚାଲିବ ଓ ଆମ୍ଭର ବାକ୍ଯ ପ୍ରତି ଧ୍ଯାନ ଦବେ।

ଯିରିମିୟ 35:15

ଆଉ ମଧ୍ଯ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସମାନେେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, 'ତୁମ୍ଭମାନେେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂ ଶାଧେନ କର ଓ ଅନ୍ୟ ଦବଗେଣର ସବୋ କରି ସମାନଙ୍କେୁ ଅନୁସରଣ କର ନାହିଁ। ତାହା ହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦଇେଅଛୁ ତହିଁରେ ତୁମ୍ଭମାନେେ ବାସ କରିବ।' ମାତ୍ର ତୁମ୍ଭମାନେେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ଯ ରେ ଅବଧାନ କରି ନାହଁ।

ଯିରିମିୟ 42:19

ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷଯ ରେ ଏହି କତା କହି ଅଛନ୍ତି, 'ତୁମ୍ଭମାନେେ ମିଶରକୁ ୟାଅ ନାହିଁ।' ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ଯ ଦଲେି, ଏହା ନିଶ୍ଚଯ ଜାଣ।

ଯିହିଜିକଲ 18:31

ତୁମ୍ଭମାନେେ ତୁମ୍ଭମାନଙ୍କର ସମସ୍ତ ପାପ ଦୂର କରିଦିଅ। ନିଜର ଅନ୍ତଃକରଣ ଓ ଆତ୍ମାକୁ ନୂତନ ଭାବରେ ପ୍ରସ୍ତୁତ କର। ଆଉ ହେ ଇଶ୍ରାୟେଲ ବଂଶ, ତୁମ୍ଭମାନେେ ନିଜେ ତୁମ୍ଭମାନଙ୍କର ମୃତ୍ଯୁର କାରଣ ହୁଅ ନାହିଁ।

ହୋଶେୟ 4:15

ଇଶ୍ରାୟେଲ, ଯଦି ତୁମ୍ଭେ ନିହାତି ଗଣିକା ପରି କାର୍ୟ୍ଯ କର, ତୁମ୍ଭ ଅପରାଧ ପାଇଁ ଯିହୁଦାକୁ ଦୋଷୀ କର ନାହିଁ। ଗିଲ୍ଗଲ୍ କି ବୈଥ୍-ଆବନକୁ ୟାଅ ନାହିଁ। ସଦାପ୍ରଭୁଙ୍କ ନାମ ରେ ଶପଥ କରନାହିଁ। ' ଯେ ହତେୁ ସଦାପ୍ରଭୁ ବାସ କରନ୍ତି ଏପରି କୁହ ନାହିଁ।'

ହୋଶେୟ 12:11

ଯେ ହତେୁ ଗିଲିଯଦ ରେ ସମାନେେ ବହୁତ ଦୁଷ୍ଟ, ସମାନେେ କିଛି ହାଇପୋରିବେ ନାହିଁ। କାରଣ ଗିଲ୍ଗିଲ ରେ ସମାନେେ ଷଣ୍ତକୁ ବଳିଦାନ ଦିଅନ୍ତି। ଖାେଲା ପଡିଆ ରେ ପଥର ଗଦା ପରି ସମାନଙ୍କେର ୟଜ୍ଞବଦେୀଗୁଡିକ ହବେ।

ହୋଶେୟ 14:1

ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।

ଯିଖରିୟ 1:3

ତେଣୁ, ତୁମ୍ଭର ଲୋକମାନଙ୍କୁ ଏହି କଥା କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ମାେ ନିକଟକୁ ଫରେିଆସ ଏବଂ ମୁଁ ତୁମ୍ଭ ନିକଟକୁ ଫରେିୟିବି। ସଦାପ୍ରଭୁ ସର୍ବଶକ୍ତିମାନ ଏହା କହିଥିଲେ।

Interlinear

Choose Theme