ଏଣୁ ସଦାପ୍ରଭୁ ଇଶ୍ରାୟେଲ ଉପରେ ଅତ୍ଯନ୍ତ କ୍ରୋଦ୍ଧ ହେଲେ ଓ ସମାନଙ୍କେୁ ନିଜ ଦୃଷ୍ଟି ଦୂ ରଇେ ଦେଲେ। କବଳେ ଯିହୁଦାର ଗୋଷ୍ଠୀ ଛଡା ଆଉ କହେି ଅବଶିଷ୍ଟ ରହିଲେ ନାହିଁ।
Cross references
ସଦାପ୍ରଭୁ ତାହାକକ୍ସ୍ଟ କ୍ଷମା କରିବାକୁ ସମ୍ମତ ହବେେ ନାହିଁ। ମାତ୍ର ତତ୍କ୍ଷଣାତ ସହେି ଲୋକପ୍ରତି ସଦାପ୍ରଭୁଙ୍କ କୋରଧ ଓ ଅନ୍ତଜର୍ବାଳା ସଧୂମ ହାଇେ ଉଠିବ।
ତେଣୁ ସଦାପ୍ରଭୁ କହିଲେ, 'ଆମ୍ଭେ ତାଙ୍କଠାରକ୍ସ୍ଟ ଦୂର ହବୋ, ତା'ପରେ ଦେଖିବା ତାଙ୍କର କ'ଣ ହେଉଛି। ସମାନେେ ବିଦ୍ରୋହୀ ଲୋକ ସମାନେେ ଏପରି ସନ୍ତାନ ଯେଉଁମାନଙ୍କର କିଛି ବିଶ୍ବସ୍ତତା ନାହିଁ
ଯେଉଁମାନେ ଦବେତା ନକ୍ସ୍ଟହଁନ୍ତି ସମାନଙ୍କେ ସହିତ ମାେତେ ଇର୍ଷା ପରାଯଣ କଲେ। ସମାନେେ ସମାନଙ୍କେର ଅସାରତା ଦ୍ବାରା ମାେତେ ବିରକ୍ତ କଲେ। ସେଥିପାଇଁ ମୁ ଇଶ୍ରାୟେଲକକ୍ସ୍ଟ ଇର୍ଷାନିତ୍ବ କରାଇବି ସହେିମାନଙ୍କ ମାଧ୍ଯମ ରେ ଯେଉଁମାନେ ପ୍ରକୃତି ଜାତି ନକ୍ସ୍ଟହଁନ୍ତି। ମୁ ସମାନଙ୍କେୁ ମୂର୍ଖ ଗୋଷ୍ଠୀ ଦ୍ବାରା ବିରକ୍ତ କରାଇବି।
ସହେି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭର ଶତୃମାନଙ୍କୁ ପରାସ୍ତ କରିବା ରେ ଓ ଘଉଡାଇ ଦବୋ ରେ ତୁମ୍ଭର ପକ୍ଷ ହବେେ ନାହିଁ। ଏହି ଲୋକମାନେ ତକ୍ସ୍ଟମ୍ଭ ପାଇଁ ଏକ ଫାଶ ପରି ହବେେ। ସମାନେେ ତକ୍ସ୍ଟମ୍ଭ ପିଠି ପାଇଁ ଗ୍ଭବକ୍ସ୍ଟକ୍ ପରି ଓ ତକ୍ସ୍ଟମ୍ଭ ଆଖି ପାଇଁ କଣ୍ଟା ପରି ହବେେ। ଯେପର୍ୟ୍ଯନ୍ତ ତୁମ୍ଭେ ସହେି ଉତ୍ତମ ଦେଶ ଛାଡିବା ପାଇଁ ବାଧ୍ଯ ନ ହାଇେଛ, ଯାହା ସଦାପ୍ରଭୁ ତକ୍ସ୍ଟମ୍ଭଙ୍କକ୍ସ୍ଟ ଦଇେଥିଲେ।
ସଦାପ୍ରଭୁ ପରମେଶ୍ବର ଯେଉଁ ସବୁ ପ୍ରତିଜ୍ଞା ଆମ୍ଭ ସହିତ କରିଥିଲେ, ତାହା ସବୁ ଏବେ ସଫଳ ହେଉଛି। କିନ୍ତୁ ଠିକ୍ ଏକାପରି ସଦାପ୍ରଭୁ ଅନ୍ୟ ଯେଉଁ ପ୍ରତିଜ୍ଞା କରିଥିଲେ, ତାହା ସତ୍ଯ ହବୋକକ୍ସ୍ଟ ଯାଉଛି। ସେ ପ୍ରତିଜ୍ଞା କରିଛନ୍ତି ଯଦି ତୁମ୍ଭେ ଭକ୍ସ୍ଟଲକର, ତବେେ ତକ୍ସ୍ଟମ୍ଭପ୍ରତି ସବୁ ମନ୍ଦଫଳ ଘଟିବ। ସେ ଦଇେଥିବା ଉତ୍ତମ ଦେଶରକ୍ସ୍ଟ ତୁମ୍ଭକୁ ଦୂରକକ୍ସ୍ଟ ନଇେଯିବେ।
ଏଣୁ ଦାନ ପରିବାରବର୍ଗ ସହେି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ। ସମାନଙ୍କେର ଯାଜକରୂପେ ସମାନେେ ମାଶାଙ୍କେର ପକ୍ସ୍ଟତ୍ର ଗେର୍ଶୋନ ବଂଶଧର ଯୋନାଥନକକ୍ସ୍ଟ ନିୟକ୍ସ୍ଟକ୍ତି କଲେ। ଇଶ୍ରାୟେଲୀୟମାନେ ନିର୍ବାସିତ ହବୋ ପର୍ୟ୍ଯନ୍ତ ଯୋନାଥନ ଓ ତାଙ୍କର ପକ୍ସ୍ଟତ୍ରମାନେ ଦାନ ପରିବାରବର୍ଗର ଯାଜକ ହାଇେ ରହିଲେ।
ତଥାପି ସମୁଦାଯ ରାଜ୍ଯ ତୁମ୍ଭ ପୁତ୍ରଠାରୁ ଆମ୍ଭେ ଛଡଇେ ନବୋକୁ ଯାଉ ନାହୁଁ। ତୁମ୍ଭର ପୁତ୍ରକୁ ଏକ ପରିବାରବର୍ଗକୁ ଶାସନ କରିବାକୁ ଦବୋ। ଆମ୍ଭେ ଏପରି କରିବା କାରଣ ଆମ୍ଭେ ଆପଣା ଦାସ ଦାଉଦଙ୍କୁ ଭଲ ପାଉ ଓ ୟିରୁଶାଲମ ଆମ୍ଭର ମନୋନୀତ ନଗର ଅଟେ।
ମାରେ ସବେକ ଦାଉଦ ସକାେଶ ଓ ମାରେ ପ୍ରିଯ ୟିରୁଶାଲମ ନଗରୀ ସକାେଶ ଯେଉଁଟାକି ସମଗ୍ର ଇଶ୍ରାୟେଲ ପରିବାରବର୍ଗରୁ ପସନ୍ଦ କରିଛି। ଏକ ପରିବାରବର୍ଗ ରେ ମୁଁ ଦାଉଦର ବଂଶକୁ ଶାସନ କରିବା ପାଇଁ ଦବେି।
ତା'ର ଗୋଟିଏ ପୁତ୍ରର ପରିବାରକୁ ମୁଁ ଶାସନ କରିବା ପାଇଁ ଦବେି। ଯାହା ଫଳ ରେ ମାରେ ସବେକ ଦାଉଦର ବଂଶ ୟିରୁଶାଲମ ରେ ମାେ ଆଗ ରେ ରାଜତ୍ବ କରିବ। ସହେି ସହର ରେ ମାରେ ନାମ ସ୍ଥାପନ ପାଇଁ ପସନ୍ଦ କରିଅଛି।
ଇଶ୍ରାୟେଲର ସମସ୍ତ ଲୋକ ଜାଣିବାକୁ ପାଇଲେ ଯେ ୟାରବିଯାମ ଫରେି ଆସିଛନ୍ତି। ସମାନେେ ଲୋକ ପଠାଇ ତାଙ୍କୁ ଡକାଇଲେ ଓ ସମୁଦାଯ ଇଶ୍ରାୟେଲ ଉପରେ ତାହାଙ୍କୁ ରାଜା କଲେ। କବଳେ ଯିହୁଦା ପରିବାରବର୍ଗ ଗୋଟିଏ ପରିବାର ଦାଉଦ ପରିବାରର ଅନୁଗାମୀ ହେଲ।
ମାତ୍ର ସଦାପ୍ରଭୁ ଇଶ୍ରାୟେଲୀୟମାନଙ୍କ ପ୍ରତି ଅତ୍ଯନ୍ତ ଦୟାଳୁ ଥିଲେ ଓ ସମାନଙ୍କେ ପ୍ରତି କୃପା ଦୃଷ୍ଟି କଲେ। କାରଣ ଅବ୍ରହାମ, ଇସ୍ହାକ୍ ଓ ଯାକୁବ ସହିତ ସଦାପ୍ରଭୁଙ୍କର ଚୁକ୍ତି ହାଇେଥିଲା। ସେ ସମାନଙ୍କେୁ ବିନାଶ କରିବେ ନାହିଁ କି ଦୂ ରଇେ ଦବେେ ନାହିଁ।
ମୁଁ ମାରେଅବଶିଷ୍ଟ ନିଜ ଲୋକମାନଙ୍କୁ ପରିତ୍ଯାଗ କରିବ। ମୁଁ ସମାନଙ୍କେୁ ସମାନଙ୍କେର ଶତୃ ହସ୍ତ ରେ ସମର୍ପଣ କରିବି। ସମାନଙ୍କେର ଶତୃଗଣ ସମାନଙ୍କେୁ ଲୁଟ୍ କରିବେ ଏବଂ ସମାନେେ ସମାନଙ୍କେୁ ବନ୍ଦୀରୂପେ ନଇେଯିବେ।
ସଦାପ୍ରଭୁ କହିଲେ, ମୁଁ ଯିହୁଦାକୁ ଅପସାରଣ କରିବି, ଯଭେଳି ମୁଁ ଇଶ୍ରାୟେଲକୁ ମାରଦେୃଷ୍ଟିରୁ ଅପସାରଣ କରିଛି। ମୁଁ ମାରେ ମନୋନୀତ ସହର ୟିରୁଶାଲମକୁ ପରିତ୍ଯାଗ କରିବି। ମୁଁ ଯେଉଁ ମନ୍ଦିର ବିଷଯ ରେ କହିଥିଲି, ' ମାରେ ନାମ ସଠାେରେ ରହିବ।'
ମନଃଶିର ପାପ କର୍ମ ଯୋଗୁଁ ସଦାପ୍ରଭୁ ଯିହୁଦା ରେ ଏହି ଘଟଣାସବୁ ଘଟିବାକୁ ଦେଲେ। ଏହି ରୂପେ ସଦାପ୍ରଭୁ ସମାନଙ୍କେୁ ତାଙ୍କ ଦୃଷ୍ଟିରୁ ଦୂ ରଇେ ଦେଲେ।
ମୁଁ ଅପରାଧିମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି ଏବଂ ସମାନେେ ତୁମ୍ଭ ପାଖକୁ ଫରେିବେ।
ଯେପରି ଇଫ୍ରଯଯିମରୁ ତୁମ୍ଭମାନଙ୍କର ଭାଇମାନଙ୍କୁ ତଡ଼ି ନଇେଥିଲୁ, ସହେିପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂ ରଇେ ଦବୋ।
ଅନନ୍ତର ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ଯଦିଓ ମାଶାେ ଓ ଶାମୁଯଲେ ଆମ୍ଭ ସମ୍ମୁଖ ରେ ଠିଆ ହାଇେ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସମାନଙ୍କେୁ ଆମ୍ଭ ଦୃଷ୍ଟିରୁ ଦୂର କର। ସମାନଙ୍କେୁ ବାହାରି ୟିବାକୁ କୁହ।
ୟିରୁଶାଲମ ଓ ଯିହୁଦା ରେ ଭୟଙ୍କର ଘଟଣାମାନ ଘଟିଲା, କାରଣ ସଦାପ୍ରଭୁ ସମାନଙ୍କେ ପ୍ରତି କୋର୍ଧାନ୍ବିତ ଥିଲେ। ଶଷେ ରେ ସଦାପ୍ରଭୁ ସମାନଙ୍କେୁ ଆପଣା ସମ୍ମୁଖରୁ ଦୂର କରି ଦେଲେ।
ଇଶ୍ରାୟେଲୀୟମାନେ ସଦାପ୍ରଭୁଙ୍କ ରାଜ୍ଯ ରେ ରହିପାରିବେ ନାହିଁ। ଇଫ୍ରଯିମ ମିଶରକୁ ଫରେିବ। ଅଶୂରର ଯେଉଁ ଖାଦ୍ୟ ଖାଇବାକୁ ମନା ସହେି ଖାଦ୍ୟ ସମାନେେ ଖାଇବେ।
ଇଫ୍ରଯିମ ମିଥ୍ଯା ରେ ଆମ୍ଭର ଗ୍ଭରିପାଖ ରେ ଘରେିଗଲା। ଇଶ୍ରାୟେଲର ପରିବାର ଆମ୍ଭ ପ୍ରତି ବିଶ୍ବାସଘାତକତା କରିଛନ୍ତି।
ଯାକୁବ ମାତୃଗର୍ଭ ରେ ଥିଲା ଏବଂ ତା'ର ଭାଇ ସହିତ କୌଶଳ କରିଥିଲା। ସେ ଗୋଟିଏ ଶକ୍ତିଶାଳୀ ୟୁବକ ଥିଲା ଏବଂ ସେତବେେଳେ ସେ ପରମେଶ୍ବରଙ୍କ ସହିତ ଲଢୁଥିଲା।