Home Bibles ଦିତୀୟ ରାଜାବଳୀ 17:33 · ଓଡ଼ିଆ ବାଇବେଲ
ଦିତୀୟ ରାଜାବଳୀ 17:33 · ଓଡ଼ିଆ ବାଇବେଲ

ସମାନେେ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କଲେ। ଏବଂ ସମାନେେ ମଧ୍ଯ ସମାନଙ୍କେର ଦେଶର ଦବେତାମାନଙ୍କର ସବୋ କଲେ।

Cross references

ପ୍ରଥମ ରାଜାବଳୀ 18:21

ଏଲିଯ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ସମ୍ ବୋଧନ କଲେ, ତୁମ୍ଭମାନେେ କେତକୋଳ ଦ୍ବିମତ ମଧିଅରେ ସନ୍ଦହେ ରେ ରହିବ? ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ହୁଅ, ଯଦି ତୁମ୍ଭେ ତାଙ୍କୁ ସତ୍ଯ ଭାବୁଛ। ଅନ୍ୟ ପକ୍ଷ ରେ ଯଦି ବାଲ ଦବେତା ସତ୍ଯ ବୋଲି ଭାବୁଛ, ତାଙ୍କୁ ଅନୁସରଣ କର।

ଦିତୀୟ ରାଜାବଳୀ 17:41

ଏହିପରି ଅନ୍ୟ ଗୋଷ୍ଠୀର ଲୋକମାନେ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କଲେ କିନ୍ତୁ ସମାନେେ ମଧ୍ଯ ଭଣ୍ତ ଦବେତାମାନଙ୍କର ସବୋ କଲେ। ସମାନଙ୍କେର ପୁତ୍ର ଓ ପୌତ୍ରଗଣ ମଧ୍ଯ ନିଜ ନିଜ ପୂର୍ବପୁରୁଷଗଣ ଯାହା କରିଥିଲେ, ସହେିପରି କାର୍ୟ୍ଯ କରି ଆସୁଛନ୍ତି। ସମାନେେ ଆଜି ପର୍ୟ୍ଯନ୍ତ ଏହିସବୁ କରୁଛନ୍ତି।

ହୋଶେୟ 10:2

ଇଶ୍ରାୟେଲର ଲୋକମାନେ ପରମେଶ୍ବରଙ୍କୁ ଠକିବାକୁ ଚୋଷ୍ଟା କଲେ କିନ୍ତୁ ବର୍ତ୍ତମାନ ସମାନେେ ସମାନଙ୍କେର ଦୋଷ ସ୍ବୀକାର କରିବେ। ସଦାପ୍ରଭୁ ସମାନଙ୍କେର ୟଜ୍ଞବଦେୀକୁ ଭାଙ୍ଗି ଦବେେ। ସେ ସମାନଙ୍କେର ସ୍ମୃତିସ୍ତମ୍ଭକୁ ଧ୍ବଂସ କରି ଦବେେ।

ସିଫନିୟ 1:5

ଯେଉଁମାନେ କି ଛାତ ଉପରକୁ ୟାଇ ତାରାମାନଙ୍କୁ ପୂଜା କରନ୍ତି ଆମ୍ଭେ ସେ ସମସ୍ତଙ୍କୁ ତଡି ଦବୋ। କତଜେଣ ଲୋକ ଉଭୟ ସଦାପ୍ରଭୁ ଏବଂ ମିଥ୍ଯାପ୍ରଭୁ ମାଲିକମାନଙ୍କୁ ମଧ୍ଯ ପୂଜା କରୁଛନ୍ତି। ତେଣୁ ଆମ୍ଭେ ସହେି ଲୋକମାନଙ୍କୁ ସହେି ସ୍ଥାନରୁ ତଡିଦବୋ।

ମାଥିଉଲିଖିତ ସୁସମାଚାର 6:24

'ଜଣେ କବେେ ହେଲେ ଏକା ବେଳେ ଦୁଇଜଣ ମାଲିକଙ୍କ ସବେକ ହାଇେ ପାରିବ ନାହିଁ।

ଲୂକଲିଖିତ ସୁସମାଚାର 16:13

ଜଣେ ସବେକ ଏକା ସଙ୍ଗ ରେ ଦୁଇଜଣ ମାଲିକଙ୍କ ସବୋ କରିପାରିବ ନାହିଁ। ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ଶ୍ରଦ୍ଧା କରିବ। କିମ୍ବା ସେ ଜଣକ ପ୍ରତି ବିଶ୍ବସ୍ତ ରହିବ ଓ ଅନ୍ୟ ଜଣକୁ ବଖାେତିର କରିବ। ତୁମ୍ଭମାନେେ ଏକା ବେଳେ ପରମେଶ୍ବର ଓ ଧନ ଦୁହିଁଙ୍କ ସବୋକରି ପାରିବ ନାହିଁ।

Interlinear

Choose Theme