ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେଉଁ ଯେଉଁ ବିଧି, ଶାସନବ୍ଯବସ୍ଥା ଓ ଶିକ୍ଷାସମୂହ ଲେଖି ଅଛନ୍ତି। ତୁମ୍ଭମାନେେ ତାହା ସଦାକାଳ ପାଳନ କରିବାକୁ ମନୋୟୋଗ କରିବ। ଆଉ ଅନ୍ୟ ଦବଗେଣଙ୍କୁ ତୁମ୍ଭମାନେେ ଭୟ କରିବ ନାହିଁ।
Cross references
ଏଣୁ ତୁମ୍ଭମାନେେ ମାରେ ସମସ୍ତ ବ୍ଯବସ୍ଥା ଓ ସମସ୍ତ ବିଧି ମାନ୍ଯକରି ପାଳନ କରିବ। ଚିରଦିନ ମୁଁ ସଦାପ୍ରଭୁ ଅଟେ।
ଏହାପରେ ମାଶାେ ଇଶ୍ରାୟେଲୀୟ ସନ୍ତାନଗଣର ସମ୍ମକ୍ସ୍ଟଖ ରେ ଏହି ପରମେଶ୍ବରଙ୍କ ବ୍ଯବସ୍ଥା କଲେ।
ମାଶାେ କହିଲେ, ସଦାପ୍ରଭୁ ପର୍ବତ ରେ ଅଗ୍ନି ଓ ମେଘ ଓ ଘାରେ ଅନ୍ଧାର ମଧ୍ଯରକ୍ସ୍ଟ ତୁମ୍ଭମାନଙ୍କର ସମସ୍ତ ସମାଜପ୍ରତି ଏହି ସମସ୍ତ ବାକ୍ଯ ଉଚ୍ଚସ୍ବର ରେ କହିଲେ। ଆଉ କିଛି କହିଲେ ନାହିଁ। ତେଣୁ ସେ ଏହି ସମସ୍ତ କଥା ଦକ୍ସ୍ଟଇଖଣ୍ତ ପ୍ରସ୍ତର ପଟା ରେ ଲେଖି ମାେତେ ଦେଲେ।
ମାତ୍ର ତୁମ୍ଭେ ଏହି ସ୍ଥାନ ରେ ମାେ ନିକଟରେ ଠିଆ ହକ୍ସ୍ଟଅ। ମୁ ତୁମ୍ଭକୁ ଆଜ୍ଞା, ନିଯମ ଏବଂ ଶାସନସବୁ କହିବି, ମୁ ସମାନଙ୍କେୁ ସମାନଙ୍କେର ଅଧିକାର ଦବେି। ଯାହାକି ତୁମ୍ଭେ ସମାନଙ୍କେୁ ଶିକ୍ଷା ଦବୋ ଉଚିତ୍ ଏବଂ ସମାନେେ ସହେି ଦେଶ ରେ ତାହା ମାନିବା ଉଚିତ୍।'
ଦେଖ, ଯେପରି ତୁମ୍ଭେ ସହେି ରାସ୍ତା ରେ ଚାଲି ଯେଉଁ ରାସ୍ତା ରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଚାଲିବା ପାଇଁ ଆଦେଶ ଦଇେଛନ୍ତି, ଯେଉଁଥିପାଇଁ ତୁମ୍ଭମାନେେ ସହେି ଦେଶ ରେ ଦୀର୍ଘଦିନ ବଞ୍ଚିବ ଓ ତୁମ୍ଭେ ଯେଉଁ ଦେଶ ଅଧିକାର କରିବ, ସଠାେରେ ତୁମ୍ଭର ସର୍ବମଗଂଳ ହବେ।
ମୁ ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭମାନେେ ପାଳନ କରିବାକୁ ମନୋଯୋଗ କରିବ। ତୁମ୍ଭମାନେେ ତାହାଠାରକ୍ସ୍ଟ କିଛି ଉଣା କରିବ ନାହିଁ କି ତହିଁରେ କିଛି ଅଧିକ ୟୋଗ କରିବ ନାହିଁ।
ଏହାପରେ ମାଶାେ ବ୍ଯବସ୍ଥା ଲେଖି ଲବେୀ ବଂଶୀଯ ଯାଜକମାନଙ୍କୁ ଦେଲେ। ଯେଉଁମାନେ ସଦାପ୍ରଭୁଙ୍କର ନିଯମ ସିନ୍ଦକ୍ସ୍ଟକ ବାହକ ଥିଲେ। ମାଶାେ ଇଶ୍ରାୟେଲ ପ୍ରାଚୀନବର୍ଗମାନଙ୍କୁ ମଧ୍ଯ ଏହି ବ୍ଯବସ୍ଥା ଦେଲେ।
ସେ ସମୟରେ ସମକ୍ସ୍ଟଦାଯ ଇଶ୍ରାୟେଲ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ମନୋନୀତ ସ୍ଥାନ ରେ ତାହାଙ୍କ ସମ୍ମକ୍ସ୍ଟଖ ରେ ଉପସ୍ଥିତ ହବେେ। ସେତବେେଳେ ସମସ୍ତ ଇଶ୍ରାୟେଲ ସାକ୍ଷାତ ରେ ସମାନଙ୍କେ କର୍ଣଗୋଚର ରେ ତୁମ୍ଭେ ଏହି ବ୍ଯବସ୍ଥା ପାଠ କରିବ।
ମୁ ତୁମ୍ଭମାନଙ୍କୁ କହିଲି, 'ମୁ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର। ଇମାରେୀୟଙ୍କ ଦବେତାମାନଙ୍କୁ ପୂଜା କର ନାହିଁ, ଯେଉଁମାନଙ୍କ ଦେଶ ରେ ତୁମ୍ଭମାନେେ ବାସ କରୁଛ। ମାତ୍ର ତୁମ୍ଭମାନେେ ମାରେ କଥା ଶକ୍ସ୍ଟଣିଲ ନାହିଁ।
ଆଉ, ମାରେପୁତ୍ର ଶଲୋମନକୁ ତୁମ୍ଭ ପ୍ରତି ବିଶ୍ବସ୍ତ ହବୋ ନିମନ୍ତେ ସାହାୟ୍ଯ କର। ସର୍ବଦା ତୁମ୍ଭର ଆଜ୍ଞା, ବିଧି ଓ ଶାସନ ସକଳର ବାଧ୍ଯ ହବୋ ନିମନ୍ତେ ତାହାକୁ ସାହାୟ୍ଯ କର। ଶଲୋମନଙ୍କୁ ଏହି ସମସ୍ତ ବିଷଯ କରିବା ନିମନ୍ତେ ସାହାୟ୍ଯ କର ଓ ଏହି ପବିତ୍ର ମନ୍ଦିର ରେ ନିର୍ମାଣ କରିବା ନିମନ୍ତେ ମୁଁ ଯେଉଁ ଯୋଜନା କରିଅଛି, ସେଥି ରେ ତାହାକୁ ସାହାୟ୍ଯ କର।
ତୁମ୍ଭେ ସୀନଯ ପର୍ବତକୁ ଓହ୍ଲାଇ ଆସିଲ। ସ୍ବର୍ଗରୁ ସମାନଙ୍କେ ସହିତ କଥାବାର୍ତ୍ତା କଲ। ସମାନଙ୍କେୁ ଯଥାର୍ଥ ଶାସନ ଓ ସତ୍ଯ ବ୍ଯବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ।
ସଦାପ୍ରଭୁଙ୍କର ବ୍ଯବସ୍ଥାସବୁ ୟଥାର୍ଥ। ସଗେୁଡ଼ିକ ଲୋକଙ୍କୁ ସୁଖୀ କରାଏ। ସଦାପଭ୍ରୁଙ୍କ ଆଜ୍ଞା ନିର୍ମଳ। ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାୟ୍ଯ କରେ।
ଏହାପରେ ପରମେଶ୍ବର ତାଙ୍କର ଗୋଷ୍ଠୀଯବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ। ପରମେଶ୍ବରଙ୍କର ଲୋକମାନେ ସମସ୍ତ ଦ୍ରବ୍ଯ ପାଇଲେ। ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥଲେ।